Odisha Elections 2024
Posted inଜାତୀୟ

ଚନ୍ଦ୍ରୟାନ-୩: ଭାରତ-ଜାପାନ ମିଳିତ ଭାବେ କାର୍ଯ୍ୟ କରିବା ସମ୍ଭାବନା

ନୂଆଦିଲ୍ଲୀ,୮।୯: ଭାରତର ଚନ୍ଦ୍ରୟାନ-୨ ମିଶନ ବିଫଳ ହୋଇଛି। ତେବେ ଇସ୍ରୋ ପକ୍ଷରୁ ଚନ୍ଦ୍ରୟାନ-୩ ମିଶନ ପାଇଁ ଯୋଜନା ଆରମ୍ଭ ହୋଇଛି। ଏଥିରେ ଭାରତ-ଜାପାନ ମିଳିତ ଭାବେ କାର୍ଯ୍ୟ କରିବାର ସମ୍ଭାବନା ଥିବା କୁହାଯାଉଛି। ଏନେଇ ଇସ୍ରୋ ପକ୍ଷରୁ ଜାପାନ ଏରୋସ୍ପେଶ୍‌ ଏକ୍ସପ୍ଲୋରେଶନ୍‌ ଏଜେନ୍ସି ସହିତ କଥାବାର୍ତ୍ତା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଚନ୍ଦ୍ରୟାନ-୨ ମିଶନରେ ଭାରତ-ରୁଷିଆ ମିଳିତ ଭାବେ କାର୍ଯ୍ୟ କରିବାର ଯୋଜନା ଥିଲା। ତେବେ ଏଥିରୁ ରୁଷିଆ ଓହରି ଯାଇଥିଲା। ଫଳରେ ଭାରତ ଏକା ଏକା ଚନ୍ଦ୍ରୟାନ-୨ ମିଶନରେ କାମ  କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜକୋଟ ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା: ମୃତକଙ୍କ ମଧ୍ୟରେ ଥିଲେ ମାଲିକ

ରାଜକୋଟ,୨୮।୫: ରାଜକୋଟର ଟିଆର୍‌ପି ଗେମ୍‌ ଜୋନ୍‌ରେ ହୋଇଥିବା ଅଗ୍ନିକାଣ୍ଡ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି। ଗେମ୍‌ ଜୋନ୍‌ର ଜଣେ ମାଲିକ ପ୍ରକାଶ ହିରେନଙ୍କର ଉକ୍ତ...

ସଭାରେ ଆଦାନୀଙ୍କ ନାଁ ନେଉ ନେଉ ମୁଣ୍ଡରେ ବୋତଲେ ପାଣି ଢାଳିଦେଲେ ରାହୁଲ, ଆଉ ତା’ ପରେ…

ନୂଆଦିଲ୍ଲୀ,୨୮।୫: ଶେଷ ପର୍ଯ୍ୟାୟରେ ନିର୍ବାଚନ। ନିର୍ବାଚନ ସରି ସରି ଆସୁଥିବାବେଳେ ସେତିକି ରୋଚକ ହେଉଛି। ଦେଶରେ ଗ୍ରୀଷ୍ମ ଲହରୀ ପାରା ଛୁଇଁଥିବାବେଳେ ଏହି ଲୋକ ସଭା...

ସମୁଦ୍ର ଭିତରେ ୪୮ ଘଣ୍ଟା ପାଇଁ ଧ୍ୟାନରେ ବସିବେ ମୋଦି

ନୂଆଦିଲ୍ଲୀ,୨୮।୫,ଧ୍ୟାନରେ ବସିବେ ପ୍ରଧାନମନ୍ତ୍ରୀ ମୋଦି। ଦେଶରେ ଚାଲିଥିବା ସାଧାରଣ ନିର୍ବାଚନ ଏବେ ଶେଷ ପର୍ଯ୍ୟାୟରେ। ମେ ୩୦ରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ...

ଜୁନ୍‌ ୪ ପରେ ଏନ୍‌ଡିଏ ଛାଡ଼ି ‘ଇଣ୍ଡିଆ’ ମେଣ୍ଟରେ ମିଶିବେ କି ନୀତୀଶ? ତେଜସ୍ବୀଙ୍କ ବୟାନ ପରେ ରାଜନୈତିକ ହଲଚଲ ବଢ଼ିଲା…

ପାଟନା,୨୮।୫: ବିହାର ରାଜନୀତିରେ ପୁଣି ରାଜନୈତିକ ହଲଚଲ ଆଶଙ୍କା ବୃଦ୍ଧି ପାଇଛି। ଗତ କିଛି ବର୍ଷ ମଧ୍ୟରେ ଏଠାରେ ଅନ୍ୟ ରାଜ୍ୟ ତୁଳନାରେ ଅଧିକ ଥର...

ଥରୁର ଜଣେ ‘ଇଂରେଜ’, ସେ କେବଳ ନିର୍ବାଚନ ସମୟରେ ଭାରତ ଆସନ୍ତି: ରବି କିଶନ

ଲକ୍ଷ୍ନୌ,୨୮।୫: ଉତ୍ତରପ୍ରଦେଶର ଗୋରଖପୁରରେ ଭାଜପା ପ୍ରାର୍ଥୀ ରବି କିଶନ ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ନେତା ଶଶି ଥରୁରଙ୍କୁ ଟାର୍ଗେଟ କରିଛନ୍ତି। ଥରୁର ଭାଜପା ୩୦୦...

ବଢିଲା ଆତିଶୀଙ୍କ ଅଡୁଆ, ସମନ କଲେ କୋର୍ଟ

ନୂଆଦିଲ୍ଲୀ,୨୮।୫: ବଢିଲା ଆମ ଆଦମୀ ପାର୍ଟି ନେତ୍ରୀ ଆତିଶୀଙ୍କ ଅଡୁଆ। ତାଙ୍କୁ ଦିଲ୍ଲୀର ଗୋଟିଏ କୋର୍ଟ ହାଜର ହେବାକୁ ସମନ କରିଛନ୍ତି। ଦିଲ୍ଲୀ ଭାଜପାର ମିଡିଆ...

ମୋଦି କହିଲେ ମନର କଥା: ୟୁପି ନୁହେଁ ଏହି ରାଜ୍ୟରେ ଭାଜପାକୁ ମିଳିବ ସବୁଠାରୁ ଅଧିକ ଆସନ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନ ୨୦୨୪ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଜୁନ ୧ରେ ସପ୍ତମ ପର୍ଯ୍ୟାୟ ଭୋଟ ସହିତ ଭୋଟ ପ୍ରକ୍ରିୟା ଶେଷ...

୪ ଜୁନ ପରେ ଇଣ୍ଡିଆ ମେଣ୍ଟ ଉପରେ ହେବ ଆକ୍ରମଣ, ଏମିତି କାହିଁକି କହିଲେ ମନୋଜ

ପାଟନା,୨୮।୫: ସପ୍ତମ ପର୍ଯ୍ୟାୟ ଅର୍ଥାତ୍‌ ୨୦୨୪ ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟରେ ଜୁନ ୧ ରେ ୮ଟି ରାଜ୍ୟର ୫୭ ଟି ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri