ନୂଆ ଲୋକସେବା ଭବନ, ବିଧାନସଭା ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ, ଖର୍ଚ୍ଚ ହେବ ଏତିକି କୋଟି…

ଭୁବନେଶ୍ୱର,୧୨ା୧: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଗୋଟିଏ ସ୍ଥାନରେ ଲୋକସେବା ଭବନ ଓ ନୂଆ ବିଧାନସଭା ରହିବ। ୭୧ ଏକର ଜମିରେ ଏହା ନିର୍ମାଣ ହେବାକୁ ଥିବାବେଳେ ଏଥିନିମନ୍ତେ ୩୬୨୩ କୋଟି ଟଙ୍କା ଖର୍ଚ୍ଚ ହେବ। ଏନେଇ ମାଷ୍ଟରପ୍ଲାନ୍‌ ଅନୁମୋଦନ ହୋଇଛି। ଲୋକସେବା ଭବନରେ ଭୂତଳ ପାର୍କିଂ ବି କରାଯିବ।

ବେସମେଣ୍ଟରେ ତଳକୁ ତଳ ତିନି ମହଲା ସ୍ମାର୍ଟ ପାର୍କିଂ ବ୍ୟବସ୍ଥାରେ ୫୭୩ କାର୍ ରହିବ । ଡ୍ରାଇଭର ଓ ଗାଡ଼ି ନଂ ପ୍ଲେଟ୍ ଚିହ୍ନିବ ଏଆଇ । ଏଥିପାଇଁ ବଡ଼ ପ୍ରକଳ୍ପ ହାତକୁ ନେବେ ସରକାର । ଏହି ବିଶାଳ ପ୍ରକଳ୍ପ ପାଇଁ ସରକାର ପ୍ରାୟ ୧୦୨ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଗାଡ଼ି ପାର୍କିଂ ସମସ୍ୟାର ସ୍ଥାୟୀ ସମାଧାନ ସହ ସୁରକ୍ଷା ବ୍ୟବସ୍ଥାକୁ ଏହା ଆହୁରି ସୁଦୃଢ଼ କରିବ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ଟିମ ଇଣ୍ଡିଆରେ ସାମିଲ ହେଲେ ଏହି ୨୬ ବର୍ଷୀୟ ଖେଳାଳି, ତାଙ୍କ ଅଧିନାୟକତ୍ୱରେ ଖେଳିଛନ୍ତି କୋହଲି, ଜାଣନ୍ତୁ ସେ କିଏ…

ନୂଆଦିଲ୍ଲୀ,୧୨।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଏକଦିବସୀୟ ସିରିଜରେ ୱାଶିଂଟନ ସୁନ୍ଦରଙ୍କ ରିପ୍ଲେସମେଣ୍ଟ ଖେଳାଳି ଭାବରେ ଆୟୁଷ ବଦୋନିଙ୍କୁ ସାମିଲ କରାଯାଇଛି। ଭଦୋଦରାରେ ଖେଳାଯାଇଥିବା ପ୍ରଥମ ଏକଦିବସୀୟରେ...

ଚୋରଙ୍କୁ ପଚରାଉଚରା ପରେ ଛାଡ଼ିଦେଲା ପୋଲିସ, ଗିରଫ ଦାବିରେ ତାତିଲେ ଲୋକେ

ବଲାଙ୍ଗୀର,୧୨ା୧(ସୁନିଲ କୁମାର ମହାନ୍ତି): ସଦର ଥାନା କୁଶମେଲ ପଞ୍ଚାୟତର ଇଲେକ୍ଟ୍ରି ତାର ଚୋରି ହୋଇଥିଲା। ଲୋକେ ପୋଲିସକୁ ଖବର ଦେଇବାରୁ ସଦର ପୋଲିସ ଚୋରମାନଙ୍କୁ ଥାନାକୁ...

ଇଣ୍ଡିଗୋ ବିମାନରେ ମାଡ଼ ହେଲା ପକ୍ଷୀ, ୨୧୬ ଯାତ୍ରୀଙ୍କୁ ପାଇଲଟ….

ନୂଆଦିଲ୍ଲୀ,୧୨ା୧: ରବିବାର ସନ୍ଧ୍ୟାରେ ବାରାଣସୀର ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋର ଏକ ବିମାନ ଏମରଜେନ୍ସି ଲ୍ୟାଣ୍ଡିଂ କରିଛି । ଗୋରଖପୁରରୁ ବେଙ୍ଗାଲୁରୁ ଯାଉଥିବା...

ବ୍ୟକ୍ତିଗତ ଭାବେ ଭୁବନେଶ୍ୱର କୋର୍ଟରେ ହାଜର ହେଲେନି ପୀୟୂଷ, ଓକିଲଙ୍କ ଜରିଆରେ…

ଭୁବନେଶ୍ୱର,୧୨।୧: ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ମଞ୍ଚ ମନା ପ୍ରସଙ୍ଗ ଥମିବାର ନାଁ ଧରୁନାହିଁ। ଭୁବନେଶ୍ୱର କୋର୍ଟରେ ହାଜର ହେବାକୁ କୁହାଯାଇଥିବା ବେଳେ ଆଜି ପୀୟୂଷ...

ବସ୍‌-ବାଇକ୍‌ ଧକ୍କା, ଚାଲିଗଲା ଚାଳକଙ୍କ ଜୀବନ, ରାସ୍ତା ଉପରେ ମୃତଦେହ ରଖି…

ଗୁଣୁପୁର,୧୨ା୧(ସଙ୍କେତ ପାତ୍ର): ଗୁଣୁପୁର ବଂଶଧାରା ବ୍ରିଜ ନିକଟ ମୁଖ୍ୟ ରାସ୍ତା ଉପରେ ମୃତଦେହ ରଖି କ୍ଷତିପୂରଣ ଦାବିରେ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଗୁଣୁପୁର...

‘ଯୁବଗୋଷ୍ଠୀଙ୍କ ବିକାଶ ହେଲେ ଦେଶର ବିକାଶ ସମ୍ଭବ’

ପୁରୁଷୋତ୍ତମପୁର,୧୨ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ସୋମବାର ଜାତୀୟ ଯୁବଦିବସ...

ଭାରତ ଆସିବେ ଟ୍ରମ୍ପ! ବଡ଼ ଖୁଲାସା କଲେ ଆମେରିକୀୟ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧୨।୧: ଭାରତରେ ନୂତନ ଆମେରିକୀୟ ରାଷ୍ଟ୍ରଦୂତ ସର୍ଜିଓ ଗୋର୍‌ ଦାୟିତ୍ୱ ଗ୍ରହଣ କରିବା ପରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ରାଷ୍ଟ୍ରପତି...

ଛାତିଥରା ଦୁର୍ଘଟଣା, ବସ୍ ଧକ୍କାରେ ଉଡ଼ିଗଲା ଦମ୍ପତ୍ତିଙ୍କ ପ୍ରାଣବାୟୁ

ଵ୍ରହ୍ମପୁର, ୧୨/୧(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ଅନ୍ତର୍ଗତ ଲାଞ୍ଜିଆ ପଞ୍ଚାୟତର ବାଳକୃଷ୍ଣପୁର ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଯାତ୍ରୀବାହୀ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri