କେମିତି ବୃଦ୍ଧି କରିବେ ସ୍ମରଣ ଶକ୍ତି: ଆପଣାନ୍ତୁ ଏହି ଉପାୟ

ସ୍ମରଣ ଶକ୍ତି ବୃଦ୍ଧି କରିବାର ଏକ ସହଜ ତଥା ସରଳ ଉପାୟ ହାତ ପାଆନ୍ତାରେ ରହିଛି। ଯଦି ଜଣେ ବ୍ୟକ୍ତି ନିଜ ମନ ପସନ୍ଦର ଗୀତ ଶୁଣନ୍ତି ତେବେ ଏହା ତାହାର ସ୍ମରଣ ଶକ୍ତି ବୃଦ୍ଧି କରିବାରେ କେତେକାଂଶରେ ସହାୟକ ହୋଇପାରିବ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡିଛି। ‘ସ୍ମରଣ ଶକ୍ତି ଏବଂ ମନ ପସନ୍ଦର ଗୀତ ଶୁଣିବା’ ବିଷୟ ଉପରେ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ନିୟମିତ ସେମାନଙ୍କର ମନ ପସନ୍ଦର ଗୀତ ଶୁଣିବାକୁ ପରାମର୍ଶ ଦିଆଯାଇଥିଲା। ତା’ ସହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ସ୍ମରଣ ଶକ୍ତି ଉପରେ ପଡୁଛି ତାହାକୁ ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ତର୍ଜମା କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୪୫ ପ୍ରତିଶତ ବ୍ୟକ୍ତିଙ୍କର ସ୍ମରଣ ଶକ୍ତି ପୂର୍ବାପେକ୍ଷା ଦୃଢ଼ ହେଉଥିବାର ଜଣାପଡିଥିଲା ବୋଲି ହୋଇଥିବା ଏକ ପରୀକ୍ଷଣରୁ ଜଣାପଡିଥିଲା ବୋଲି ପ୍ରକାଶିତ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତା’ସହ ସେମାନଙ୍କର ଦୈନନ୍ଦିନ ଜୀବନଶୈଳୀକୁ ସେମାନେ ମଧ୍ୟ ସନ୍ତୁଳିତ ରଖିଥିଲେ। ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ମସ୍ତିଷ୍କର ଚିନ୍ତାଧାରା ସକାରାତ୍ମକ ରହିବା ସହ ସ୍ମରଣ ଶକ୍ତି ପୂର୍ବାପେକ୍ଷା ବୃଦ୍ଧି ପାଇଥାଏ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୮ରୁ ଶୀତରେ ଲାଗିବ ବ୍ରେକ୍‌

ଭୁବନେଶ୍ୱର,୧୩ା୧: ରାଜ୍ୟର ପୁଣି ଲେଉଟିଛି ଶୀତ। ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବା ବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି...

ଅଟୋରେ ଯାଉଥିଲେ ୧୦ ଜଣ ଯାତ୍ରୀ, ଭରସାମ୍ୟ ହରାଇ ଘାଟିରେ ଓଲଟିପଡିଲା ଅଟୋ

ଗୁଣୁପୁର,୧୩।୧ (ସଂକେତ ପାତ୍ର): ରାୟଗଡା ଜିଲା ପୁଟାସିଂ ଥାନା ସିନ୍ଦୁବା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ଅଟୋ । ଅଟୋରେ ପ୍ରାୟ ୧୦ ଜଣ...

ଚାଇନା-ପାକିସ୍ତାନକୁ ଚେତାବନୀ ଦେଲା ଭାରତ: ଆମେ ସ୍ବାର୍ଥ ରକ୍ଷା ପାଇଁ…

ନୂଆଦିଲ୍ଲୀ,୧୩।୧: ଭାରତ ପୁଣିଥରେ ଶାକ୍ସଗାମ ଉପତ୍ୟକା ସମ୍ପର୍କରେ ଚାଇନା ଏବଂ ପାକିସ୍ତାନକୁ ସ୍ପଷ୍ଟ ବାର୍ତ୍ତା ଦେଇଛି। ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପୁନର୍ବାର କହିଛନ୍ତି,...

ଆଉ ୧୦ ମିନିଟ୍‌ରେ ହେବନାହିଁ ଡେଲିଭରି: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୧: କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଦୃଢ଼ ପଦକ୍ଷେପ ପରେ, କ୍ୱିକ କମର୍ସ କମ୍ପାନୀ ବ୍ଲିଙ୍କିଟ ଏହାର ସମସ୍ତ ବ୍ରାଣ୍ଡ ପ୍ଲାଟଫର୍ମରୁ...

ସମସ୍ୟା ଦୂର ପାଇଁ ପ୍ରତିଶ୍ରୁତି ଦେଲେ ବିଡିଓ: ଭଲ ଶିକ୍ଷାଦାନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୩।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଦ୍ୟାଳୟର...

ପର୍ବପର୍ବାଣୀରେ ଛୁଟି ପାଉନାହାଁନ୍ତି ପୋଲିସ, ଜିଲାକୁ ମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ରହୁଥିବାରୁ…ସରକାରଙ୍କୁ ତେର୍ଚ୍ଛାବାଣ ମାରିଲେ କିରାଣୀ

ପାଟଣା,୧୩।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ହାଇସ୍କୁଲର କିରାଣୀ, ଭାଷ୍ୟକାର ତଥା ସାମାଜିକ ଗଣମାଧ୍ୟମରେ ସକ୍ରିୟ ଥିବା ସଚିଦାନନ୍ଦ ମହାକୁଡ଼ ସୋମବାର...

୧୭ ଯାଏଁ ଶୀତ!: ୧୮ରୁ ବଢ଼ିବ

ଭୁବନେଶ୍ୱର,୧୩।୧: ରାଜ୍ୟରେ ୧୭ ତାରିଖ ଯାଏଁ ଜାରି ରହିବ ଶୀତ। ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମାଝଡ଼ ପ୍ରଭାବରେ ୧୮ରୁ ତାପମାତ୍ରା ବୃଦ୍ଧି...

ଡାକ୍ତର ସାର୍ ମୋତେ ଏହି ସାପ କାମୁଡ଼ିଛି… ନାଗକୁ ପକେଟରେ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ଲକ୍ଷ୍ନୌ,୧୩।୧:  ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବ୍ୟକ୍ତିଙ୍କୁ ଏକ ନାଗ ସାପ କାମୁଡ଼ି ଦେଇଥିଲା ଏବଂ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri