Posted inଜାତୀୟ

ବାପା-ମା’ଙ୍କ ସେବା ନକଲେ କଟିବ ଦରମା: ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨ା୧: ବାପା-ମା’ଙ୍କୁ ଅବହେଳା କରୁଥିବା ସରକାରୀ କର୍ମଚାରୀଙ୍କୁ ବଡ ଝଟକା। ଏଣିକି ଯେଉଁ କର୍ମଚାରୀମାନେ ନିଜ ବୃଦ୍ଧ ବାପା-ମା’ଙ୍କ ଯତ୍ନ ନେବେ ନାହିଁ, ସେମାନଙ୍କ ଦରମାରୁ ୧୦ ପ୍ରତିଶତ ଅର୍ଥ କାଟି ସିଧାସଳଖ ବାପା-ମା’ଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।

ବାପା-ମା’ଙ୍କ ଅଭିଯୋଗ ଆଧାରରେ କର୍ମଚାରୀଙ୍କ ମାସିକ ଦରମାରୁ ୧୦% ଅର୍ଥ କଟାଯାଇ ସେମାନଙ୍କୁ ପ୍ରଦାନ କରାଯିବ। ଏଥିପାଇଁ ରାଜ୍ୟ ସରକାର ଖୁବଶୀଘ୍ର ଏକ ସ୍ୱତନ୍ତ୍ର ଆଇନ ପ୍ରଣୟନ କରିବେ। ଏହା ଅଧୀନରେ ବରିଷ୍ଠ ନାଗରିକଙ୍କ ପାଇଁ ‘ପ୍ରଣାମ’ ନାମକ ଡେ-କେୟାର ସେଣ୍ଟର ପ୍ରତିଷ୍ଠା କରାଯିବ। ଏହି ନୂତନ ଯୋଜନା ପାଇଁ ସରକାର ୫୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।

୨୦୨୬-୨୦୨୭ ବଜେଟ୍ ପ୍ରସ୍ତାବରେ ରାଜ୍ୟ ପାଇଁ ଏକ ନୂତନ ସ୍ୱାସ୍ଥ୍ୟ ନୀତି ପ୍ରଣୟନ କରାଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାର ସମାଜର ପ୍ରତ୍ୟେକ ବର୍ଗର ଉନ୍ନତି ପାଇଁ ପ୍ରତିଶ୍ରୁତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଟ୍ରମ୍ପ ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୧ ଲକ୍ଷରୁ ଅଧିକ ଭିସା ରଦ୍ଦ, ଚିନ୍ତାରେ ଭାରତୀୟ

ନୂଆଦିଲ୍ଲୀ,୧୨ା୧: ଆମେରିକାରେ ଟ୍ରମ୍ପ ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଆମେରିକା ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ୧...

ଖୁବଶୀଘ୍ର ଗଡ଼ିବ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍: ଜାଣନ୍ତୁ କେତେ ରହିବ ଭଡ଼ା

ନୂଆଦିଲ୍ଲୀ,୧୨ା୧: ଭାରତୀୟ ରେଳବାଇ ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦେଶରେ ଖୁବଶୀଘ୍ର ଅତ୍ୟାଧୁନିକ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍ ସେବା ଆରମ୍ଭ...

ମୟୂରଭଞ୍ଜରେ ଚାଞ୍ଚଲ୍ୟ: ବୃଦ୍ଧାଙ୍କୁ ବଳାତ୍କାର ପରେ ପଥରରେ ଛେଚି…

ଉଦଳା, ୧୨।୧(ସନ୍ତୋଷ କୁମାର ବାଚ୍ଛିନୀ): ପଡ଼ୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା।...

କରୁର ଦଳାଚକଟା ମାମଲା: ଅଭିନେତା ବିଜୟଙ୍କୁ ୬ ଘଣ୍ଟା ଜେରା କଲା ସିବିଆଇ

ନୂଆଦିଲ୍ଲୀ,୧୨ା୧: ତାମିଲ ସୁପରଷ୍ଟାର ତଥା TVK ମୁଖ୍ୟ ବିଜୟ ସୋମବାର ଦିଲ୍ଲୀସ୍ଥିତ ସିବିଆଇ ମୁଖ୍ୟାଳୟରେ ହାଜର ହୋଇଥିଲେ। କରୁର ଦଳାଚକଟା ଘଟଣାରେ ତାଙ୍କର ଏବଂ ତାଙ୍କ...

‘ରୋମିଓ-ଜୁଲିଏଟ୍’ କ୍ଲଜ୍ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ, ସହମତିରେ ପ୍ରେମ ସମ୍ପର୍କ…

ନୂଆଦିଲ୍ଲୀ,୧୨ା୧: ପକ୍ସୋ ଆଇନର ଅପବ୍ୟବହାର ରୋକିବା ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। କିଶୋର ବୟସରେ ପରସ୍ପର ସହମତିରେ ଗଢ଼ିଉଠୁଥିବା ପ୍ରେମ ସମ୍ପର୍କକୁ...

ଗାଡି ଭିତରକୁ ଟାଣି ନେଲେ, ମଦ ପିଆଇ ଯୁବତୀଙ୍କୁ କଲେ ଗଣବଳାତ୍କାର, ସାହସିକତା ଦେଖାଇ ଅଭିଯୁକ୍ତ ଶୋଇଥିବାବେଳେ…

ନୂଆଦିଲ୍ଲୀ, ୧୨।୧: ବିହାରର ପୂର୍ଣ୍ଣିଆରେ ମାନବତାକୁ ଲଜ୍ଜିତ କରୁଥିବା ଏକ ଘଟଣା ସାମ୍ନାକୁ ଆସିଛି। ଛଅ ଜଣ ନୃଶଂସ ବ୍ୟକ୍ତି ଜଣେ ଯୁବତୀଙ୍କୁ ରାସ୍ତାରୁ ଅପହରଣ...

SBI ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ଏଟିଏମ୍ କାରବାର ପାଇଁ ଦେବାକୁ ପଡ଼ିବ ଅଧିକ ଶୁଳ୍କ

ମୁମ୍ବାଇ,୧୨ା୧: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ SBI ନିଜର ଏଟିଏମ୍ କାରବାର ଶୁଳ୍କରେ ବୃଦ୍ଧି କରିଛି। ମାଗଣା ସୀମା ଶେଷ ହେବା ପରେ ଅନ୍ୟ ବ୍ୟାଙ୍କର...

ଆଜି ୫ ମହିଳାଙ୍କୁ ଗାଡି ଚାବି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଏହି ଯୋଜନାରେ ମହିଳାଙ୍କୁ କାର୍‌ ଦେଉଛନ୍ତି ସରକାର

ଭୁବନେଶ୍ୱର,୧୨।୧: ଆଜି ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ୬,୭୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ସମୁଦାୟ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥି ମଧ୍ୟରୁ ପ୍ରାୟ ୫,୬୩୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri