ଖାଇ ସାରି ବିଶ୍ରାମ ନେଉଥିବାବେଳେ ଟଳିପଡିଲେ ହୋମଗାର୍ଡ: ଆଉ ତା’ପରେ…

ବାଲେଶ୍ୱର,୧୨।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡ଼ିଓରେ କାର୍ଯ୍ୟରତ ଜଣେ ହୋମଗାର୍ଡଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି l ମୃତ ହୋମଗାର୍ଡ ହେଲେ ଅଲେଖ ଜେନା (୪୨) l ତାଙ୍କ ଘର କେନ୍ଦୁଝର ଜିଲା କୁଆଗଡ଼ିଆ ଅଞ୍ଚଳରେ l ଦ୍ୱିପ୍ରହର ସମୟରେ ଖାଇ ସାରି ସେ ବିଶ୍ରାମ ନେଉଥିଲେ l ହଠାତ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଅନ୍ୟ ହୋମଗାର୍ଡମାନେ ତାଙ୍କୁ ସଙ୍ଗେ ସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ l ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ l ଏ ନେଉ ଚାନ୍ଦିପୁର ଥାନାରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି l ସୋମବାର ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ପୋଲିସ କହିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ସହ ବଡ଼ ଚୁକ୍ତି କଲା ଭାରତ: ଚାଇନା-ପାକିସ୍ତାନର ଉଡ଼ିଯିବ ହୋଶ୍‌

ନୂଆଦିଲ୍ଲୀ,୧୨।୧: ପ୍ରୋଜେକ୍ଟ ୭୫(I) ଅନ୍ତର୍ଗତ ଭାରତ ପାଇଁ ୬ଟି ଅତ୍ୟାଧୁନିକ ଗୁପ୍ତ ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣରେ ଜର୍ମାନୀ ସହାୟତା କରିବ। ମୁମ୍ବାଇସ୍ଥିତ ମାଜାଗନ ଡକୟାର୍ଡସ ଲିମିଟେଡ...

ଏଲିଭେଟେଡ଼ କରିଡ଼ର: ବଦଳିବ ଜୟଦେବ ବିହାର-ନନ୍ଦନକାନାନ ରାସ୍ତାର ରୂପରେଖ

ଭୁବନେଶ୍ୱର,୧୨।୧: ବଦଳିବ ଜୟଦେବ ବିହାର-ନନ୍ଦନକାନାନ ରାସ୍ତାର ରୂପରେଖ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ହେବାକୁ ଥିବା ସ୍ବତନ୍ତ୍ର ଏଲିଭେଟେଡ଼ କରିଡ଼ର’ର...

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୧୦ ଜିଲାରେ…

ଭୁବନେଶ୍ୱର,୧୨ା୧: ଲୋକସେବା ଭବନରେ ସୋମବାର ଶୁଭାରମ୍ଭ ହୋଇଛି ଜାତୀୟ ସଡ଼କ ସୁରକ୍ଷା ମାସ। ଏହି ପରିପ୍ରେକ୍ଷୀରେ ୧୪ଟି ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ...

ନୂଆ ବର୍ଷରେ ନୂଆ ଅଫିସ…. ବଦଳିବ ମୋଦିଙ୍କ କାର୍ଯ୍ୟାଳୟ ଠିକଣା, ଏବେ ଏଠାରେ….

ନୂଆଦିଲ୍ଲୀ,୧୨ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂତନ କାର୍ଯ୍ୟାଳୟ ପ୍ରସ୍ତୁତ ହୋଇସାରିଥିବା ବେଳେ ଏହାକୁ ଏବେ ଶେଷ ସ୍ପର୍ଶ ଦିଆଯାଉଛି । ସମ୍ଭବତଃ ପ୍ରଧାନମନ୍ତ୍ରୀ ମୋଦି ଏହି...

ବାଇକ୍‌ ନେଇ ସିଧା ପିଟିଦେଲେ ଦୋକାନ ଘରେ, ଆଉ ତା’ ପରେ…

ବାସୁଦେବପୁର,୧୨ା୧(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥ ପ୍ରସାଦ ପଞ୍ଚାୟତର ମିଶ୍ରପୁରଠାରେ ଏକ ଦୋକାନ ଘରକୁ ଧକ୍କା ଦେଇ ଦୁଇ ବାଇକ୍‌ ଆରୋହୀ...

T20 WC: ବାଂଲାଦେଶକୁ ମହଙ୍ଗା ପଡ଼ିଲା ଭାରତଠାରୁ ପଙ୍ଗା ନେବା, କୋଟି କୋଟି ଟଙ୍କାର କ୍ଷତି…, ଗୋଟିଏ ଝଟକାରେ ଶେଷ ହେଲା ସ୍ପନସରଶିପ!

ନୂଆଦିଲ୍ଲୀ,୧୨।୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ବଢୁଥିବା ଉତ୍ତେଜନାର ପ୍ରଭାବ ଏବେ କ୍ରୀଡ଼ା କ୍ଷେତ୍ର ଏବଂ ବ୍ୟବସାୟିକ ମହଲରେ ସ୍ପଷ୍ଟ ଭାବରେ ଦେଖାଯାଉଛି। ରିପୋର୍ଟ ଅନୁଯାୟୀ,...

ଇଂଲଣ୍ଡରୁ ମାଆ ମୃତ୍ୟୁର ସ୍କ୍ରିପ୍ଟ ନେଇ ଆସିଲେ ପୁଅ, ଗୁହାଳରେ ରହି ହତ୍ୟା ପରେ ଘର ପାଣିଟାଙ୍କିରେ….

ନୂଆଦିଲ୍ଲୀ,୧୨ା୧: ହରିୟାଣାର ଯମୁନାନଗରରୁ ଏକ ଖବର ସାମ୍ନାକୁ, ଯାହାକୁ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ଏହି କାହାଣୀଟି କୌଣସି ଫିଲ୍ମ ଥ୍ରୀଲରଠାରୁ କମ୍ ନୁହେଁ, କିନ୍ତୁ ଏହାର...

ସାବରମତି ଆଶ୍ରମ ନିକଟରେ ମୋଦିଙ୍କ ସହ ଗୁଡ଼ି ଉଡାଇଲେ ଜର୍ମାନ ଚାନ୍ସେଲର

ଅହମଦାବାଦ,୧୨।୧: ଜର୍ମାନ ଚାନ୍ସେଲର ଫ୍ରେଡ୍ରିଚ ମର୍ଜ ତାଙ୍କର ପ୍ରଥମ ଭାରତ ଗସ୍ତ ପାଇଁ ରବିବାର ରାତିରେ ଅହମଦାବାଦରେ ପହଞ୍ଚିଥିଲେ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri