ମାଟ୍ରିମୋନିରେ ଫେକ୍‌ ଡାକ୍ତର ପ୍ରୋଫାଇଲ କରି ଯୁବତୀଙ୍କୁ ଠକୁଥିଲେ, ବିବାହର ପ୍ରଲୋଭନ ଦେଖାଇ…

ଭୁବନେଶ୍ୱର,୧୫ା୧: ମାଟ୍ରିମୋନିରେ ଫେକ୍‌ ଡାକ୍ତର ପ୍ରୋଫାଇଲ କରି ଯୁବତୀଙ୍କୁ ଠକି ଜଣେ ନକଲି ଡାକ୍ତର ଗିରଫ ହୋଇଛନ୍ତି। ସାନ ଭାଇ ସହ ବିବାହର ପ୍ରଲୋଭନ ଦେଖାଇ ମିଥ୍ୟା ପ୍ରତିଶ୍ରୁତି ଦେଇ ୨୨ ଲକ୍ଷ ଟଙ୍କା ଠକି ନେଇଥିବା ତାଙ୍କ ନାଁରେ ଅଭିଯୋଗ ହୋଇଛି। ଏପରିକି ବିଭିନ୍ନ ବ୍ୟାଙ୍କରେ ବିଭିନ୍ନ ପଲିସି କରିବା ନାଁରେ ବି ଉକ୍ତ ବ୍ୟକ୍ତି ଜଣକ ଠକେଇ କରିଛନ୍ତି। ଶେଷରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାହାଳ ଥାନା ପୋଲିସ। ଏନେଇ ଅଧିକ ତଦନ୍ତ ଜାରି ରହିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri