ବଢ଼ିଲା ଭଣ୍ଡାରିପୋଖରୀ ବିଧାୟକଙ୍କ ଅଡୁଆ: ସଂଜୀବ ମଲ୍ଲିକଙ୍କ ବିରୋଧରେ ହେବ ତଦନ୍ତ

ଭୁବନେଶ୍ୱର,୧୬।୧: ବଢ଼ିଲା ଭଣ୍ଡାରିପୋଖରୀ ବିଜେଡି ବିଧାୟକ ସଂଜୀବ ମଲ୍ଲିକଙ୍କ ଅଡୁଆ। ସଂଜୀବ ମଲ୍ଲିକଙ୍କ ବିରୋଧରେ ତଦନ୍ତ କରିବାକୁ ଭଦ୍ରକ ଏସ୍‌ପି ନିର୍ଦ୍ଦେଶ ଦିଆଯାଇଛି। ଭଦ୍ରକ SPଙ୍କୁ ଅର୍ଥନୈତିକ ଅପରାଧ ଶାଖା ତଦନ୍ତ ନିର୍ଦ୍ଦେଶ ଦେଇଛିା ୬ ବର୍ଷରେ ଏତେ ସମ୍ପତିର ଅଧିକାରୀ କିପରି ହେଲେ ସେନେଇ ହେବ ତଦନ୍ତ। ନିର୍ବାଚନୀ ସତ୍ୟପାଠରେ ଭୁଲ ତଥ୍ୟ ଦେଇଥିବା ଅଭିଯୋଗ ହୋଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା...

ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri