ନବୀନଙ୍କ ପଛରେ ଚାଲିଥିଲା ଭୟଙ୍କର ଷଡ଼ଯନ୍ତ୍ର: ବଡ଼ ଗୁମର ଖୋଲିଲେ ଏହି ନେତା

ଭୁବନେଶ୍ୱର,୧୭।୧: ବିଜେଡି ନିକଟରେ ଦଳରୁ କିଛି ଟାଣୁଆ ନେତାଙ୍କୁ ନିଲମ୍ବନ କରିବା ପରେ ମୁଁହ ଖୋଲିଲେ ଲେନିନ ମହାନ୍ତି। ସେ କହିଛନ୍ତି, ମିଡ ଡେ’ ଅପରେଶନ ବି ଫେଲ। ମିଡ ନାଇଟ ଅପରେଶନ ଫେଲ ହୋଇଥିଲା। ମିଡ ଡେ’ ଅପରେଶନ ବି ଫେଲ୍‌ ମାରିଲାା।  ଅନ୍ୟପକ୍ଷେ ମିଡ ଇଭିନିଙ୍ଗ ଅପରେଶନ ବି ଫେଲ ହେବ କହିଲେ ଲେନିନ। ଦଳକୁ ଦୁର୍ବଳ କରିବାକୁ ଷଡ଼ଯନ୍ତ୍ର କରାଯାଇଥିଲା। ଏଥିରେ ବିଜୟ ମହାପାତ୍ର,  ଅରବିନ୍ଦ ମହାପାତ୍ର, ସନାତନ ମହାକୁଡଙ୍କ ମୁଖ୍ୟ ଭୁମିକା ରହିଛି। ଗତ କିଛି ମାସ ହେବ ଏମାନେ ଷଡ଼ଯନ୍ତ୍ରରେ ସାମିଲ ଥିଲେ। କିଛି ଲାଗିଛନ୍ତି ଦଳକୁ ଦୁର୍ବଳ କରିବାକୁ, ବିଜୟ ମହାପାତ୍ର ବ୍ୟାକଅପ ଦେଉଥିଲେ। ଗୋଟେ ପ୍ରଶ୍ନ ଉଠୁଛି ଯେ, ଅନ୍ୟମାନଙ୍କ ଉପରେ କାହିଁକି କାର୍ଯ୍ୟାନୁଷ୍ଠାନ ହେଉନି।
ଦେବାଶିଷ ସାମନ୍ତରାୟଙ୍କ ଭଳି କିଛି ନେତା କହିନାହାନ୍ତି ଦଳ ଭାଙ୍ଗୁ ବୋଲି  ଲେଲିନ୍‌  କହିଛନ୍ତି। ମାତ୍ର ଏମାନେ ଦଳକୁ କ୍ଷତି କରିବାକୁ ଚେଷ୍ଟା କରୁଥିଲେ, ସେଥିପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚେତାବନୀ ଦେଲେ ମାଲିକ ସଂଘ, ୨୪ରୁ ବଡ଼ିବନି ଘରୋଇ ବସ୍‌ !

ଭୁବନେଶ୍ୱର,୧୭।୧: ୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍‌ କ୍ୱାର୍ଟରକୁ ଆସିବାକୁ...

ଲେନିନ ମହାନ୍ତିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଅରବିନ୍ଦ ମହାପାତ୍ର: ଭୁଲ ଭୁଲେୟା କାହାଣୀ…

ଭୁବନେଶ୍ୱର,୧୭।୧:ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ...

ସ୍କୁଲରେ ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ

ସମ୍ବଲପୁର, ୧୭।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭାବନୀୟ ଘଟଣା ଘଟିଥିବାର ସୂଚନା ମିଳିଛି। ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି...

ବିଜେଡି ନେତାଙ୍କ ସସପେଣ୍ଡ ଉପରେ ଚାଞ୍ଚଲ୍ୟକର ବୟାନ ଦେଲେ ଜୟନାରାୟଣ: କହିଲେ ମୋତେ ଦୁଃଖ ଲାଗୁଛି…

ଭୁବନେଶ୍ୱର, ୧୭।୧: ବିଜେଡି ନେତାଙ୍କ ସସପେଣ୍ଡ ନେଇ ଜୟନାରାୟଣ ମିଶ୍ର ବିସ୍ଫୋରକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ବହୁତ ଜଣଙ୍କ ମନରେ କ୍ଷୋଭ ଥିଲା।...

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ: ୬ ଗିରଫ, ଖୋଲିଲା ସ୍କୁଲ, କଲେଜ

ସୁନ୍ଦରଗଡ,୧୭।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ରେ ଘଟିଥିବା ୨ ଗୋଷ୍ଠୀ ସଂଘର୍ଷ ଘଟଣାରେ ଟାଉନଥାନା ପୋଲିସ ଶୁକ୍ରବାର ରାତିରେ ଉଭୟ ପକ୍ଷରୁ ୬ ଜଣଙ୍କୁ ଗିରଫ କରି...

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ...

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri