ନାଁ ନ ନେଇ ନବୀନ-ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତେର୍ଚ୍ଛାବାଣ: କୁକୁର-ବାଘ, ଗାଈ-ହାତୀ ଉପାଖ୍ୟାନ ଦେଇ…

ଭୁବନେଶ୍ୱର,୧୬।୧: ପୁଣି ବିଜେଡିକୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। କୁକୁର-ବାଘ, ଗାଈ-ହାତୀ ଉପାଖ୍ୟାନ ଦେଇ ବିଜେଡିକୁ ଶ୍ରୀମୟୀ ଟାର୍ଗେଟ କରିଛନ୍ତି। ନାଁ ନ ନେଇ ନବୀନ ଓ ପାଣ୍ଡିଆନଙ୍କୁ ତେର୍ଚ୍ଛା ବାଣ ମାରିଛନ୍ତି। ପିଲା, ମାଆ, ବାପା ଓ ଜୀବଜନ୍ତୁଙ୍କ ଉଦାହରଣ ଛଳରେ ଟାର୍ଗେଟ କରିଛନ୍ତି ଶ୍ରୀମୟୀ।

ଅନ୍ୟପଟେ ଶ୍ରୀମୟୀ ମିଶ୍ରଙ୍କ ପରେ ବିଜେଡିକୁ ଏଲିନା ଦାଶ ଟାର୍ଗେଟ କରିଛନ୍ତି। ଏଲିନା କହିଛନ୍ତି,
ବିଜେଡିକୁ ଏବେ ପ୍ରଭୁ ଜଗନ୍ନାଥ ହିଁ ଭରସା। ତାଳ ଗଛର ବରଡ଼ା ଉପାଖ୍ୟାନ ଦେଇ ଦଳୀୟ ଶୃଙ୍ଖଳାକୁ ତାତ୍ସଲ୍ୟ କରି ସେ କହିଛନ୍ତି, ତଳ ବରଡ଼ା ଖସୁଛି, ଉପର ବରଡ଼ା ହସୁଛି। ମଝି ବରଡ଼ା ଥାଇ କହୁଛି ମୋ ବେଳ କାଳ ଆସୁଛି। ୫୧ରୁ ୫୦ ହେଲେ, ଏବେ ୪୮ ହେଲେ। ଗୋଟିଏ କ୍ରୀତଦାସ ପାଇଁ ବିଜେଡି କର୍ମୀ ତୃଣମୂଳ ସ୍ତରରେ ହନ୍ତସନ୍ତ। ଯଦି ବିଧାୟକମାନେ ଏକ ନ ହୋଇ କ୍ରୀତଦାସତା କରିବେ। ଆଗାମୀ ଦିନରେ କାହା ବେଳ କାଳ କେତେବେଳେ ଆସିବ। କେବଳ ପ୍ରେସ ରିଲିଜ ଏବଂ ମିଡିଆରୁ ହିଁ ସମସ୍ତେ ଜାଣିବାକୁ ପାଇବେ। ବେଳ ଥାଉ ଥାଉ ବିଧାୟକ ଏକ ହେବାକୁ ପରାମର୍ଶ ଦେଇଛନ୍ତି ଏଲିନା। ଏକତା ହିଁ ବଳ, ବିଭାଜନ ହିଁ ପତନ ବୋଲି ଏଲିନା କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ପଛରେ ଚାଲିଥିଲା ଭୟଙ୍କର ଷଡ଼ଯନ୍ତ୍ର: ବଡ଼ ଗୁମର ଖୋଲିଲେ ଏହି ନେତା

ଭୁବନେଶ୍ୱର,୧୭।୧: ବିଜେଡି ନିକଟରେ ଦଳରୁ କିଛି ଟାଣୁଆ ନେତାଙ୍କୁ ନିଲମ୍ବନ କରିବା ପରେ ମୁଁହ ଖୋଲିଲେ ଲେନିନ ମହାନ୍ତି। ସେ କହିଛନ୍ତି, ମିଡ ଡେ’ ଅପରେଶନ...

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ...

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri