୨ ବିଧାୟକଙ୍କ ପରେ ବିଜେଡିରୁ ବିଦା ହେଲେ ଗଣେଶ୍ବର

ଭୁବନେଶ୍ୱର,୧୬।୨: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ୨ ଜଣ ବିଧାୟକ ଏବଂ ଯାଜପୁର ଜିଲା ପରିଷଦ ଉପାଧ୍ୟକ୍ଷଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି। ଗୁରୁବାର ଦୁଇ ବିଧାୟକଙ୍କ ପରେ ଶୁକ୍ରବାର ଯାଜପୁର ଜିଲା ପରିଷଦ ଉପାଧ୍ୟକ୍ଷ ଗଣେଶ୍ୱର ବରାଳ ନିଲମ୍ବନ କରାଯାଇଛି।

ଦଳୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ତିନି ନେତାଙ୍କ ବିରୋଧରେ ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବାର ଅଭିଯୋଗ ରହିଥିଲା। ଦଳର ସ୍ୱାର୍ଥ ରକ୍ଷା ପାଇଁ ବିଜେଡି ସୁପ୍ରିମୋଙ୍କ ନିର୍ଦ୍ଦେଶକ୍ରମେ ଦଳୀୟ କାର୍ଯ୍ୟାଳୟ ପକ୍ଷରୁ ଏହି ନିଲମ୍ବନ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଗୁରୁବାର ଦଳ ପକ୍ଷରୁ ଏହି କଠୋର ପଦକ୍ଷେପ ନିଆଯାଇଛି, ଯାହାକି ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷ କରି ଦୁଇଜଣ ପ୍ରଭାବଶାଳୀ ବିଧାୟକଙ୍କ ନିଲମ୍ବନ ପରେ ବିଜେଡି ଶିବିରରେ କମ୍ପନ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ପଛରେ ଚାଲିଥିଲା ଭୟଙ୍କର ଷଡ଼ଯନ୍ତ୍ର: ବଡ଼ ଗୁମର ଖୋଲିଲେ ଏହି ନେତା

ଭୁବନେଶ୍ୱର,୧୭।୧: ବିଜେଡି ନିକଟରେ ଦଳରୁ କିଛି ଟାଣୁଆ ନେତାଙ୍କୁ ନିଲମ୍ବନ କରିବା ପରେ ମୁଁହ ଖୋଲିଲେ ଲେନିନ ମହାନ୍ତି। ସେ କହିଛନ୍ତି, ମିଡ ଡେ’ ଅପରେଶନ...

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ...

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଗୋ ମାଫିଆଙ୍କ ପାଖରେ ଏତେ ଟଙ୍କା! ୮ ସ୍ଥାନରେ ଏକକାଳୀନ ଚଢାଉ ଜାରି, ଜବତ ହେଲା…

ଆନନ୍ଦପୁର, ୧୭।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଏସପିଙ୍କ ନେତୃତ୍ୱରେ ୪୬ଟି ଟିମ ଜିଲା ତଥା ଜିଲା ବାହାରର ବିଭିନ୍ନ ଗୋ ମାଫିଆଙ୍କ ଉପରେ ଚଢାଉ...

ଯୁଦ୍ଧ ଆଶଙ୍କା ଭିତରେ ଇରାନକୁ ପ୍ରଶଂସା କଲେ ଟ୍ରମ୍ପ: କହୁ କହୁ କହିଦେଲେ…

ଓ୍ବାଶିଂଟନ୍‌,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଇରାନକୁ ପ୍ରଶଂସା କରିଛନ୍ତି। ଏକ ଅସାଧାରଣ ପଦକ୍ଷେପ ନେଇ ଇରାନ ସରକାରଙ୍କୁ ଶହ ଶହ ରାଜନୈତିକ କଏଦୀଙ୍କ...

ବଙ୍ଗରୁ ଓଡ଼ିଶା ଆସିବ ନିବେଶ

ଭୁବନେଶ୍ୱର,୧୭ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଥିବା ଦୁଇଦିନିଆ ନିବେଶକ ସମ୍ମିଳନୀରୁ ଶନିବାର ବିପୁଳ ପରିମାଣର ନିବେଶ ଓଡ଼ିଶା ଆସିବା ସମ୍ଭାବନା ରହିଛି...

ପୁଣିଥରେ ସମଗ୍ର ବିଶ୍ବକୁ ଟାରିଫ ଧମକ ଦେଲେ ଟ୍ରମ୍ପ, କହିଲେ- ସମର୍ଥନ ନ କଲେ…

ଓ୍ବାଶିଂଟନ୍‌,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ବିଶ୍ୱକୁ ଟାରିଫ୍‌ ଲଗାଇ ଧମକ ଦେଇଛନ୍ତି। ଏଥର ଏହି ଧମକ ୟୁରୋପୀୟ ଦେଶଗୁଡ଼ିକ ପ୍ରତି ନିର୍ଦ୍ଦେଶିତ, କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri