ସାଧାରଣତନ୍ତ୍ର ଦିବସରେ ବଡ଼ କଥା କହିଦେଲେ ମୋଦି: ଜୀବନରେ…

ନୂଆଦିଲ୍ଲୀ,୨୬ା୧: ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ଏହି ବିଶେଷ ଅବସରକୁ ପାଳନ କରିବା ପାଇଁ ଦିଲ୍ଲୀର କର୍ତ୍ତବ୍ୟ ପଥ ଉପରେ ପରେଡ ପାଇଁ ପ୍ରସ୍ତୁତି…

ଧାନକିଣା ପ୍ରସଙ୍ଗ: ୨ରୁ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର,୨୬ା୧(ରବିନାରାୟଣ ଜେନା):ରାଜ୍ୟରେ କୃଷକମାନଙ୍କ ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିବା ସହିତ ଆନ୍ଦୋଳନର ଚେତାବନୀ ଦେଇଛି। ଶଙ୍ଖ ଭବନରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ…

ପିଏମ୍‌ ଶ୍ରୀ ଉତ୍ସବରେ ଅର୍ଚ୍ଚିତାଙ୍କ ସଫଳତା

ଦିଗପହଣ୍ଡି, ୨୫।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କନିଶି ଗ୍ରାମ ପିଏମ୍‌ ଶ୍ରୀ ବାଲାଜୀ ବିଦ୍ୟାପୀଠରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ପିଏମ୍‌ ଶ୍ରୀ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି…

ପ୍ରତିଷ୍ଠା ଉତ୍ସବର ଦିନକ ପରେ ମନ୍ଦିରରୁ ଚୋରି

ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଆନନ୍ଦନଗରରେ ଅବସ୍ଥିତ ନବନିର୍ମିତ ମା’ ତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଗତ ୨୩ ତାରିଖରେ ସରିଛି। ମାତ୍ର ପ୍ରତିଷ୍ଠା ଉତ୍ସବର ଦିନକ ପରେ ଅର୍ଥାତ୍‌ ଗତ ୨୪…

କୋରାପୁଟରେ ହାଇକୋର୍ଟ ମୁଖ୍ୟ ବିଚାରପତି, କହିଲେ ଓକିଲାତି ଏକ ପେସା ନୁହେଁ ବ୍ରତୀ ହେବା ଆବଶ୍ୟକ

କୋରାପୁଟ,୨୫।୧(ଅମିତାଭ ବେହେରା ): ତିନି ଦିନିଆ ଗସ୍ତରେ କୋରାପୁଟ ଆସିଥିବା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ତଣ୍ଡନ ରବିବାର କୋରାପୁଟର ସମସ୍ତ କୋର୍ଟ ବୁଲି ଦେଖିବା ସହ ବାର ଆସୋସିଆନର ସମ୍ବୋଧନା ସଭାରେ…

୧୪ ବଲ୍‌ରେ ଅଭିଷେକଙ୍କ ଅର୍ଦ୍ଧଶତକ

ଗୁଆହାଟୀ,୨୫ା୧- ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ କ୍ରିକେଟ୍‌ ମ୍ୟାଚ୍‌ରେ ଭାରତୀୟ ଓପ୍‌ନର ଅଭିଷେକ ଶର୍ମା ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମାତ୍ର ୧୪ ବଲ୍‌ରେ ୫ ଚୌକା ଓ ୪…

ମିଆଁମାରରେ ଭାରତୀୟ ସେନାର ସର୍ଜିକାଲ ଷ୍ଟ୍ରାଇକ୍: ସରକାର ଖୋଲିଲେ ଗୁପ୍ତ ଅପରେସନର ରହସ୍ୟ

ନୂଆଦିଲ୍ଲୀ, ୨୫ା୧: ଭାରତୀୟ ସେନା ପକ୍ଷରୁ ମିଆଁମାର ସୀମା ଭିତରେ ପଶି କରାଯାଇଥିବା ଏକ ଗୁପ୍ତ ଅପରେସନ କରାଯାଇଛି। ଏ ସମ୍ପର୍କରେ ପ୍ରଥମ କରି ଆନୁଷ୍ଠାନିକ ଘୋଷଣା କରାଯାଇଛି। ୨୦୨୫ ଜୁଲାଇ ମାସରେ କରାଯାଇଥିବା ଏହି ସର୍ଜିକାଲ ଷ୍ଟ୍ରାଇକ୍ କରାଯାଇଥିଲା। ଏଥିପାଇଁ…

ବାଂଲାଦେଶକୁ ‘ଧୋକା’ ଦେଲା ପାକିସ୍ତାନ, ଆଗକୁ ଠେଲିଦେଇ ନିଜେ…

ନୂଆଦିଲ୍ଲୀ, ୨୫ା୧: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ କ୍ରିକେଟ ଜଗତରେ ଏକ ବଡ଼ ଧରଣର ବିବାଦ ଦେଖାଦେଇଛି। ବାଂଲାଦେଶକୁ ସମର୍ଥନ କରି ବିଶ୍ୱକପ୍ ବୟକଟ୍ କରିବାକୁ ଧମକ ଦେଇଥିବା ପାକିସ୍ତାନ ଶେଷ ମୁହୂର୍ତ୍ତରେ ନିଜର ଆଭିମୁଖ୍ୟ ବଦଳାଇ ଦଳ ଘୋଷଣା କରିଛି।…

ଅଲ୍‌ବିଦା ଅଭିଜିତ୍‌: ଜାଣନ୍ତୁ କେମିତି ପାଇଥିଲେ ସଂଘର୍ଷରୁ ସଫଳତା

ଅଲ୍‌ବିଦା ଅଭିଜିତ୍‌। ଓଡ଼ିଆ ଚଳଚ୍ଚିତ୍ର ହେଉ କି ଆଲବମ୍‌ ଅବା ଷ୍ଟେଜ୍‌ ଶୋ’-ସେ ସତେଯେମିତି ତାଙ୍କର ଆଧିପତ୍ୟ ବିସ୍ତାର କରି ରହିଥିଲେ। ଗୀତ ଯେଉଁଭଳି ହେଉନା କାହିଁକି ତାକୁ ସେ ଏଭଳି ସ୍ବରାୟିତ କରୁଥିଲେ, ଯାହା ଶ୍ରୋତାଙ୍କୁ ପ୍ରଭାବିତ କରିବାରେ ସକ୍ଷମ…

କୋଲକାତାରେ ଭାଜପା-ଟିଏମସି କର୍ମୀ ମୁହାଁମୁହିଁ: ପରସ୍ପରର କାର୍ଯ୍ୟକ୍ରମରେ ଭଙ୍ଗାରୁଜା

କୋଲକାତା, ୨୫ା୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଚରମ ସୀମାରେ ପହଞ୍ଚିଛି। ରବିବାର ସନ୍ଧ୍ୟାରେ କୋଲକାତାର ସାଖେରବଜାର ଏବଂ ବେହାଲା ପଶ୍ଚିମ ଅଞ୍ଚଳରେ ଭାଜପା ଏବଂ ତୃଣମୂଳ କଂଗ୍ରେସ (TMC) କର୍ମୀଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ଘଟିଛି। ଏହି…

ବିଶ୍ୱ ପାଇଁ ଭାରତ ଶାନ୍ତିର ଦୂତ: ୭୭ତମ ସାଧାରଣତନ୍ତ୍ର ଦିବସରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ, ୨୫ା୧: ୭୭ତମ ସାଧାରଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତି ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତର ସୁରକ୍ଷା, ନାରୀ ସଶକ୍ତିକରଣ ଏବଂ ବିଶ୍ୱ ଶାନ୍ତି ଉପରେ ଗୁରୁତ୍ୱାରୋପ…

ଅଭିଷେକ, ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ୩-୦ରେ ଭାରତର ଆଗୁଆ ସିରିଜ୍‌ ବିଜୟୀ

ଗୁଆହାଟୀ,୨୫ା୧- ଅଭିଷେକ ଶର୍ମା ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତ ୮ ଉଇକେଟରେ ଜିତି ନେଇଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୫୪ ରନର ବିଜୟ ଲକ୍ଷ୍ୟକୁ…

ପାରିବାରିକ କଳହର କରୁଣ ପରିଣତି, ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆନନ୍ଦପୁୁର/ହାଟଡିହି,୨୫।୧(ସୁଶାନ୍ତ କୁମାର ସାହୁ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ଖାଳିଆମେଣ୍ଟା ପଞ୍ଚାୟତ ଅଧୀନ ନିଆଳିଝରଣ ଗ୍ରାମରେ ଜମିବାଡ଼ି ବିବାଦରୁ ରବିବାର ସନ୍ଧ୍ୟାରେ ଟ୍ରିପଲ ମର୍ଡର ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ସାନ ଭାଇ, ଭାଇ ବୋହୂ…

ମେଟା ପଢୁଛି ଆପଣଙ୍କ ହ୍ୱାଟ୍ସଆପ୍ ମେସେଜ୍, ପୂର୍ବତନ କର୍ମଚାରୀ କଲେ ଖୁଲାସା

ନୂଆଦିଲ୍ଲୀ, ୨୫ା୧: ହ୍ୱାଟ୍ସଆପ୍ ବ୍ୟବହାରକାରୀଙ୍କ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ହ୍ୱାଟ୍ସଆପ୍‌ର ମାଲିକାନା ସଂସ୍ଥା ‘ମେଟା’ ୟୁଜରମାନଙ୍କ ମେସେଜ ପଢ଼ୁଥିବା ସାଙ୍ଘାତିକ ଅଭିଯୋଗ ଲାଗିଛି। ଆମେରିକାର ଏକ କୋର୍ଟରେ ଏନେଇ ମାମଲା ରୁଜୁ ହୋଇଛି। ସାନ୍ ଫ୍ରାନ୍ସିସ୍କୋର ଏକ…

ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ଆଡ଼କୁ ବଢୁଛି ଭାରତ: କିନ୍ତୁ ମୁଣ୍ଡପିଛା ଆୟରେ ପଛରେ କାହିଁକି?

ନୂଆଦିଲ୍ଲୀ, ୨୫ା୧: ଦ୍ରୁତ ଗତିରେ ଆଗେଇ ଚାଲିଛି ଭାରତୀୟ ଅର୍ଥନୀତି, କିନ୍ତୁ ବଢୁନାହିଁ ମୁଣ୍ଡପିଛା ଆୟ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ରିପୋର୍ଟ ଅନୁଯାୟୀ ଭାରତର ଜିଡିପି ୪ ଟ୍ରିଲିୟନ ଡଲାର ଅତିକ୍ରମ କରିସାରିଛି। ଖୁବ୍ ଶୀଘ୍ର ଭାରତ ଜର୍ମାନୀକୁ ପଛରେ…

ସରକାରଙ୍କ ବଡ଼ ଘୋଷଣା, ରୋହିତ ଶର୍ମା ଏବଂ ହରମନପ୍ରୀତ କୌରଙ୍କୁ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ,୨୫।୧:  ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ, ଭାରତ ସରକାର ପଦ୍ମ ପୁରସ୍କାର ପାଇଁ ମନୋନୀତ ୧୩୧ ଜଣଙ୍କ ତାଲିକା ପ୍ରକାଶ କରିଛନ୍ତି । ୧୩୧ ଜଣଙ୍କ ମଧ୍ୟରେ ୯ ଜଣ କ୍ରୀଡା ବ୍ୟକ୍ତିତ୍ୱଙ୍କ ନାମ ରହିଛି । ଏଥିରେ ୨୦୨୪ ମସିହାରେ ଟି-୨୦…

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୪ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri