୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର ଜବତ କରାଯାଇ ଜଣଙ୍କୁ ଗିରଫ କରାଯାଇଛି…

ପାକିସ୍ତାନ ଟିମ୍‌ରୁ ବିଦା ହେଲେ ବାବର ଆଜମ, ଟି-୨୦ରେ…

ଇସଲାମବାଦ,୪।୩: ୨୦୨୬ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ କରିଥିବା ବାବର ଆଜମଙ୍କୁ ପାକିସ୍ତାନ ଦଳରୁ ବାଦ ଦିଆଯାଇଛି। ଟୁର୍ନାମେଣ୍ଟର ଛଅଟି ମ୍ୟାଚରେ ମାତ୍ର ୯୧ ରନ କରିଥିବା ବାବରଙ୍କୁ ବାଂଲାଦେଶ ବିପକ୍ଷରେ ହେବାକୁ ଥିବା…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଖୁସି ଖବର! ଭାରତକୁ ତେଲ ଦେବ ଏହି ଦେଶ

ନୂଆଦିଲ୍ଲୀ,୪।୩: ଇରାନ ହୋର୍ମୁଜ୍ ଷ୍ଟ୍ରେଟକୁ ନିଜ ନିୟନ୍ତ୍ରଣରେ ନେଇଛି, ଯାହା ଦ୍ୱାରା ଅନ୍ତର୍ଜାତୀୟ ବଜାରକୁ ତୈଳ ଯୋଗାଣ ବନ୍ଦ ହୋଇଯାଇଛି । ଏହା ଫଳରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇପାରେ । ଯାହା…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ ସାଙ୍ଗମାନଙ୍କ ସହ ନଦୀକୁ ଗାଧେଇବାକୁ ଯାଇଥିବା…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି ଉପୁଜିଥିବା ଏହି ସଂଘର୍ଷରେ ୧୨ଜଣ ଆହତ…

ପୋଖରୀକୁ ଖସିପଡିଲା ଟ୍ରାକ୍ଟର: ଡ୍ରାଇଭର୍‌ଙ୍କ ସହ ଘଟିଲା…

ବାହାନଗା, ୪। ୩(ଅରୂପ କୁମାର ଦାସ): ହୋଲିରେ ଅଘଟଣ। ବୁଧବାର ବାଲେଶ୍ୱର ଜିଲା ଗୋପାଳପୁର ପଞ୍ଚାୟତ ଆପିତିର ଗ୍ରାମର ଏକ ଟ୍ରାକ୍ଟର ପୋଖରୀକୁ ଖସି ପଡିବାରୁ ପଙ୍କରେ ଚାପି ହୋଇ ଡ୍ରାଇଭରର ମୃତ୍ୟୁ। ଫତେପୁର…

ଇରାନ ଜାହାଜ ଉପରେ ବଡ଼ ଆକ୍ରମଣ: ୧୦୦ରୁ ଅଧିକ ନିଖୋଜ, ୭୮ ଆହତ

କଲମ୍ବୋ,୪ା୩: ବୁଧବାର ଶ୍ରୀଲଙ୍କାର ଦକ୍ଷିଣ ଉପକୂଳ ସମୁଦ୍ରରେ ଏକ ଜରୁରୀକାଳିନ ପରିସ୍ଥିତି ସୃଷ୍ଟି ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏକ ଇରାନୀ ଜାହାଜ ଉପରେ ସନ୍ଦେହଜନକ ବୁଡ଼ାଜାହାଜ ଆକ୍ରମଣ ପରେ ୧୦୧ ଜଣ  ନିଖୋଜ ଅଛନ୍ତି। ଏହା ବ୍ୟତୀତ ୭୮ ଜଣ ଆହତ…

ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର: ବିହାର ରାଜନୀତିରେ ବଡ଼ ହଲଚଲ

ପାଟନା,୪।୩: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନର ଆଲୋଚନା ହେଉଛି। ନୀତୀଶ କୁମାର ରାଜ୍ୟ ସଭା ଏମ୍‌ପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିବ। ଯଦି ଏହା ହୁଏ, ତେବେ ଏହା ବିହାର ରାଜନୀତିରେ…

ରାଗିଗଲେ ଗୌତମ ଗମ୍ଭୀର: ଝାଡ଼ିଲେ ଅସନ୍ତୋଷ, ସେମିଫାଇନାଲ୍‌ ପୂର୍ବରୁ…

ମୁମ୍ବାଇ,୪।୩: କ୍ରିକେଟରେ ପିଚ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହି କାରଣରୁ ଯେକୌଣସି ବଡ଼ ମ୍ୟାଚ ପୂର୍ବରୁ ଏହାକୁ ଯାଞ୍ଚ କରାଯାଏ। ୨୦୨୬ ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଭାରତ ଏବଂ…

୧୪୦୦୦ ଫୁଟ ଉଚ୍ଚତାରେ ହୋଲି ଖେଳିଲେ ଆଇଟିବିପି ଯବାନ, ଉଡ଼ିଲା ରଙ୍ଗ ଅବିର, ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪ା୩: ସମଗ୍ର ଦେଶରେ ରଙ୍ଗ ଏବଂ ଆନନ୍ଦର ପର୍ବ ହୋଲି ପାଳନ କରାଯାଉଥିବାବେଳେ ୧୪୦୦୦ରୁ ଅଧିକ ଫୁଟ ଉଚ୍ଚତାରୁ ଅର୍ଥାତ୍‌ ପାଙ୍ଗୋଙ୍ଗ ହ୍ରଦରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଆଇଟିବିପି ଯବାନମାନେ ହୋଲି ଖେଳିଛନ୍ତି।। ଯାହାକି ଭାରତର ସର୍ବୋଚ୍ଚ ଏବଂ…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ କମାଲ୍‌ କରିଦେଲା ଭାରତ: ଥରିବ ପାକିସ୍ତାନ, ଆମେରିକା ମଧ୍ୟ ହୋଇଯିବ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୪।୩: ବିଶ୍ୱ ବର୍ତ୍ତମାନ ଶସ୍ତା କିନ୍ତୁ ଘାତକ ଡ୍ରୋନ ଯୁଦ୍ଧର ପ୍ରଭାବ ଦେଖୁଛି। ଇରାନର କମ ମୂଲ୍ୟର ଶାହେଦ-୧୩୬ ଆତ୍ମଘାତୀ ଡ୍ରୋନ ଏବଂ ଆମେରିକାର LUCAS ଡ୍ରୋନ ପାରମ୍ପରିକ ଅସ୍ତ୍ର ଅପେକ୍ଷା ଅଧିକ କ୍ଷତି ପହଞ୍ଚାଉଛନ୍ତି। ଭାରତ ମଧ୍ୟ ସମାନ କ୍ଷମତା…

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି ପର୍ବ ପାଳନ କରିଛନ୍ତି। ସମଗ୍ର ଦେଶର ହୋଲି ପର୍ବ ପାଳନ କରାଯାଇଛି। ସହରାଞ୍ଚଳ…

ବୈଜ୍ଞାନିକଙ୍କ ବଡ଼ ଚେତାବନୀ, ଏହି ସ୍ଥାନରେ ଆକାଶରୁ ହେବ ରକ୍ତ ବର୍ଷା, ପରେ ବିଶ୍ୱରେ ଘଟିବ…

ବୈଜ୍ଞାନିକମାନେ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେମାନେ କହିଛନ୍ତି, ଆଗାମୀ ଦିନରେ ପରିସ୍ଥିତି ଗମ୍ଭୀର ହେବାକୁ ଯାଉଛି। କୋପର୍ନିକସ ଆଟମୋସ୍ଫିଅର୍‌ ମନିଟରିଂ ସର୍ଭିସ (CAMS)ର ବିଶେଷଜ୍ଞଙ୍କ ଅନୁଯାୟୀ, ବ୍ରିଟେନରେ ରକ୍ତବର୍ଷା ହେବାକୁ ଯାଉଛି। ବ୍ରିଟେନରେ ଲଗାତର ବର୍ଷା ହେଉଛି, କମିବାର କୌଣସି…

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦାବି କରାଯାଉଛି ଯେ ଆମେରିକା-ଇରାନ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ ହେବାର ନାହିଁ। ହେଲେ ୪ର୍ଥ ଆସନକୁ ନେଇ ଯେଉଁ ଚର୍ଚ୍ଚା ଆଲୋଚନା ଚାଲିଥିଲା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri