ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକ୍ଷମ ହେବ ସମ୍ବଲପୁର ରାଡାର, ଭୁବନେଶ୍ୱରରେ ଲାଗିବ…

ଭୁବନେଶ୍ୱର,୧୫ା୧: ମାର୍ଚ୍ଚ ସୁଦ୍ଧା ସମ୍ବଲପୁରରେ କାର୍ଯ୍ୟକ୍ଷମ ହେବ ଡପଲର ରାଡାର। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମ୍ବଲପୁର ପରେ ବାଲେଶ୍ୱର ଓ ଭୁବନେଶ୍ୱରରେ ନୂଆ ରାଡାର ଲାଗିବ। ବାଲେଶ୍ୱର ଏବଂ ଭୁବନେଶ୍ୱରରେ ୨୦୨୬ ଶେଷ ସୁଦ୍ଧା ନୂଆ ରାଡାର ଲାଗିବ। ଏହାସହିତ ପୁରୀରେ ୨୦୨୭ ସୁଦ୍ଧା ନୂଆ ରାଡାର ସ୍ଥାପନ ହେବାକୁ ଯାଉଛି ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ଦାବି ତେଜିଲା, ଦାବି ପୂରଣ ନ ହେଲେ…

କୁନ୍ଦୁରା,୧୫।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର ଶତାଧିକ ଲୋକେ ଗୁରୁବାର କୁନ୍ଦୁରା ବ୍ଲକ କାର୍ଯ୍ୟାଳୟରେ ଏକାଠି ହୋଇଥିଲେ। ହାତରେ ଦାବିପତ୍ର ଧରି...

ଅଜାତିରେ ବାହା ହେଲା ଝିଅ, ବାପାଙ୍କ ମୃତଦେହ ପାଖ ମାଡ଼ିଲେନି ଗ୍ରାମବାସୀ, ୯ ଘଣ୍ଟା ଯାଏ…

ଜଗନ୍ନାଥ ପ୍ରସାଦ,୧୫ା୧(ବିଭୁ ପ୍ରସାଦ ପଟ୍ଟନାୟକ)- ଝିଅ ଅନ୍ୟ ଜାତିରେ ବାହା ହୋଇଗଲା ବୋଲି ଜାତିପ୍ରଥାକୁ ନେଇ ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଦେଖାଦେଇଛି ଏକ ଭିନ୍ନ ଚିତ୍ର।...

ହୋମଗାର୍ଡ ନିଯୁକ୍ତିରେ ଘୋଟାଲା ଅଭିଯୋଗ: ହାଇକୋର୍ଟଙ୍କ ନୋଟିସ୍

କଟକ,୧୫ା୧: ରାଜ୍ୟର ବିଭିନ୍ନ ଜିଲାରେ ହୋମଗାର୍ଡ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଅନେକ ଜିଲାରୁ ନିଯୁକ୍ତିରେ ଅନିୟମିତତା ଖବର ଆସିବାରେ ଲାଗିଛି। ଏହାରି ମଧ୍ୟରେ ନବରଙ୍ଗପୁର...

ଆକ୍ସନ ମୁଡ୍‌ରେ ନବୀନ: ସସ୍‌ପେଣ୍ଡକୁ ନେଇ ଏମିତି ପ୍ରତିକ୍ରିୟା ରଖିଲେ ଅରବିନ୍ଦ-ସନାତନ; ଏତିକିରେ… 

ଭୁବନେଶ୍ୱର,୧୫।୧: ଆକ୍ସନ ମୋଡ଼ରେ ନବୀନ। ଦଳ ବିରୋଧି କାର୍ଯ୍ୟ ଲାଗି ବିଜେଡିରୁ ୨ ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ କରାଯାଇଛି। ଭଲ...

ଖେଳପ୍ରେମୀଙ୍କ ପାଇଁ ଫିଫାର ବଡ଼ ସୂଚନା

ଫ୍ଲୋରିଡ଼ା,୧୫ା୧: ଚଳିତ ବର୍ଷ ହେବାକୁଥିବା ପୁରୁଷ ଫୁଟ୍‌ବଲ ବିଶ୍ୱକପ୍‌ ପାଇଁ ୫୦୦ ନିୟୁତରୁ ଊର୍ଦ୍ଧ୍ୱ ଟିକେଟ ଲାଗି ଅନୁରୋଧ ଆସିଥିବା ଫିଫା ବୁଧବାର ପ୍ରକାଶ କରିଛି।...

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହାହେଲେ ଗର୍ଭବତୀ

କେନ୍ଦୁଝର,୧୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଏବେ ମଧ୍ୟ ଅନେକ ଗ୍ରାମ, ସାହିକୁ ସବୁଦିନିଆ ରାସ୍ତା ନାହିଁ। ଫଳରେ ଗ୍ରାମକୁ ଆମ୍ବୁଲାନ୍ସ ଓ ଅଗ୍ନିଶମ ସେବା...

U19 World Cup: ଆମେରିକାକୁ ୬ ୱିକେଟରେ ହରାଇଲା ଭାରତ, ହେନିଲଙ୍କ ଘାତକ ବୋଲିଂ

ନୂଆଦିଲ୍ଲୀ,୧୫।୧: ୨୦୨୬ ଅଣ୍ଡର-୧୯ ବିଶ୍ୱକପର ପ୍ରଥମ ମ୍ୟାଚରେ ଭାରତୀୟ ଦଳ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଆୟୁଷ ମ୍ହାତ୍ରେଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆମେରିକା କୁ...

ସନାତନଙ୍କ ନିଲମ୍ବନ ପରେ କେନ୍ଦୁଝରରେ ବଢ଼ିଲା…

କେନ୍ଦୁଝର,୧୫ା୧(ଦୀପକ ମିଶ୍ର): କେନ୍ଦୁଝର ଜିଲା ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦଳରୁ ନିଲମ୍ବନ କରିଛନ୍ତି। ଖବର ପ୍ରଚାର ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri