ରାଉରକେଲା ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି, ୫ ମାସ ଯାଏ ସମସ୍ତ…

ରାଉରକେଲା,୧୮ା୧: ରାଉରକେଲା ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୁଶାନ୍ତ କୁମାର ବିଶ୍ୱାଳଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ମିଳିବ। ଏନେଇ ଇଣ୍ଡିଆ ଓ୍ବାନ୍‌ ଏୟାର ସିଇଓ ପ୍ରେମ କୁମାର ଗର୍ଗ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍‌ ଏୟାର ସଂସ୍ଥାରେ ଚାକିରି ମିଳିବା ସହ ୫ ମାସ ପର୍ଯ୍ୟନ୍ତ ପରିବାରର ସମସ୍ତ ଖର୍ଚ୍ଚ ମଧ୍ୟ ସଂସ୍ଥା ଉଠାଇବ। ବିମାନ ଭଗ୍ନାବଶେଷ ୨/୩ ଦିନ ମଧ୍ୟରେ ଭୁବନେଶ୍ବର ଉଠାଇ ନିଆଯିବ।

ସୂଚନାଯୋଗ୍ୟ, ଜାନୁଆରୀ ୧୦ରେ ଜଲଦା ନିକଟରେ ଏହି ଦୁର୍ଘଟଣା ଘଟିଥିଲା, ଯେଉଁଥିରେ ଦୁଇ ପାଇଲଟଙ୍କ ସମେତ ଛଅ ଜଣ ଆହତ ହୋଇଥିଲେ। ଆହତମାନଙ୍କ ମଧ୍ୟରୁ ଅଧିକାଂଶ ସୁସ୍ଥ ହେଉଥିବା ବେଳେ ଗୁରୁତର ସୁଶାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ମୃତ୍ୟୁ ଘଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି।...

ଯୋଗେନ୍ଦ୍ରଙ୍କୁ ମିଳିଲା ଗୁରୁଦାୟିତ୍ୱ: ନବୀନଙ୍କୁ ଜଣାଇଲେ କୃତଜ୍ଞତା

ବଡ଼ଗାଁ, ୧୮।୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ବିଜେଡି ସଭାପତି ଭାବେ ଫୁଲବାରୀ ସରପଞ୍ଚ ତଥା ବଡ଼ଗାଁ ବ୍ଲକ ସରପଞ୍ଚ ସଂଘ ସଭାପତି ଯୋଗେନ୍ଦ୍ର...

ଦ୍ଵିତୀୟ ଦିନରେ ଦାରିଙ୍ଗବାଡି ପୋଲିସର ମଦ ଧରପଗଡ଼ ଅଭିଯାନ, ସାବଡ଼ ହେଉଛନ୍ତି ଚୋରା ମଦ ବ୍ୟବସାୟୀ

ଦାରିଙ୍ଗବାଡି,୧୮ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଦ୍ଵିତୀୟ ଦିନରେ ମଧ୍ୟ ଚୋରାମଦ ଧରପଗଡ଼ ଜୋରଦାର କରାଯାଇଛି । ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ...

ସୁରେଶ ଚୌଧୁରୀ ବ୍ଲକ କଂଗ୍ରେସ ସଭାପତି, ପିସିସି ସଭାପତିଙ୍କୁ ଧନ୍ୟବାଦ…

କର୍ଲାମୁଣ୍ଡା,୧୮/୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଗ୍ରେସ କମିଟି ସଭାପତି ଭାବେ ସୁରେଶ ଚୌଧୁରୀ ପୁନର୍ବାର ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ...

୭୬ତମ କୁର୍ଶୁଲା ମକରମେଳା ଉଦଯାପିତ; ଚଣ୍ଡୀଙ୍କ ପୀଠରେ ପଡିଲା ବଳି, ୨କୋଟିରୁ…

କର୍ଲାମୁଣ୍ଡା,୧୮ା୧ (ପ୍ରଦୀପ କୁମାର ସାହୁ):  କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲା ସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରରେ ଚାଲୁଥିବା ୭୬ତମ ମକରମେଳା ରବିବାର ଉଦଯାପିତ ହୋଇଯାଇଛି ।...

ପାଟପୁରରେ କ୍ରିକେଟ ମ୍ୟାଚ୍, ବ୍ଲୁ ୱାରିୟର ଟିମ୍ ବିଜୟୀ

ଦିଗପହଣ୍ଡି/ପାଟପୁର,୧୮|୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ମିନି ଷ୍ଟାଡିୟମରେ  ସ୍ଥାନୀୟ ଫ୍ରେଣ୍ଡସ୍ସ କ୍ରିକେଟ କ୍ଲବ ପକ୍ଷରୁ...

ବସ୍‌ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍‌

ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ...

ବନ୍ଦେ ଭାରତ ଟ୍ରେନ ପାଇଁ ଆସିଲା ନୂଆ ନିୟମ, ଟିକେଟ୍ ବାତିଲ କଲେ କଟିଯିବ…

ନୂଆଦିଲ୍ଲୀ,୧୮ା୧: ବନ୍ଦେ ଭାରତ ଏକ୍ସପ୍ରେସର ଅପାର ସଫଳତା ପରେ, ଦେଶକୁ ଏବେ ପ୍ରଥମ “ବନ୍ଦେ ଭାରତ ସ୍ଲିପର” ଟ୍ରେନର ଉପହାର ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାଓ୍ବଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri