ଚେତାବନୀ ଦେଲେ ମାଲିକ ସଂଘ, ୨୪ରୁ ବଡ଼ିବନି ଘରୋଇ ବସ୍‌ !

ଭୁବନେଶ୍ୱର,୧୭।୧: ୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍‌ କ୍ୱାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ବସ ସେବା ବନ୍ଦ କରିବାକୁ ଘରୋଇ ବସ ମାଲିକ ସଂଘ ଦାବି କରିଛନ୍ତି।

ଆସନ୍ତା ୨୩ ସୁଦ୍ଧା ଦାବିର ସମାଧାନ କରିବା ପାଇଁ ଚେତାବନୀ ଦେଇଛନ୍ତି ମାଲିକ ସଂଘ। ଏନେଇ ସୂଚନା ଦେଇଛନ୍ତି ଘରୋଇ ବସ ମାଲିକ ସଂଘର ସମ୍ପାଦକ ଦେବେନ୍ଦ୍ର ସାହୁ। ‘ସମାଧାନ ନହେଲେ ୨୪ରୁ କଟକରେ ସମସ୍ତ ଘରୋଇ ବସ ବନ୍ଦ ରହିବ’। କଟକକୁ ବାହାରୁ କୌଣସି ବସ ଆସିବାକୁ ଦିଆଯିବ ନାହିଁ’। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି ପତ୍ର ମଧ୍ୟ ଦେବ ଘରୋଇ ବସ ମାଲିକ ସଂଘ’। ମୁଖ୍ୟମନ୍ତ୍ରୀ ନ ଶୁଣିଲେ ୨୪ ପରେ ସାରା ରାଜ୍ୟରେ ବସ ସେବା ବନ୍ଦ ରହିବ ମାଲିକ ସଂଘର ସମ୍ପାଦକ।


Enter your email to get our daily news in your inbox.

All Right Reserved By Dharitri.Com

SBI ର ବଡ଼ ଘୋଷଣା, ATM ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୭।୧: ଦେଶର ସର୍ୱବୃହତ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ତା’ର ଗ୍ରାହକ କାରବାର ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ପ୍ରଥମେ, ATM କାରବାର...

କଳାହାଣ୍ଡି ପାଇଁ ଆଣିଲେ ଗୌରବ: ଲୋକକଳା ସମ୍ମାନ ପାଇଲେ ଯୁବ ପ୍ରତିଭା ସତ୍ୟବ୍ରତ ଦାଶ

ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଜୟଦେବ ଭବନ ଠାରେ ରାଜ୍ୟ ସାହିତ୍ୟ ସଂସ୍କୃତି ବିଭାଗ ଏବଂ ସଂସ୍କୃତି ମଞ୍ଚ ଆନୁକୂଲ୍ୟରେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା...

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା… 

ରାଉରକେଲା,୧୭।୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାରେ  ଗୁରୁତର ଥିବା ସୁଶାନ୍ତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି। ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସେଠାରେ ତାଙ୍କର...

ପ୍ରଥମ ଥର ପାଇଁ କର୍ତ୍ତବ୍ୟ ପଥରେ ସେନାର ବୀରତ୍ୱ ସହ ଦୃଷ୍ଟି ଆକର୍ଷଣ କରିବ ‘ବାକ୍ଟ୍ରିଅନ୍‌ ଓଟ’

ନୂଆଦିଲ୍ଲୀ,୧୭।୧: ଚଳିତ ବର୍ଷ, ଗଣତନ୍ତ୍ର ଦିବସ ପରେଡ ଦେଶର ସାମରିକ ଶକ୍ତି, ଭୌଗୋଳିକ ବିବିଧତା ଏବଂ ବୀରତ୍ୱପୂର୍ଣ୍ଣ ଦକ୍ଷତାକୁ ଏପରି ଭାବରେ ପ୍ରଦର୍ଶନ କରିବ ଯାହା...

୨୬ ଜାନୁଆରୀ ପୂର୍ବରୁ ଆକ୍ରମଣ କରିପାରନ୍ତି ବାଂଲାଦେଶୀ ଆତଙ୍କବାଦୀ, ଦିଲ୍ଲୀ ସମେତ କିଛି ରାଜ୍ୟରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୭।୧: ଗଣତନ୍ତ୍ର ଦିବସ ପାଳନ (ଜାନୁଆରୀ ୨୬) ପୂର୍ବରୁ ସୁରକ୍ଷା ଏଜେନ୍ସିଗୁଡ଼ିକ ଏକ ବଡ଼ ସତର୍କତା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ଜଣାପଡିଛି ଯେ ଖଲିସ୍ତାନୀ...

୬ମିନିଟ୍‌ ଯାଏ କିଟ୍‌କିଟ୍‌ ଅନ୍ଧାର, ଦିନ ୧୨ଟାରେ ଗାଏବ ହୋଇଯିବେ ସୂର୍ଯ୍ୟ!

ପୃଥିବୀରେ ବହୁତ କମ ଲୋକ ଫେବୃଆରୀ 2026 ରେ ହେବାକୁ ଥିବା ଅନନ୍ୟ ସୂର୍ଯ୍ୟଗ୍ରହଣ ଦେଖିପାରିବେ। ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ। ଏହି...

ଲେନିନ ମହାନ୍ତିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଅରବିନ୍ଦ ମହାପାତ୍ର: ଭୁଲ ଭୁଲେୟା କାହାଣୀ…

ଭୁବନେଶ୍ୱର,୧୭।୧:ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ...

ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ଗ୍ରୀନ ସିଗନାଲ ଦେଲେ ମୋଦି, ଜାଣନ୍ତୁ କେଉଁ ରାଜ୍ୟକୁ ମିଳିବ ଏହାର ଲାଭ

ନୂଆଦିଲ୍ଲୀ,୧୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୧୭ ତାରିଖରେ ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଟ୍ରେନଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri