ଦିନଦ୍ୱିପ୍ରହରରେ ଭଞ୍ଜନଗର କୋର୍ଟ ଆଗରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ଖେଳିଗଲା ଆତଙ୍କ

ଭଞ୍ଜନଗର,୫।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଗୁରୁବାର ଦିନଦ୍ୱିପ୍ରହରରେ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଲେ ବୁଦୁଲୀର ଅଶୋକ ସାଇଁ (୪୫) । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ…

ବିଜୁବାବୁଙ୍କୁ ଭାରତରତ୍ନ ମିଳିବା ନେଇ ଦାବି ଉଠାଇଲା ବିଜେଡି

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳ ବରଗଡ଼ ଜିଲା ତରଫରୁ ଗୁରୁବାର ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା ରାଜ୍ୟ ବରିଷ୍ଠ ସାଧାରଣ ସମ୍ପାଦକ…

ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କୁ ପୁଷ୍ପମାଲ୍ୟ: ବିଜୁ ବାବୁ ଅମର ରହେ ସ୍ଲୋଗାନରେ ପ୍ରକମ୍ପିତ ହେଲା ଅଞ୍ଚଳ

ଗଞ୍ଜାମ,୫।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଷ୍ଟେଶନ ରୋଡ଼ ସାମନ୍ତରା ସାହି ଛକଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଏନଏସି ବିଜେଡି ପକ୍ଷରୁ ଗୁରୁବାର ପୁଷ୍ପମାଲ୍ୟ ଅର୍ପଣ କରାଯାଇଛ। ବିଜେଡି…

ବିଜୁବାବୁଙ୍କ ୧୧୦ତମ ଜନ୍ମଜୟନ୍ତୀ ପାଳିତ, ବିଜୁ ବାବୁ ଅମର ରହେ ନାରାରେ କମ୍ପିଲା….

ନନ୍ଦପୁର/ପାଡୁଆ, ୫ା୩ (ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ କୂଲାବିର ପଞ୍ଚାୟତ ସ୍ଥିତ ଧବଳେଶ୍ଵର ମନ୍ଦିର ପରିସରରେ ଗୁରୁବାର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି…

ଓଡ଼ିଶାରେ ବିଜେଡି-କଂଗ୍ରେସ ମେଣ୍ଟ ସମ୍ପର୍କରେ ନବୀନଙ୍କ ବିସ୍ଫୋରକ ବୟାନ, କହିଲେ…

ଭୁବନେଶ୍ୱର,୫।୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର, ଦତ୍ତେଶ୍ବର ହୋତା। ସଂତୃପ୍ତ ଓ ଦତ୍ତେଶ୍ବରଙ୍କ ପ୍ରାର୍ଥିପତ୍ର ଦାଖଲ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି, ପ୍ରାର୍ଥିପତ୍ର…

‘ବିଜୁବାବୁଙ୍କ ନୀତି ଆଦର୍ଶକୁ ପାଥେୟ କରି ସମାଜସେବାରେ ବ୍ରତୀ ହେବାକୁ ଆହ୍ବାନ’

ବଞ୍ଚୋ,୫ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହାଟଡିହୀ ବ୍ଲକରେ ଗୁରୁବାର ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଏକ ସ୍ମୃତିଚାରଣ…

ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର, ଉପସ୍ଥିତ ଥିଲେ ଅମିତ ଶାହା

ପାଟନା,୫।୩: ବିହାରର ୧୦ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବା ନୀତୀଶ କୁମାର ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଏନଡିଏର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ…

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

ପଶ୍ଚାତାପ କରିବ ଆମେରିକା, ଇରାନର ବୈଦେଶିକ ମନ୍ତ୍ରୀ କହିଲେ ଏହି ଆକ୍ରମଣ…

ତେହରାନ,୫ା୩: ଶ୍ରୀଲଙ୍କାର ଦକ୍ଷିଣ ଉପକୂଳରେ ଆମେରିକାର ବୁଡ଼ାଜାହାଜ ଆକ୍ରମଣ କରି ଏକ ଇରାନୀ ଜାହାଜକୁ ବୁଡ଼ାଇ ଦେଇଛି। ଏହି ଆକ୍ରମଣରେ ୮୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେଭ ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଆମେରିକାକୁ ଏକ…

ରାଜ୍ୟ ସଭା ଯିବେ ନୀତୀଶ କୁମାର: ନିଜେ କଲେ ଘୋଷଣା, ପୁଅ ହେବେ…

ପାଟନା,୫।୩:ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ତାଙ୍କର ଇଚ୍ଛା ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ କହିଛନ୍ତି, ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ଭାବରେ ଲୋକଙ୍କର ବିଶ୍ୱାସ ଏବଂ ସମର୍ଥନ ବଜାୟ ରଖିଛି। ସେହି ଶକ୍ତିରେ,…

ଆଜି ଓଡ଼ିଶା ଆସିବେ ଅମିତ ଶାହା: ରାଜ୍ୟ ଭାଜପାର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର, ୫ା୩:କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହା ଆଜି ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ୍‌ର ପ୍ରତିଷ୍ଠା ଦିବସ…

ନାମାଙ୍କନ ପୂର୍ବରୁ ଭାବବିହ୍ବଳ ହେଲେ ଦିଲୀପ ରାୟ: ବିଜୁ ପଟ୍ଟନାୟକଙ୍କୁ ନେଇ କହିଦେଲେ ବଡ଼ କଥା

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ…

ଇରାନ-ଆମେରିକା ଯୁଦ୍ଧରେ ଭାରତର ଏଣ୍ଟ୍ରି! ଭାରତର ନୌସେନା ଘାଟିରେ ବଡ଼…

ନୂଆଦିଲ୍‌ଲୀ,୫।୩: ଇରାନ-ଆମେରିକା-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଘନେଇବାରେ ଲାଗିଛି। ଏହି ଭିତରେ ଅନେକ ଦେଶ ଯୁଦ୍ଧକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି। କୁହାଯାଉଛି ଭାରତ ମଧ୍ୟ ଯୁଦ୍ଧରେ ସାମିଲ୍‌ ହୋଇଛି। ଭାରତ ନିଜ ବନ୍ଦରକୁ ବ୍ୟବହାର କରିବାକୁ ଆମେରିକାକୁ ଦେଇଛି।…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଇରାନ ବିରୋଧରେ ଯୁଦ୍ଧକୁ ଡେଇଁଲା ଭାରତର ଏହି ବନ୍ଧୁରାଷ୍ଟ୍ର…

ନୂଆଦିଲ୍ଲୀ,୫।୩: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଆଗାମୀ ଦିନରେ ଇରାନ କ୍ଷେପଣାସ୍ତ୍ର ଘାଟି ବିରୋଧରେ ଆମେରିକାର ଆକ୍ରମଣରେ ବ୍ରିଟେନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। ପ୍ରାରମ୍ଭିକ ଦ୍ୱିଧା ଦୂର କରି, ଲଣ୍ଡନ ୱାଶିଂଟନର ପୂର୍ଣ୍ଣ ସମର୍ଥନକୁ ସଙ୍କେତ ଦେଇଛି। ଦି ଗାର୍ଡିଆନ…

ଆଜି ରାଜ୍ୟ ସଭା ପାଇଁ ନାମାଙ୍କନ: ୫ ପ୍ରାର୍ଥୀ କରିବେ ଦାଖଲ

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ମିଳିଲା ଖୁସି ଖବର: ମିଳିଗଲା…

ଓ୍ବାଶିଂଟନ୍‌,୫।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପାଞ୍ଚ ଦିନରୁ ଅଧିକ ସମୟ ଧରି ଚାଲିଛି। ଏହା ସତ୍ତ୍ୱେ ଆକ୍ରମଣ ହ୍ରାସ ପାଇବା ପରିବର୍ତ୍ତେ ବୃଦ୍ଧି ପାଉଛି। ଇରାନରେ ଯୁଦ୍ଧକୁ ସୀମିତ କରିବା ପାଇଁ ଆଗତ ଆମେରିକା ସିନେଟର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri