ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବସିଲା ଶାନ୍ତି କମିଟି ବୈଠକ

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ଅଧୀନ ରିଜେଣ୍ଟ ମାର୍କେଟରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି କିଛି ଲୋକ ବିରୋଧ କରିଥିଲେ । ଏହାକୁ ନେଇ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ସଂଘର୍ଷରେ ୪ ପୋଲିସ କର୍ମଚାରୀ ଙ୍କ ସମେତ ୧୨ ଜଣ ଆହତ ହୋଇଥିଲେ। ଏପରିକି ସ୍ଥିତି ଗମ୍ଭୀର ହେବାକୁ ଜିଲା ପ୍ରଶାସନ ପକ୍ଷରୁ ବିଏନ୍‌ଏସ୍‌ ୧୬୩ ଧାରା ଲାଗୁ କରାଯିବା ସହ କୌଣସି ପ୍ରକାର ଉତ୍ତେଜନାମୂଳକ ସନ୍ଦେଶ ପ୍ରଚାର ନ କରାଯିବା ଉଦ୍ଦେଶ୍ୟରେ ସନ୍ଧ୍ୟା ୬ଟାରୁ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରଖାଯାଇଛି। ଏଭଳିସ୍ଥିତିରେ ଶୁକ୍ରବାର ସୁନ୍ଦରଗଡ଼ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଶାନ୍ତି କମିଟି ବୈଠକ ହୋଇଥିଲା।

ବୈଠକରେ ପଶ୍ଚିମାଞ୍ଚଳ ଡିଆଇଜି, ଏସ୍‌ପି, ଉଭୟ ପକ୍ଷର ବ୍ୟକ୍ତି ଉପସ୍ଥିତ ରହିଥିଲେ। ବୈଠକରେ ସହରରେ କିପରି ଉତ୍ତେଜନା ହ୍ରାସ ପାଇଁ ଶାନ୍ତି ଫେରି ପାଇବ ସେନେଇ ଆଲୋଚନା କରାଯାଇଥିଲା। ଅନ୍ୟପକ୍ଷେ ସୁନ୍ଦରଗଡ଼ ସହରରେ ୧୬୩ ଲାଗୁ ସହ ଇଣ୍ଟରନେଟ ସେବା ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା...

ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri