ଜାତୀୟ ରାଜପଥ କଡ଼ ସୋଲାର ଲାଇଟ ଅଚଳ: ମରାମତି ପାଇଁ ଚାଲିଛି ସର୍ଭେ 

ଦାରିଙ୍ଗବାଡ଼ି,୧୮।୧(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ପଞ୍ଚୁପଲଠାରୁ ବାଲିଗୁଡା ମଧ୍ୟରେ ରାଜପଥର ୨ କଡ଼ରେ ସୋଲାର ପ୍ୟାନେଲ, ବ୍ୟାଟେରି ଥାଇ ଷ୍ଟ୍ରିଟ ଲାଇଟ୍‌ ବ୍ୟବସ୍ଥା କରାଯଇଥିଲା।
ମୋଟ ୩୫୪ଟି ପୋଲରେ ଏହି ଆଲୋକ ବ୍ୟବସ୍ଥା କରାଯିବାର କମ୍‌ଦିନ ମଧ୍ୟରେ ସମସ୍ତ ଲାଇଟ ଅଚଳ ହୋଇପଡ଼ିଥିଲା। ଏହି କାର୍ଯ୍ୟ କରିଥିବା ଠିକାସଂସ୍ଥା ପକ୍ଷରୁ ରକ୍ଷଣବେକ୍ଷଣ କରାଯିବା ଅବହେଳା ଯୋଗୁ ସମସ୍ତ ଲାଇଟ ଅଚଳ ହୋଇପଡିଛି। ଏ ନେଇ ଅଞ୍ଚଳବାସୀ ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନଠାରୁ ଆରମ୍ଭ କରି ମନ୍ତ୍ରୀ ପର୍ଯ୍ୟନ୍ତ
ସମସ୍ତଙ୍କୁ ଅଭିଯୋଗ ପରେ ଚାପରେ ଚାପି ହୋଇ ଠିକାସଂସ୍ଥା ପକ୍ଷରୁ ଏବେ ଅଚଳ ସୋଲାର ଲାଇଟକୁ ସଚଳ କରୁଛି।
ଏବେ ସୁଦ୍ଧା ମାତ୍ର ୧୧ଟି ଲାଇଟକୁ ମରାମତି କରି ସ୍ବାଭାବିକ କରାଯାଇଥିବା ବେଳେ ରାଜପଥ କଡ଼ରେ ଲାଗିଥିବା ଅନ୍ୟ ସୋଲାର  ଆଲେକା  ମରାମତି ପୂର୍ବରୁ କଣ ସବୁ ନଷ୍ଟ ହୋଇଛି, ସେଗୁଡିକ ସର୍ଭେ କରାଯାଉଛି । ଅଧିକାଂଶ ସୋଲାର ପ୍ୟାନେଲ ଓ ବ୍ୟାଟେରି ଚୋରି ହୋଇଥିବା ବେଳେ ଆଉ କିଛି ସ୍ଥାନରେ ବ୍ୟାଟେରି ରହିଥିଲେ ମଧ୍ୟ ସେଠାରେ ପଡୁଥିବା ଡିଷ୍ଟିଲ ୱାଟର ସରିଯାଇଥିବା ଠିକା ସଂସ୍ଥା ପକ୍ଷରୁ କୁହାଯାଇଛି। ଆସନ୍ତା ୩ ମାସ ମଧ୍ୟରେ ମରାମତି କାର୍ଯ୍ୟ ସରିବ ବୋଲି କୁହାଯାଉଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟଣା ରେଞ୍ଜରେ ପକ୍ଷୀ ଗଣନା, ୬ଶହ ପକ୍ଷୀ…

ପାଟଣା,୧୮ା୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେ଼ଇ ଟାଙ୍ଗିରି ସେକ୍ସନରେ ରବିବାର ପକ୍ଷୀ ଗଣନା ଆରମ୍ଭ ହୋଇଛି । ପାଟଣା ବନାଞ୍ଚଳର ଖିରେଇତାନଗିରି...

ଯୁବକଙ୍କ ଉନ୍ମତ୍ତ କାଣ୍ଡ: ଭୁବନେଶ୍ୱର ଷ୍ଟେଶନ ନିକଟରେ ଅଟକିଲା ଟ୍ରେନ୍‌, ସ୍ପଷ୍ଟୀକରଣ ରଖି ରେଲ୍‌ଓ୍ବେ…

ଭୁବନେଶ୍ୱର,୧୮ା୧: ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ ଯୋଗୁ ଭୁବନେଶ୍ୱର ଷ୍ଟେଶନ ନିକଟରେ ୬ ମିନିଟ୍‌ ଅଟକିଥିଲା ଅମୃତ ଭାରତ ଏକ୍ସପ୍ରେସ ଅଟକି ରହିଥିଲା। ଏନେଇ ସ୍ପଷ୍ଟୀକରଣ...

‘ଆମେ ୟୁକ୍ରେନ କିମ୍ବା ଗ୍ରୀନଲ୍ୟାଣ୍ଡ ସମ୍ପର୍କରେ କୌଣସି ଧମକକୁ ଭୟ କରୁନାହୁଁ’, ଟ୍ରମ୍ପଙ୍କୁ ସିଧା ଜବାବ ଦେଲେ ଫ୍ରାନ୍ସ ରାଷ୍ଟ୍ରପତି

ପ୍ୟାରିସ,୧୮।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ସମର୍ଥନ କରିବା ପାଇଁ ୮ଟି ୟୁରୋପୀୟ ଦେଶ ଉପରେ ୧୦ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି, ଯାହା...

ଆଉ ୧୮ରେ ମିଳିବନି ସୁଭଦ୍ରା ଟଙ୍କା, ପୁଣି କେବେ ଆସିବ ଜାଣନ୍ତୁ

ଭୁବନେଶ୍ୱର,୧୮ା୧:  ସୁଭଦ୍ରା ଟଙ୍କା ମିଳିବା ତାରିଖରେ ହେଲା ପରିବର୍ତ୍ତନ । ଏଣିକି ଆଉ ୧୮ ତାରିଖରେ ଟଙ୍କା ପାଇବେନି ହିତାଧିକାରୀ । ନୂଆ ହିତାଧିକାରୀଙ୍କୁ ଆସନ୍ତା...

BJP ନେତାଙ୍କ ସହ ଅରବିନ୍ଦଙ୍କ ଫଟୋ ଭାଇରାଲ, ରାଜନୀତିରେ ଚହଳ!

ଭୁବନେଶ୍ୱର, ୧୮।୧: ରାଜନୀତିରେ ରୋଚକ ଦୃଶ୍ୟ। ଗୋଟିଏ ଫ୍ରେମରେ ବିଜେଡି-ଭାଜପା ନେତା। ଫଟୋରେ ନଜର ଆସିଛନ୍ତି ନିଲମ୍ୱିତ ନେତା ଅରବିନ୍ଦ ମହାପାତ୍ର। ରାଜନୀତିରେ ଘୋର ବିରୋଧୀ...

ଶିନ୍ଦେଙ୍କ ‘ହୋଟେଲ ପଲିଟିକ୍ସ’କୁ ନେଇ ଗର୍ଜିଲେ ସଞ୍ଜୟ

ମୁମ୍ବାଇ,୧୮।୧: ବିଏମସି ନିର୍ବାଚନରେ ଏନଡିଏ (ମହାୟୁତି)ର ବିଜୟ ପରେ ମଧ୍ୟ ମୁମ୍ବାଇ ରାଜନୀତିରେ ‘ହୋଟେଲ ରାଜନୀତି’ ଏବଂ ସସପେନ୍ସର ଏକ ଯୁଗ ଆରମ୍ଭ ହୋଇଛି। ଶିବସେନା...

ନବୀନଙ୍କ ସହ କଥା ହେବା ପରେ ଉତ୍ତର ରଖିବି, କାହିଁକି ଏପରି କହିଲେ ବିଜେଡିରୁ ବିତାଡ଼ିତ ଅରବିନ୍ଦ

ଭୁବନେଶ୍ୱର,୧୮ା୧: କିଛିଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ର ଶେଷରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସବୁଦିନ ମୋ’ ବିରୋଧରେ ନୂଆ ନୂଆ...

ପୁଣି ସୁବାସଙ୍କ ଉପରେ ଭରସା କଲା କଂଗ୍ରେସ: ଦେଲା ଗୁରୁଦାୟିତ୍ୱ

କେସିଙ୍ଗା,୧୮।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ସୁବାସ ଜୈନଙ୍କୁ ଟାଉନ ସଭାପତି ଭାବେ କଂଗ୍ରେସର ପିସିସି ସଭାପତି ଭକ୍ତ ଚରଣ ଦାସ ନିଯୁକ୍ତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri