ଭାଷା ବନ୍ଦନା @ ଗୋଟେ ଟଙ୍କା, ଗୋଟେ ଘଣ୍ଟା

ଓଡ଼ିଶା ଶ୍ରୀଜଗନ୍ନାଥଙ୍କ ମାଟି। ଆମ ସଂସ୍କୃତି ଯେମିତି ମହାପ୍ରଭୁଙ୍କୁ ନେଇ ଋଦ୍ଧିମନ୍ତ, ଭାଷା ବି ସେମିତି ବିକଶିତ ‘ଚକାଡୋଳା’କୁ ନେଇ। ଅର୍ଥାତ୍‌ ଆମର ପ୍ରାୟ ପ୍ରତ୍ୟେକ ଲିପି ଚକାଡୋଳା ପରି ଡୋଳାକୃତି(ଗୋଲାକୃତି) ବା ଅର୍ଦ୍ଧ…

କନିଷ୍ଠ ଶିକ୍ଷକ ଚୟନ ପ୍ରାର୍ଥୀଙ୍କ ଧାରଣା

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ): ସର୍ବୋଚ୍ଚ ନ୍ୟାୟାଳୟ ଏବଂ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ରାୟର ୫ ମାସ ପରେ ମଧ୍ୟ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କନିଷ୍ଠ ଶିକ୍ଷକ ପାଇଁ ଚୟନ ହୋଇଥିବା ପ୍ରାର୍ଥୀଙ୍କୁ ନିଯୁକ୍ତି…

ରୋଷେଇ ଘରେ ଯୁଦ୍ଧ ଯନ୍ତ୍ରଣା

ନୂଆଦିଲ୍ଲୀ(ପି.ଟି./ଏଜେନ୍ସି)/ ଭୁବନେଶ୍ୱର(ରବିନାରାୟଣ ଜେନା),୧୧ା୩: ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲ୍‌ ପକ୍ଷରୁ ମିଳିତ ଆକ୍ରମଣ ଯୋଗୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଜଳପଥ ଦେଇ ପ୍ରାକୃତିକ ବାଷ୍ପ ଭାରତକୁ ଆସିପାରୁ ନାହିଁ। ଏହାର ସିଧାସଳଖ ପ୍ରଭାବ…

ମାଥ୍ୟୁ ହେଡେନଙ୍କୁ ମିଳିଲା ଗୁରୁଦାୟିତ୍ୱ

ଅହମଦାବାଦ,୧୦ା୩: ଅଷ୍ଟ୍ରେଲିଆର ପୂର୍ବତନ ଓପନର ମାଥ୍ୟୁ ହେଡେନଙ୍କୁ ମଙ୍ଗଳବାର ଆଗାମୀ ଆଇପିଏଲ୍‌ ସିଜନ ଲାଗି ଗୁଜରାଟ ଟାଇଟନ୍ସ ପକ୍ଷରୁ ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଦୁଇ ଥରର ଦିନିକିଆ ବିଶ୍ୱକପ୍‌ ଚାମ୍ପିୟନ ଦଳର…

ଯୁଦ୍ଧ ଭିତରେ ଚାଇନାର ଭୟଙ୍କର ପ୍ଲାନ! ବିଶ୍ୱରେ ପଡିଲା ଚହଳ

ବେଜିଂ,୧୦।୩: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର, ଯୁକ୍ତରାଷ୍ଟ୍ର, ଇରାନ ସହିତ ଚାଲିଥିବା ସଂଘର୍ଷ ପାଇଁ ତାର ସମସ୍ତ ଶକ୍ତି ଲଗାଇ ଦେଇଥିବା ବେଳେ, ଚାଇନା ଏକ ଭୟଙ୍କର ପ୍ଲାନ କରୁଛି। ଇରାନ ସଙ୍କଟ ଚାଇନା…

ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଚମକାଇଲେ ରିଙ୍କୁ ସିଂ, କହିଦେଲେ…

ଅହମଦାବାଦ,୧୦ା୩: ଫାଇନାଲରେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ଚାମ୍ପିୟନ ହେବା ପରେ ଭାରତୀୟ ଦଳର ଷ୍ଟାର ରିଙ୍କୁ ସିଂ ତାଙ୍କ ସ୍ବର୍ଗତ ବାପା ଖାନଚାନ୍ଦ ସିଂଙ୍କ ଲାଗି ଏକ ଭାବବିହ୍ବଳ ପୋଷ୍ଟ ଶେୟାର କରିଛନ୍ତି। ଷ୍ଟେଜ-୪…

ଆଦାନୀ ହାତକୁ ଯିବ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ ଘରୋଇକରଣ ହେବାକୁ ଯାଉଛି। ଏ ନେଇ ସରକାରୀସ୍ତରରେ ଆଲୋଚନା, ସମୀକ୍ଷା, ବୈଠକ ଆଦି…

ଘଡ଼ଘଡ଼ି, ବିଜୁଳି ସହିତ ୩୦ରୁ ୪୦ କି.ମି. ବେଗରେ ବହିବ ପବନ: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପରିସରରୁ ଏକ ଟ୍ରଫ୍‌ ଲାଇନ୍‌ ଆଭ୍ୟନ୍ତରୀଣ ଓଡ଼ିଶା, ଛତିଶଗଡ଼ ଏବଂ ବିଦର୍ଭ ଦେଇ ୦.୯ କିଲୋମିଟର ଉଚ୍ଚତାରେ ବ୍ୟାପି ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ହାଲୁକାରୁ…

ଏହି ଦିନ ଆସିବ ପିଏମ୍‌ କିଷାନର ୨୨ତମ କିସ୍ତି

ନୂଆଦିଲ୍ଲୀ,୧୧ା୩(ପି.ଟି.):ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ)ର ୨୨ତମ କିସ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୩ ତାରିଖରେ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାକୁ ଡିଜିଟାଲି ଟ୍ରାନ୍ସଫର କରିବେ। ୯.୩୨ କୋଟି କୃଷକ ଏଥିରୁ ଉପକୃତ ହେବାକୁ ଥିବାବେଳେ ପ୍ରାୟ ୧୯,୦୦୦ କୋଟି ଟଙ୍କା…

ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଦଳର ସୁପ୍ରିମୋ ନବୀନ…

ଯୁଦ୍ଧବେଳେ ଫସିଗଲା ଚାଇନା! ଆମେରିକା କଲା ବଡ଼ ଗେମ୍‌…

ବେଜିଂ,୧୦।୩: ଇରାନ-ଆମେରିକା ଯୁଦ୍ଧରେ ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ ହେଉଛି ହର୍ମୁଜ, ଯାହା ବିଷୟରେ ଇରାନ ପୂର୍ୱରୁ ଆମେରିକାକୁ ଚେତାବନୀ ଦେଇ ଆସୁଥିଲା। ବିବାଦ ବଢ଼ିବା ସହିତ ଆମେରିକାର ର୍ଧୈଯ୍ୟ ଶେଷ ହେବାକୁ ଯାଉଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ପ୍ରସଙ୍ଗରେ…

ରୋଷେଇ ଗ୍ୟାସକୁ ନେଇ ସରକାରଙ୍କ କଡ଼ା ଆକ୍ସନ, ସାଧାରଣ ଲୋକଙ୍କୁ ମିଳିବ…

ନୂଆଦିଲ୍ଲୀ,୧୦।୩: ଗତ କିଛି ଦିନ ଧରି କର୍ମସିଆଲ ଗ୍ୟାସ ସିଲିଣ୍ଡରର ଅଭାବକୁ ନେଇ ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକମାନଙ୍କ ମଧ୍ୟରେ ବଢୁଥିବା ଚିନ୍ତାର ଏବେ ଅନ୍ତ ହେବାକୁ ଯାଉଛି। ଏହି ସଙ୍କଟକୁ ଅନୁଭବ କରି, ସରକାର କେବଳ ନିଜର ରଣନୀତି ବଦଳାଇ…

ଯୁଦ୍ଧ ଭିତରେ ଚାଇନାକୁ ନେଇ ଭାରତ କଲା ଏମିତି ଘୋଷଣା, ଚମକି ପଡିଲା ଆମେରିକା!

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ଚାଇନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର କ୍ୟାବିନେଟ ଚାଇନାରୁ ଏଫଡିଆଇ (ପ୍ରତ୍ୟକ୍ଷ ବିଦେଶୀ ନିବେଶ) ପାଇଁ ସର୍ତ୍ତାବଳୀରେ ଅନେକ ଛାଡ଼କୁ ମଞ୍ଜୁରୀ ଦେଇଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର…

ଯୁଦ୍ଧ ଭିତରେ ବ୍ୟାକ୍‌ଫୁଟରେ ଆମେରିକା, ଇରାନ ଠୁ ହାରିଯିବା ଡରରେ…

ଓ଼୍ବାଶିଂଟନ,୧୦।୩: ଇରାନ ଉପରେ ଆକ୍ରମଣର ଦଶ ଦିନ ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରାମର୍ଶଦାତାମାନେ ତାଙ୍କୁ ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ପରାମର୍ଶଦାତାମାନେ କହିଛନ୍ତି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘକାଳୀନ ଯୁଦ୍ଧ ସିଧାସଳଖ ଆମେରିକାକୁ କ୍ଷତି…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏହି ହତ୍ୟା ପୂର୍ବରୁ ମଧ୍ୟ ନେପାଳ ସରକାରରେ ସ୍ଥିରତା ନ…

ଘନ ଘନ ବୈଠକ କରୁଛନ୍ତି ନବୀନ: ବିଧାୟକଙ୍କୁ କହୁଛନ୍ତି ଏମିତି କଥା, ଭବିଷ୍ୟତ ଖରାପ…

ଭୁବନେଶ୍ୱର,୧୦ା୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭାର ୪ ଆସନରେ ନିର୍ବାଚନ ପାଇଁ ନାମାଙ୍କନ ଶେଷ ହେବା ପରଠାରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତ୍ୟେକ ଦିନ ବିଧାୟକମାନଙ୍କୁ ଡାକି ବୈଠକ କରୁଛନ୍ତି। ବୈଠକରେ ରାଜ୍ୟ ସଭା ବିଷୟରେ ହିଁ ପଚାରୁଛନ୍ତି। ସବୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri