ନିପା ଭାଇରସ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ବୟାନ, ଓଡ଼ିଶାକୁ…

ଭୁବନେଶ୍ବର,୧୫ା୧: ପଶ୍ଚିମବଙ୍ଗରେ ନିପା ଭାଇରସର ଆତଙ୍କ ପରେ ଓଡ଼ିଶାରେ ଭୟ ବଢ଼ିବାରେ ଲାଗିଛି । ୨ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ଘଟଣାରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏକ ଗୁରୁତ୍ବପୂର୍ଣ୍ଣ ବୟାନ ଦେଇଛନ୍ତି । ଓଡ଼ିଶାକୁ ଏଯାଏଁ ବ୍ୟାପିନି ତେଣୁ ଭୟ କର ନାହିଁ । କେନ୍ଦ୍ର ଏ ଯାଏଁ ନିର୍ଦ୍ଦେଶନାମା ଜାରି କରିନି କହିଲେ ନୀଳକଣ୍ଠ ମିଶ୍ର ।

ତାଙ୍କ କହିବା ଅନୁସାରେ, ଯାହା ୨୦୨୩ରେ ମାର୍ଗଦର୍ଶିକା ଆସିଥିଲା, ତାହା ପାଳନ କରାଯାଉ । କେନ୍ଦ୍ର ନିର୍ଦ୍ଦେଶ ନ ଦେବା ଯାଏଁ ଓଡ଼ିଶାରେ କୌଣସି ଅସୁବିଧା ହେବ ନାହିଁ । ଭାରତ ସରକାରଙ୍କ ଟିମ୍‌ ପଶ୍ଚିମବଙ୍ଗ ଯାଇ କାମ କରୁଛନ୍ତି । ଓଡ଼ିଶାରେ ନିପା ଭାଇରସ୍‌ ରୋଗୀ ଚିହ୍ନଟ ହୋଇନାହାନ୍ତି । ଓଡ଼ିଶାକୁ ଏଯାଏଁ ବ୍ୟାପିନି, ତେଣୁ ଓଡ଼ିଶା ଭୟ କରିବା ଦରକାର ନାହିଁ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହାହେଲେ ଗର୍ଭବତୀ

କେନ୍ଦୁଝର,୧୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଏବେ ମଧ୍ୟ ଅନେକ ଗ୍ରାମ, ସାହିକୁ ସବୁଦିନିଆ ରାସ୍ତା ନାହିଁ। ଫଳରେ ଗ୍ରାମକୁ ଆମ୍ବୁଲାନ୍ସ ଓ ଅଗ୍ନିଶମ ସେବା...

U19 World Cup: ଆମେରିକାକୁ ୬ ୱିକେଟରେ ହରାଇଲା ଭାରତ, ହେନିଲଙ୍କ ଘାତକ ବୋଲିଂ

ନୂଆଦିଲ୍ଲୀ,୧୫।୧: ୨୦୨୬ ଅଣ୍ଡର-୧୯ ବିଶ୍ୱକପର ପ୍ରଥମ ମ୍ୟାଚରେ ଭାରତୀୟ ଦଳ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଆୟୁଷ ମ୍ହାତ୍ରେଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆମେରିକା କୁ...

ସନାତନଙ୍କ ନିଲମ୍ବନ ପରେ କେନ୍ଦୁଝରରେ ବଢ଼ିଲା…

କେନ୍ଦୁଝର,୧୫ା୧(ଦୀପକ ମିଶ୍ର): କେନ୍ଦୁଝର ଜିଲା ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦଳରୁ ନିଲମ୍ବନ କରିଛନ୍ତି। ଖବର ପ୍ରଚାର ପରେ...

ଭାରତ ପାଇଁ ବାଂଲାଦେଶ କ୍ରିକେଟରେ ହଇଚଇ: ଅଟକିଲା BPL ମ୍ୟାଚ୍, ଷ୍ଟାଡିୟମ ବାହାରେ ପ୍ରଶଂସକଙ୍କ ତାଣ୍ଡବ

ନୂଆଦିଲ୍ଲୀ,୧୫।୧: ବାଂଲାଦେଶ କ୍ରିକେଟରେ ଏକ ବଡ଼ ଧରଣର ସଙ୍କଟ ଦେଖାଦେଇଛି। ‘ବାଂଲାଦେଶ ପ୍ରିମିୟର ଲିଗ୍’ (BPL) ୨୦୨୬ର ପ୍ରଥମ ମ୍ୟାଚ୍ ଖେଳାଳିଙ୍କ ବୟକଟ୍ ଯୋଗୁଁ ରଦ୍ଦ...

ପୁଣେ ଗ୍ରାଣ୍ଡ ଟୁର୍‌ ରୋଡ୍‌ ରେସ୍‌: ଧୋନୀ ହେଲେ ବ୍ରାଣ୍ଡ ଆମ୍ବାସାଡ଼ର

ପୁଣେ, ୧୫ା୧: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଗୁରୁବାର ବଜାଜ ପୁଣେ ଗ୍ରାଣ୍ଡ ଟୁର୍‌ର ବ୍ରାଣ୍ଡ ଆମ୍ବାସାଡର କରାଯାଇଛି। ଦେଶରେ ପ୍ରଥମ ଥର...

ଚାଷୀରଙ୍କ ଅଧିକାର ପାଇଁ ଲଢ଼େଇ ହେବ

ଲାଞ୍ଜିଗଡ଼,୧୫ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଧ ପଞ୍ଚାୟତଠାରେ ଅନୁଷ୍ଠିତ ବୈଠକରେ ମା’ ହୀରାନୀଳା ନାମରେ ପଞ୍ଚାୟତସ୍ତରୀୟ କୃଷକ ବନ୍ଧୁ ସଙ୍ଗଠନ ଗଠନ...

ଦାଦନ ଖଟିବାକୁ ଯାଇ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ବିଧାୟକ କହିଲେ କମ୍ପାନୀ ଅଛି…

ରାୟଗଡ଼ା/ଟିକିରି,୧୫/୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ବକ୍ସାଇଟ ଖଣି ଗନ୍ତାଘର ଭାବେ ବିଶ୍ୱ ପରିଚିତ କାଶୀପୁର ବ୍ଲକର ଜଣେ ୨୫ବର୍ଷୀୟ ଯୁବକ ଦାଦନ ଖଟିବାକୁ ଯାଇ...

ବଡ଼ କାର୍ଯ୍ୟାନୁଷ୍ଠାନ: ୨ ଟାଣୁଆ ବିଧାୟକଙ୍କୁ ଦଳରୁ ସସ୍‌ପେଣ୍ଡ କଲା ବିଜେଡି

ଭୁବନେଶ୍ୱର,୧୫।୧: ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ। ଦଳ ବିରୋଧି କାର୍ଯ୍ୟ ଯୋଗୁ ୨ ବିଧାୟକଙ୍କୁ ସସ୍‌ପେଣ୍ଡ (ନିଲମ୍ବନ) କଲେ ସୁପ୍ରିମୋ ନବୀନ। ସେମାନେ ହେଲେ ବିଧାୟକ ସନାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri