ଆଖିବୁଜିଲେ ନରୋତ୍ତମ ମଟାରୀ:  ଶ୍ରଦ୍ଧାଞ୍ଜଳି ଜଣାଇଲେ ନରସିଂହ ମିଶ୍ର

ବଲାଙ୍ଗୀର,୧୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତେଲିଗୋଠପଡା ନିବାସୀ ଧର୍ମପରାୟଣ ନରୋତ୍ତମ ମଟାରୀ(୯୨)ଙ୍କ ସୋମବାର ପୂର୍ବାହ୍ନରେ ପରଲୋକ ହୋଇଛି। ସେ କିଛିଦିନ ହେଲା ବାର୍ଦ୍ଧକ୍ୟ ଜନିତ କାରଣରୁ ଅସୁସ୍ଥ ଥିଲେ। ଜଣେ ମିଷ୍ଟଭାଷୀ, ମେଳାପୀ, ସମାଜକର୍ମୀ ଭାବେ ପରିଚିତ ଥିଲେ। ତାଙ୍କ ତିନି ପୁଅ ସନ୍ତୋଷ ମଟାରୀ, ଅଶୋକ ମଟାରୀ ଓ ସୁରୁଲାଲ ମଟାରୀ, ଦୁଇ ଝିଅ, ବୋହୂ, ନାତିନାତୁଣୀ ଶେଷ ସମୟରେ ପାଖରେ ରହିଥିଲେ।
ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ବହୁ ମାନ୍ୟଗଣ୍ୟ ବ୍ୟକ୍ତି, କ୍ରୀଡାବିତ, ବିଭିନ୍ନ ସଙ୍ଗଠନ ପ୍ରତିନିଧି ତାଙ୍କ ତେଲିଗୋଠପଡା ବାସଭବନକୁ ଯାଇ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବଲାଙ୍ଗୀର ବିଭୂତିପଡା ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ବଲାଙ୍ଗୀରରେ କାମ କରିବା ମନା, କାହିଁକି ଏମିତି ନିଷ୍ପତ୍ତି ନେଲେ ଠିକାଦାର ସଂଘ, ଜାଣନ୍ତୁ…

ବଲାଙ୍ଗୀର,୧୯।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଠିକାଦାର ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଖବରଦାତା ଭବନଠାରେ ଖବରଦାତା ସମ୍ମିଳନୀ କରାଯାଇଥିଲା। ବଲାଙ୍ଗୀର ଜିଲା ଭିତରେ...

ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ପରେ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ନିଖୋଜ ନାବାଳକଙ୍କ ସ୍କୁଲ ଡ୍ରେସ୍‌ ଦେଖି…

ବଲାଙ୍ଗୀର,୧୮ା୧(ସୁନିଲ କୁମାର ମହାନ୍ତି/ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି...

ନଦୀରୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ: ପ୍ରଥମେ ପାଦ ପରେ ମିଳିଲା…

ବଲାଙ୍ଗୀର/ପାଟଣାଗଡ଼,୧୮।୧(ସୁନିଲ ମହାନ୍ତି/ସଚ୍ଚିଦାନନ୍ଦ ମହାକୁର) ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାର...

ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…

ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ...

ନିଶାଙ୍କ ଅଶ୍ଳୀଳ ନୃତ୍ୟରେ ମସ୍‌ଗୁଲ ପୋଲିସ ବାବୁ, ଭିଡିଓ ଭାଇରାଲ ପରେ…

ବଲାଙ୍ଗୀର,୧୬ା୧(ସୁନିଲ କୁମାର ମହାନ୍ତି): ଚନ୍ଦନଭାଟି ଗାଁ ଅପେରା ମଞ୍ଚରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଏନେଇ ସଦର ଥାନା ପୋଲିସ ନିଶାଙ୍କ ନାଁରେ...

ଷ୍ଟେଜରେ ନିଆଁ ଲଗାଇଲେ ନିଶା ମହାରାଣା, ବସି ଦେଖୁଥିଲେ ପୋଲିସ ବାବୁ!

ବଲାଙ୍ଗୀର,୧୬।୧: ଚର୍ଚ୍ଚିତ ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କୁ ନେଇ ବଲାଙ୍ଗୀର ଜିଲାରେ ଏକ ନୂଆ ବିବାଦ ମୁଣ୍ଡ ଟେକିଛି। ଅଭିଯୋଗ ହୋଇଛି ଯେ, ଯେଉଁ ଯାତ୍ରା...

ପେଟ୍ରୋଲ ପମ୍ପ କ୍ୟାମ୍ପସ ଭିତରକୁ ମାଡ଼ିଗଲା ଧାନ ବୋଝେଇ ଟ୍ରକ୍‌, ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ…

ବଲାଙ୍ଗୀର,୧୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଟାଉନ ଥାନା ନିକଟ ପେଟ୍ରୋଲ ପମ୍ପ କ୍ୟାମ୍ପସ ଭିତରକୁ ଗୁରୁବାର ବିଳମ୍ବିତ ରାତିରେ ଏକ ପିଡିଏସ୍‌ ଧାନ ବୋଝେଇ...

ମହଙ୍ଗା ପଡ଼ିଲା ଅଶ୍ଳୀଳ ନୃତ୍ୟ: ୨ ଯାତ୍ରା ଆୟୋଜକ ଗିରଫ ପରେ ଏବେ ନିଶାଙ୍କ ପାଳି! ଖୋଜୁଛି ପୋଲିସ

ବଲାଙ୍ଗୀର,୧୫।୧ ( ସୁନିଲ କୁମାର ମହାନ୍ତି): ୧୨ ତାରିଖରେ ବଲାଙ୍ଗୀର ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ଅଭିଯୋଗରେ ପୋଲିସ ମାମଲା ରୁଜୁ କରିଛି। ଯାତ୍ରା ଆରମ୍ଭ ହେବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri