କାଲିଠୁ ଡଲଫିନ ଗଣନା: ବନ୍ଦ ରହିବ ବୋଟ୍‌ ଚଳାଚଳ

ଭୁବନେଶ୍ୱର,୧୯।୧: ବାଲୁଗାଁ ବନ୍ୟପ୍ରାଣୀ ଡିଭିଜନ ଆନୁକୂଲ୍ୟରେ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଥିବା ବେଳେ ମଙ୍ଗଳବାରଠୁ ଡଲଫିନ ଗଣନା ଆରମ୍ଭ ହେବ। ଏହି ଗଣନା ୩ ଦିନ ଧରି ଚାଲିବ।

ଚିଲିକାର ୧୮ଟି ରୁଟ ବାଲୁଗାଁ ଏବଂ ସାତପଡ଼ାରେ ଡଲଫିନ ଗଣନା କରାଯିବ। ଗଣନା ପାଇଁ ମୋଟ ୧୮ଟି ଟିମ୍‌ ଗଠନ କରାଯାଇଛି। ଏହି ସମୟରେ ବୋଟ୍‌ ଚଳାଚଳ ବନ୍ଦ ରହିବ। ଏପରିକି ଗଣନା ପାଇଁ ଗଠନ ହୋଇଥିବା ଟିମ୍‌ରେ ଜଣେ ବିଶେଷଜ୍ଞଙ୍କ ସହିତ ୩ରୁ ୪ଜଣ ଗଣନାକାରୀ ରହିବେ। ଏନେଇ ସମସ୍ତ ବୋଟ ଆସୋସିଏଶନକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଗ୍ୟାସ ଲିକ୍‌

କଟକ, ୧୯।୧(କାର୍ତ୍ତିକ ସାହୁ): ନିର୍ମାଣ କାମ ପାଇଁ ରାସ୍ତା ଖୋଳା ଯାଉଥିବା ବେଳେ ଗ୍ୟାସ୍‌ ପାଇପ ଲାଇନ ଫାଟିବାରୁ ଆତଙ୍କିତ ହୋଇ ପଡ଼ିଥିଲେ ସିଡିଏ ସେକ୍ଟର-୯ର...

ବାଂଲାଦେଶକୁ ଅଡୁଆରେ ପକାଇଲା ICC, ବିସିବି ପାଖରେ ଏବେ କେବଳ ଗୋଟିଏ ରାସ୍ତା

ନୂଆଦିଲ୍ଲୀ,୧୯।୧: ବାଂଲାଦେଶ ଟି-୨୦ ବିଶ୍ୱକପ ବିବାଦରେ ସବୁ ଦିଗରୁ ଘେରି ରହିଥିବା ପରି ମନେ ହେଉଛି, ଯାହା ଫଳରେ ଆଇସିସିର ଦାବି ପାଳନ କରିବା ବ୍ୟତୀତ...

ପାର୍ବତୀ ଗିରିଙ୍କ ପ୍ରଦର୍ଶିତ ଚଲାପଥକୁ ଅନୁସରଣ କରିବାକୁ ଆହ୍ବାନ ଦେଲେ ସଂସ୍କୃତି ମନ୍ତ୍ରୀ

ବରଗଡ଼,୧୯।୧(ପ୍ରେମାନନ୍ଦ ଖମାରୀ):ସ୍ବାଧୀନତା ସଂଗ୍ରାମର ଅଗ୍ନିଶିଖା ତଥା ମାନବ ସେବାର ମୂର୍ତ୍ତିମନ୍ତ ପ୍ରତୀକ ବଡ ମା’ ପାର୍ବତୀ ଗିରିଙ୍କ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର...

ଚାମ୍ପିୟନ ହେଲେ ଗଜପତି ଜିଲାର ଗୁମ୍ମା ଟିମ୍‌: ଖେଳାଳିଙ୍କୁ ଉତ୍ସାହିତ କଲେ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ...

ଟି୨୦ ବିଶ୍ୱକପ୍‌ ବିବାଦ: ବାଂଲାଦେଶ ଆଗରେ ଏହି ସର୍ତ୍ତ ରଖିଲା ଆଇସିସି

ବେଙ୍ଗାଲୁରୁ,୧୯।୧- ଆସନ୍ତା ଫେବୃଆରୀରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ବାଂଲାଦେଶ ଦଳ ଅଂଶଗ୍ରହଣ କରିବ କି ନାହିଁ, ସେ ନେଇ ଲାଗି ରହିଥିବା ଅନିଶ୍ଚିତତା ଜାରି...

ରିଙ୍କୁ ସିଂହଙ୍କ ବିରୋଧରେ FIR ଦାବି: ଦେବଦେବୀଙ୍କ ଅପମାନ ଅଭିଯୋଗରେ ଉତ୍ତେଜନା

ନୂଆଦିଲ୍ଲୀ,୧୯।୧: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ବିବାଦୀୟ ଭିଡିଓ ସୋସିଆଲ ମିଡିଆରେ ଶେୟାର କରି ଅଡୁଆରେ ପଡ଼ିଛନ୍ତି। ସନାତନ ଧର୍ମ ଏବଂ ହିନ୍ଦୁ ଦେବଦେବୀଙ୍କୁ ଅପମାନିତ...

ପଞ୍ଜାବ ପାଇଁ ରଣଜୀ ଖେଳିବେ ଗିଲ୍‌

ନୂଆଦିଲ୍ଲୀ,୧୯।୧- ନ୍ୟୁଜିଲାଣ୍ଡଠାରୁ ୨-୧ ବ୍ୟବଧାନରେ ଦିନିକିଆ ସିରିଜ୍‌ରେ ପରାଜିତ ହେବା ପରେ ଭାରତର ଟେଷ୍ଟ ଓ ଦିନିକିଆ ଅଧିନାୟକ ଶୁବମନ ଗିଲ୍‌ କ୍ରିକେଟରୁ ବ୍ରେକ ନେବା...

ଜଗନ୍ନାଥଙ୍କୁ ଅପମାନ! ଭାଇରାଲ ହେଉଛି ମହାପ୍ରଭୁଙ୍କ AI ଭିଡ଼ିଓ, କ୍ରେନରେ କ୍ଷୀର…

ଭୁବନେଶ୍ବର,୧୯।୧: ସୋସିଆଲ ମିଡ଼ିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏହାରି ଭିତରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ଏଆଇ ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri