ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହେଲେ ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସିମାଞ୍ଚଳ, ଅଞ୍ଚଳରେ ଖୁସିର ଲହରୀ

ଦିଗପହଣ୍ଡି,୨୫ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହଲ୍ଲାଦ ନାଟକର ହିରନ୍ୟକଶ୍ୟପ ରାଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ (ଗୁରୁ) ସିମାଞ୍ଚଳ ପାତ୍ର(୯୭) ଙ୍କୁ କେନ୍ଦ୍ର ସରକାର…

ଏହିଦିନ ସରିବ ସରପଞ୍ଚଙ୍କ କାର୍ଯ୍ୟକାଳ, ପଞ୍ଚାୟତ ନିର୍ବାଚନ ନେଇ ଆସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର, ୨୫ା୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟ ନିର୍ବାଚନ କମିଶନ ରବିବାର ସବୁ ଦ୍ୱନ୍ଦ୍ୱ ଦୂର କରି ସବିଶେଷ ସୂଚନା ଦେଇଛନ୍ତି। ନିର୍ଦ୍ଧାରିତ ସମୟ…

ଓଡ଼ିଶାର ଏହି ବିଶ୍ୱବିଦ୍ୟାଳୟରେ ପ୍ରଥମ ଆରମ୍ଭ ହେବ AI, ମେସିନ୍ ଲର୍ନିଂ ଲ୍ୟାବ୍‌

ଭୁବନେଶ୍ୱର, ୨୫ା୧: ସମଗ୍ର ବିଶ୍ୱ ଏବେ କୃତ୍ରିମ ବୁଦ୍ଧିମତ୍ତା(AI) ପଛରେ ଦୌଡ଼ିବାରେ ଲାଗିଛି। ଏହି ଦୋୖଡରେ ଏବେ ଓଡିଶାର ଶିକ୍ଷା ବ୍ୟବସ୍ଥା ସାମିଲ ହେବାକୁ ଯାଉଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ଓଡ଼ିଶାର ପ୍ରଥମ (AI)…

ଟି୨୦ ବିଶ୍ୱକପ୍‌ରେ ସ୍କଟ୍‌ଲାଣ୍ଡ ସାମିଲ ହେବା ପରେ ମୁହଁ ଖୋଲିଲା ବାଂଲାଦେଶ କ୍ରିକେଟ ବୋର୍ଡ

ଢାକା,୨୫ା୧: ଆସନ୍ତା ୭ ତାରିଖରୁ ଭାରତରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ଲାଗି ବାଂଲାଦେଶ ବଦଳରେ ସ୍କଟ୍‌ଲାଣ୍ଡକୁ ସାମିଲ କରାଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଏହି ନିଷ୍ପତ୍ତିକୁ ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ସ୍ବୀକାର କରିବା…

ଭଞ୍ଜନଗର ପୋଲିସକୁ ସଫଳତା, ୩୩ ମୋବାଇଲ ଫୋନ ଉଦ୍ଧାର କରି ଫେରାଇଲା

ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ହଜିଯାଇଥିବା ୩୩ଟି ମୋବାଇଲ ଫୋନ ଉଦ୍ଧାର କରିଛି । ଏହାସହ ପ୍ରକୃତ ହିତାଧିକାରୀଙ୍କୁ ଫେରାଇ ଦେଇଛି । ଭଞ୍ଜନଗର ପୋଲିସ ମୋବାଇଲ ଫେରାଇବା ପରେ…

ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ, କ୍ଷତିପୂରଣ ପାଇଁ ଦାବି

ଥୁଆମୂଳ ରାମପୁର, ୨୫ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଧୂଳିଗୁଡ଼ା ଛକ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ପୂର୍ବତନ ସରପଞ୍ଚ ଶାଗୁ ମାଝୀଙ୍କର ପରଲୋକ ଘଟିଛି…

ମେଟା ପଢୁଛି ଆପଣଙ୍କ ହ୍ୱାଟ୍ସଆପ୍ ମେସେଜ୍, ପୂର୍ବତନ କର୍ମଚାରୀ କଲେ ଖୁଲାସା

ନୂଆଦିଲ୍ଲୀ, ୨୫ା୧: ହ୍ୱାଟ୍ସଆପ୍ ବ୍ୟବହାରକାରୀଙ୍କ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ହ୍ୱାଟ୍ସଆପ୍‌ର ମାଲିକାନା ସଂସ୍ଥା ‘ମେଟା’ ୟୁଜରମାନଙ୍କ ମେସେଜ ପଢ଼ୁଥିବା ସାଙ୍ଘାତିକ ଅଭିଯୋଗ ଲାଗିଛି। ଆମେରିକାର ଏକ କୋର୍ଟରେ ଏନେଇ ମାମଲା ରୁଜୁ ହୋଇଛି। ସାନ୍ ଫ୍ରାନ୍ସିସ୍କୋର ଏକ…

ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ଆଡ଼କୁ ବଢୁଛି ଭାରତ: କିନ୍ତୁ ମୁଣ୍ଡପିଛା ଆୟରେ ପଛରେ କାହିଁକି?

ନୂଆଦିଲ୍ଲୀ, ୨୫ା୧: ଦ୍ରୁତ ଗତିରେ ଆଗେଇ ଚାଲିଛି ଭାରତୀୟ ଅର୍ଥନୀତି, କିନ୍ତୁ ବଢୁନାହିଁ ମୁଣ୍ଡପିଛା ଆୟ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ରିପୋର୍ଟ ଅନୁଯାୟୀ ଭାରତର ଜିଡିପି ୪ ଟ୍ରିଲିୟନ ଡଲାର ଅତିକ୍ରମ କରିସାରିଛି। ଖୁବ୍ ଶୀଘ୍ର ଭାରତ ଜର୍ମାନୀକୁ ପଛରେ…

ସରକାରଙ୍କ ବଡ଼ ଘୋଷଣା, ରୋହିତ ଶର୍ମା ଏବଂ ହରମନପ୍ରୀତ କୌରଙ୍କୁ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ,୨୫।୧:  ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ, ଭାରତ ସରକାର ପଦ୍ମ ପୁରସ୍କାର ପାଇଁ ମନୋନୀତ ୧୩୧ ଜଣଙ୍କ ତାଲିକା ପ୍ରକାଶ କରିଛନ୍ତି । ୧୩୧ ଜଣଙ୍କ ମଧ୍ୟରେ ୯ ଜଣ କ୍ରୀଡା ବ୍ୟକ୍ତିତ୍ୱଙ୍କ ନାମ ରହିଛି । ଏଥିରେ ୨୦୨୪ ମସିହାରେ ଟି-୨୦…

ଟ୍ରମ୍ପଙ୍କ ଭୟରେ ବଙ୍କରରେ ଲୁଚିଲେ ଖାମେନେଇ; ଜାଣନ୍ତୁ ଏବେ କାହା ହାତରେ ଇରାନର ଦାୟିତ୍ୱ…?

ତେହରାନ,୨୫।୧: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏଭଳି ସମୟରେ ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ତେହରାନରେ ନିର୍ମିତ ଏକ ସ୍ବତନ୍ତ୍ର ଭୂତଳ ଆଶ୍ରୟସ୍ଥଳ(ବଙ୍କର୍‌)ରେ ଲୁଚି ରହିଥିବା ରିପୋର୍ଟ ସାମ୍ନାକୁ ଆସିଛି। ଇରାନ…

ବିଜେଡିକୁ କଡ଼ା କାଉଣ୍ଟର କଲେ ଜୟନାରାୟଣ ମିଶ୍ର, ‘ବଞ୍ଚିଥାନ୍ତୁ..ସାଲାଇନ ଦରକାର ହେଲେ ଦେବୁ’

ଭୁବନେଶ୍ବର, ୨୫ା୧: ଗତ କିଛିଦିନ ହେବ ବିଜେଡିରୁ ଅନେକ ନେତା ନିଲମ୍ବନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏହାକୁ ନେଇ ଆଜି ବିଜେଡିକୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟକ ଜୟନାରାୟଣ ମିଶ୍ର । ଭଗବାନ ବିଜେଡିକୁ ଦୀର୍ଘାୟୁ କରନ୍ତୁ କହି…

ICC ଚେତାବନୀ ପରେ ନରମିଲା ପାକିସ୍ତାନ: ଟି-୨୦ ବିଶ୍ୱକପ୍ ପାଇଁ ଘୋଷଣା କଲା ଦଳ

ନୂଆଦିଲ୍ଲୀ,୨୫।୧: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ର କଠୋର ଆଭିମୁଖ୍ୟ ପରେ ନରମିଲା ପାକିସ୍ତାନ କ୍ରିକେଟ ବୋର୍ଡ (PCB)। ଶେଷରେ ଆଗାମୀ ୨୦୨୬ ଟି-୨୦ ବିଶ୍ୱକପ୍ ପାଇଁ ନିଜର ୧୫ ଜଣିଆ ଦଳ ଘୋଷଣା କରିଛି। ବାଂଲାଦେଶକୁ ସମର୍ଥନ ଜଣାଇ ପାକିସ୍ତାନ…

ଘୋଷଣା ହେଲା ପଦ୍ମ ପୁରସ୍କାର, ଓଡ଼ିଶାରୁ ୩ ଜଣଙ୍କୁ ମିଳିବ…

ଭୁବନେଶ୍ବର, ୨୫ା୧: ଭାରତ ସରକାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି । ୪୫ଜଣଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି । ଗଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ଆଜି ଏହି ଘୋଷଣା କରାଯାଇଛି । ରାଷ୍ଟ୍ରପତି…

୨୦୨୬ର ପ୍ରଥମ ‘ମନ କି ବାତ’କାର୍ଯ୍ୟକ୍ରମରେ ମତଦାତାଙ୍କ ମହତ୍ୱ କଥା କହିଲେ ମୋଦି

ନୂଆଦିଲ୍ଲୀ,୨୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଜାନୁଆରୀ ୨୫) ୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’ କାର୍ଯ୍ୟକ୍ରମରେ ଦେଶକୁ ଏକ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’। ଆସନ୍ତାକାଲି ଅର୍ଥାତ୍‌…

ଜୀବନ ଯୁଦ୍ଧରେ ହାରିଗଲେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

ଭୁବନେଶ୍ୱର,୨୫।୧: ରବିବାର ସକାଳ ଓଲିଉଡ ଜଗତ ପାଇଁ ଏକ ଦୁଖଦ ସକାଳ ଥିଲା। ବେଶ କିଛିଦିନ ଧରି ଚିକିତ୍ସାଧିନ ଥିବା ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ହୋଇଛି। ଏହି ଖବର ପାଇବା ପରେ ସମଗ୍ର ଓଲିଉଡ ଦୁନିଆରେ…

‘ବାଂଲାଦେଶ ଆଡକୁ ଆଖି ଉଠାଇ ଦେଖିଲେ ପାକିସ୍ତାନ ମିଶାଇଲ…’, ଭାରତକୁ ପୁଣି ଧମକାଇଲାଣି ପାକିସ୍ତାନ

ଇସଲାମାବାଦ,୨୫।୧: ୧୯୭୧ ମସିହାରେ ଭାରତ ବାଂଲାଦେଶର ଲୋକମାନଙ୍କୁ ପାକିସ୍ତାନର ଅତ୍ୟାଚାରରୁ ମୁକ୍ତ କରିଥିଲା, କିନ୍ତୁ ଆଜି ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶ ପୁଣି ଥରେ ସେହି ପାକିସ୍ତାନର କବଳରେ ପଡ଼ିଛି। ଯେଉଁ ଦେଶ ବାଂଲାଦେଶର ଲୋକଙ୍କ ଉପରେ ଏତେ…

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୪ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri