ନବୀନଙ୍କ ଉତ୍ତରାଧିକାରୀ କିଏ? ଗୁମର ଖୋଲିଦେଲେ ସମ୍ବିତ ରାଉତରାୟ, କହିଲେ ସୁଜାତା କାର୍ତ୍ତିକେୟନଙ୍କୁ…

ଭୁବନେଶ୍ୱର, ୧୩।୧: ପୁଣି ଥରେ ବିଜେଡି ବ୍ୟାପାରକୁ ନେଇ ସମ୍ବିତ ରାଉତରାୟ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅନେକ ନେତା ନିଜ ବ୍ୟକ୍ତିଗତ ଉଦ୍ୟମରେ ରାଜନୈତିକ ଭବିଷ୍ୟତ ଦେଖୁଛନ୍ତି। ଦଳରେ ତ୍ରୁଟି ବିଚ୍ୟୁତି ରହୁଛି, କୋର୍‌ କମିଟି ତିଆରିରେ ବି ତ୍ରୁଟି ବିଚ୍ୟୁତି। ସୁଜାତା କାର୍ତ୍ତିକେୟନଙ୍କୁ ରାଜ୍ୟସଭା ପ୍ରାର୍ଥୀ ନେଇ ନବୀନ ବାବୁ ନିଷ୍ପତ୍ତି ନେବେ। ନବୀନଙ୍କ ଉତ୍ତରାଧିକାରୀ ଗୋପପୁରରେ ବଢୁଛି।

ସମ୍ବିତ ଆହୁରି କହିଛନ୍ତି, ବାପା ଏକ ନେତା ଏକ, ଶୃଙ୍ଖଳା କମିଟି କ’ଣ କହିବ। ସିନିୟରମାନଙ୍କୁ ଅଣଦେଖା କରିବା ଉଚିତ୍‌ ନୁହେଁ।ମାର୍ଚ୍ଚ ଯାଏ ଅପେକ୍ଷା କରନ୍ତୁ ସବୁ ଠିକ ଠାକ ହୋଇଯିବ ବୋଲି ସେ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସହର ଉପକଣ୍ଠରେ ନକଲି ଘିଅ ପ୍ରସ୍ତୁତି, ଅତର୍କିତ ଚଢ଼ାଉ କରି ପ୍ଲାଣ୍ଟ ସିଲ କଲା…

ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ)- ବରଗଡ ସହର ଉପକଣ୍ଠ ବରାହଗୋଡା ଛକ ନିକଟରେ ନକଲି ଘିଅ ପ୍ରସ୍ତୁତି ଅଭିଯୋଗ ପାଇ ପୋଲିସ, ପ୍ରଶାସନ ମଙ୍ଗଳବାର ଅତର୍କିତ ଚଢାଉ କରିଛି...

ସ୍ତ୍ରୀଙ୍କୁ ଲୁଚାଇ ଲିଙ୍ଗ ପରିବର୍ତ୍ତନ କରିଦେଇଥିଲେ ଦୁଇ ସନ୍ତାନର ବାପା; ୨ ବର୍ଷ ପରେ ସାମ୍ନାକୁ ଆସିଲା ସତ, ତା’ ପରେ…

ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ଗୋରଖପୁରରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଓ ହୃଦୟବିଦାରକ ମାମଲା ସାମ୍ନାକୁ ଆସିଛି। ଏଠାରେ ଦୁଇ ସନ୍ତାନର ପିତା ଗୁପ୍ତରେ ଲିଙ୍ଗ ପରିବର୍ତ୍ତନ...

୩୫ ଲିଟର ଦେଶୀମଦ ଜବତ: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ମହୁରୀ କାଳୁଆ ନିକଟ କୁମ୍ଭଝରି ଗ୍ରାମର ପ୍ରଭାକର ମଲ୍ଲିକଙ୍କୁ ଗିରଫ କରି ବ୍ରହ୍ମପୁର ଏସଡିଜେଏମ...

ସୂର୍ଯ୍ୟ-ଶନିଙ୍କ ବିରଳ ଯୋଗ; ଲାଭବାନ ହେବେ କେଉଁ ରାଶି?

ବୈଦିକ ଜ୍ୟୋତିଷ ଅନୁସାରେ, ସୂର୍ଯ୍ୟ ଆତ୍ମବିଶ୍ୱାସ, ଶକ୍ତି ଏବଂ ଅହଂକାରକୁ ପ୍ରତିନିଧିତ୍ୱ କରନ୍ତି, ଯେତେବେଳେ ଶନି କାର୍ଯ୍ୟ, ଶୃଙ୍ଖଳା ଏବଂ ନ୍ୟାୟକୁ ପ୍ରତିନିଧିତ୍ୱ କରନ୍ତି। ପୌରାଣିକ...

ଶିଶୁକନ୍ୟାଙ୍କୁ କରିଥିଲେ ହତ୍ୟା: ସାବତ ମା’, ବାପାଙ୍କୁ ଏହି ଦଣ୍ଡରେ ଦଣ୍ଡିତ କଲେ କୋର୍ଟ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍‌-୩ ବିବସ୍ବତ ଗୌତମ ମଙ୍ଗଳବାର ଏକ ଶିଶୁକନ୍ୟା ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାରେ ସମ୍ପୃକ୍ତ ଶିଶୁକନ୍ୟାଙ୍କ...

୩୫ ଭରଣ ଜମିର ଧାନ ଜଳିଯିବା ଘଟଣା: ପହଞ୍ଚିଲେ ବିଧାୟକ, ତହସିଲଦାର 

ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଟାତ ନିଆଁ ଲାଗିଯାଇଥିଲା । ଖଳାରେ ଅମଳ ହେବାକୁ...

ପୀତବାସ ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ୬ ଅଭିଯୁକ୍ତଙ୍କ ଜାମିନ ଖାରଜ ହୋଇଛି। ବ୍ରହ୍ମପୁରସ୍ଥିତ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ଏପରି ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ସାରା ଓଡ଼ିଶାରେ ଚର୍ଚ୍ଚା

କେନ୍ଦୁଝର,୧୩।୧: ଏହି ସମୟ କେନ୍ଦୁଝର ବିକାଶ ପାଇଁ ଠିକ ସମୟ। ୟହି ସମୟ ହେ, କେନ୍ଦୁଝର ବିକାଶ କେଲିଏ, ବିଲକୁଲ ସହି ସମୟ ହେ। ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri