ପ୍ଲାଷ୍ଟିକ ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ବିଶ୍ୱ ସ୍ତରରେ ଅନ୍ୟତମ ପ୍ରମୁଖ ସମସ୍ୟା ସାଜିଛି ଜଳବାୟୁ ପରିବର୍ତ୍ତନ। ଏହା ପଛରେ ଅନେକ କାରଣ ଥିଲେ ମଧ୍ୟ ଏବେ ପ୍ଲାଷ୍ଟିକଜନିତ ପ୍ରଦୂଷଣ ଦ୍ୱାରା ଜଳବାୟୁ ଅନେକାଂଶରେ ପ୍ରଭାବିତ ହୋଇଥାଏ। ଅଶୋଧିତ ପେଟ୍ରୋଲିୟମ୍‌ରୁ ପ୍ଲାଷ୍ଟିକ ଉତ୍ପାଦନ କରିବାକୁ ହେଲେ ଯେଉଁ ରାସାୟନିକ ପଦ୍ଧତି ଅବଲମ୍ବନ କରାଯାଏ ସେଥିରୁ ଅନେକ ବିଷାକ୍ତ ଓ ସବୁଜଘର ଗ୍ୟାସ୍‌ ଉତ୍ପନ୍ନ ହୋଇ ପରିବେଶରେ ମିଶିଥାଏ। କେବଳ ସେତିକି ନୁହେଁ, ପ୍ଲାଷ୍ଟିକ ପଦାର୍ଥକୁ ଭସ୍ମୀକରଣ ପ୍ରକ୍ରିୟାରେ ପୋଡି ନଷ୍ଟ କରାଯିବା ଦ୍ୱାରା ମଧ୍ୟ ଅନେକ ସବୁଜଘର ଗ୍ୟାସ୍‌ ବାୟୁମଣ୍ଡଳକୁ ନିର୍ଗତ ହୁଏ। ଲଣ୍ଡନ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ଏକ ରିପୋର୍ଟରୁ ଜଣାଯାଏ ଯେ, ଆଗାମୀ ୨୦୫୦ ମସିହା ବେଳକୁ ଏହା ଆଶାତୀତ ବୃଦ୍ଧି ପାଇବାର ଆଶଙ୍କା ଏବେଠାରୁ ଦେଖାଗଲାଣି। ପ୍ଲାଷ୍ଟିକ ଯୋଗୁ ଉତ୍ସର୍ଜିତ ସବୁଜଘର ଗ୍ୟାସ୍‌ର ପରିମାଣ ସମୁଦାୟ ବିଶ୍ୱ ଉତ୍ସର୍ଜନର ୧୪% ମାତ୍ରାରେ ପହଞ୍ଚତ୍ବ ବୋଲି ଉକ୍ତ ବିଶ୍ୱବିଦ୍ୟାଳୟର ପରିବେଶବିତ୍‌ମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଏହି ବିପୁଳ ସବୁଜଘର ଗ୍ୟାସ୍‌ ଯେ ଭବିଷ୍ୟତରେ ବିଶ୍ୱତାପନ ବା ଗ୍ଲୋବାଲ ଓ୍ବାର୍ମିଂ ପ୍ରକ୍ରିୟାରେ ସହାୟକ ହୋଇ ବିଶ୍ୱ ଜଳବାୟୁ ପରିବର୍ତ୍ତନର ଧାରାକୁ ପ୍ରଭାବିତ କରିବାର ଯଥେଷ୍ଟ ଆଶଙ୍କା ରହିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଗ୍ୟାସ ଲିକ୍‌

କଟକ, ୧୯।୧(କାର୍ତ୍ତିକ ସାହୁ): ନିର୍ମାଣ କାମ ପାଇଁ ରାସ୍ତା ଖୋଳା ଯାଉଥିବା ବେଳେ ଗ୍ୟାସ୍‌ ପାଇପ ଲାଇନ ଫାଟିବାରୁ ଆତଙ୍କିତ ହୋଇ ପଡ଼ିଥିଲେ ସିଡିଏ ସେକ୍ଟର-୯ର...

ବାଂଲାଦେଶକୁ ଅଡୁଆରେ ପକାଇଲା ICC, ବିସିବି ପାଖରେ ଏବେ କେବଳ ଗୋଟିଏ ରାସ୍ତା

ନୂଆଦିଲ୍ଲୀ,୧୯।୧: ବାଂଲାଦେଶ ଟି-୨୦ ବିଶ୍ୱକପ ବିବାଦରେ ସବୁ ଦିଗରୁ ଘେରି ରହିଥିବା ପରି ମନେ ହେଉଛି, ଯାହା ଫଳରେ ଆଇସିସିର ଦାବି ପାଳନ କରିବା ବ୍ୟତୀତ...

ଚାମ୍ପିୟନ ହେଲେ ଗଜପତି ଜିଲାର ଗୁମ୍ମା ଟିମ୍‌: ଖେଳାଳିଙ୍କୁ ଉତ୍ସାହିତ କଲେ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ...

ଟି୨୦ ବିଶ୍ୱକପ୍‌ ବିବାଦ: ବାଂଲାଦେଶ ଆଗରେ ଏହି ସର୍ତ୍ତ ରଖିଲା ଆଇସିସି

ବେଙ୍ଗାଲୁରୁ,୧୯।୧- ଆସନ୍ତା ଫେବୃଆରୀରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ବାଂଲାଦେଶ ଦଳ ଅଂଶଗ୍ରହଣ କରିବ କି ନାହିଁ, ସେ ନେଇ ଲାଗି ରହିଥିବା ଅନିଶ୍ଚିତତା ଜାରି...

ରିଙ୍କୁ ସିଂହଙ୍କ ବିରୋଧରେ FIR ଦାବି: ଦେବଦେବୀଙ୍କ ଅପମାନ ଅଭିଯୋଗରେ ଉତ୍ତେଜନା

ନୂଆଦିଲ୍ଲୀ,୧୯।୧: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ବିବାଦୀୟ ଭିଡିଓ ସୋସିଆଲ ମିଡିଆରେ ଶେୟାର କରି ଅଡୁଆରେ ପଡ଼ିଛନ୍ତି। ସନାତନ ଧର୍ମ ଏବଂ ହିନ୍ଦୁ ଦେବଦେବୀଙ୍କୁ ଅପମାନିତ...

ପଞ୍ଜାବ ପାଇଁ ରଣଜୀ ଖେଳିବେ ଗିଲ୍‌

ନୂଆଦିଲ୍ଲୀ,୧୯।୧- ନ୍ୟୁଜିଲାଣ୍ଡଠାରୁ ୨-୧ ବ୍ୟବଧାନରେ ଦିନିକିଆ ସିରିଜ୍‌ରେ ପରାଜିତ ହେବା ପରେ ଭାରତର ଟେଷ୍ଟ ଓ ଦିନିକିଆ ଅଧିନାୟକ ଶୁବମନ ଗିଲ୍‌ କ୍ରିକେଟରୁ ବ୍ରେକ ନେବା...

ପ୍ରବଳ ରାଗିଗଲେ ଟ୍ରମ୍ପ: ନରୱେ ପ୍ରଧାନମନ୍ତ୍ରୀଙ୍କୁ ପଠାଇଲେ ଧମକପୂର୍ଣ୍ଣ ଚିଠି

ଓ୍ବାଶିଂଟନ,୧୯।୧: ନୋବେଲ ପୁରସ୍କାର ନ ପାଇବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କ୍ରୋଧ ଏବେ ଭୀଷଣ ବଢିବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ନରୱେ ପ୍ରଧାନମନ୍ତ୍ରୀ ଜୋନାସ...

ଜଗନ୍ନାଥଙ୍କୁ ଅପମାନ! ଭାଇରାଲ ହେଉଛି ମହାପ୍ରଭୁଙ୍କ AI ଭିଡ଼ିଓ, କ୍ରେନରେ କ୍ଷୀର…

ଭୁବନେଶ୍ବର,୧୯।୧: ସୋସିଆଲ ମିଡ଼ିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏହାରି ଭିତରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ଏଆଇ ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri