ରାଜ୍ୟ ବାହାରକୁ କାହିଁକି ଯାଇଛନ୍ତି ୮ ବିଧାୟକ, କାରଣ କହିଲେ ତାରା… ରାଜନୀତିରେ ହଇଚଇ

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ତାରା କହିଛନ୍ତି ବିଧାୟକମାନେ ନିଜ ଇଚ୍ଛାରେ…

ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! ଏହି ସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧୩।୩: ଆସନ୍ତା ୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।…

ଲୋକମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି! ଯୁଦ୍ଧ ଭିତରେ ଭାରତ ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୩।୩: ଇରାନ ଯୁଦ୍ଧର ପ୍ରଭାବ ଭାରତରେ ମଧ୍ୟ ଅନୁଭୂତ ହେଉଛି। ଏଲପିଜି ସିଲିଣ୍ଡରକୁ ନେଇ ବ୍ୟାପକ ଆତଙ୍କ ଦେଖାଦେଇଛି। ଗ୍ୟାସର କଳାବଜାରୀ ଶୀର୍ଷରେ ପହଞ୍ଚିଛି। ସାଧାରଣ ଜନତା ବ୍ୟଥିତ ଅବସ୍ଥାରେ। ଲୋକମାନେ ଭୟ କରୁଛନ୍ତି…

ଟି-୨୦ ବିଶ୍ୱକପ୍‌ ବିଜୟ ପରେ ଶ୍ରୀଲଙ୍କା, ଆୟର୍ଲାଣ୍ଡ ଗସ୍ତ କରିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୩।୩: ଟି-୨୦ ବିଶ୍ୱକପ୍‌ ବିଜୟ ପରେ ଟିମ୍‌ ଇଣ୍ଡିଆର ବ୍ୟସ୍ତ କାର୍ଯ୍ୟସୂଚୀ ରହିଛି। ରିପୋର୍ଟ ଅନୁସାରେ, ଭାରତୀୟ ଦଳ ଶ୍ରୀଲଙ୍କା ଏବଂ ଆୟର୍ଲାଣ୍ଡ ଗସ୍ତ କରି ଟି-୨୦ ସିରିଜ ଖେଳିବାର ଯୋଜନା ରଖିଛି। ସମ୍ପ୍ରତି…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ, ସ୍କୁଲରେ ମିଳିବ ଶାରୀରିକ….

ଭୁବନେଶ୍ବର,୧୩।୩: ସୁରୁଖୁରୁରେ ଚାଲିଛି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ । ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବା ବେଳେ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ତେବେ ତୃତୀୟରୁ ଅଷ୍ଟମ…

ବିପଦରେ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ, କଟକଣା ସତ୍ତ୍ୱେ ପଶି ଆସୁଛନ୍ତି…

କେନ୍ଦ୍ରାପଡ଼ା,୧୩ା୩ (ଜଗନ୍ନାଥ ଧଳ): ବିରଳ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ପ୍ରଜନନ ସ୍ଥଳ ଗହୀରମଥା ଏବେ ପ୍ରକୃତିର କ୍ରୋଧ ସହ କୃତ୍ରିମ ବିପଦ ସହିତ ଲଢ଼ୁଛି। ବିଶ୍ୱପ୍ରସିଦ୍ଧ ଏହି ଏନ୍ତୁଡ଼ିଶାଳରେ ଶାବକ ଜନ୍ମ ନେବା ପୂର୍ବରୁ ବହୁ…

ଇରାନର ‘ମାଷ୍ଟରମାଇଣ୍ଡ’ ଅଲି ଜାଫରୀ: ଯାହାଙ୍କ ରଣନୀତି ଆଗରେ ଫେଲ୍ ମାରିଲା ଆମେରିକା-ଇସ୍ରାଏଲର ‘ଅପରେସନ ଏପିକ ଫ୍ୟୁରୀ’!

ତେହରାନ୍‌,୧୩।୩: ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ମିଳିତ ଭାବେ ଇରାନ ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲେ। ଏଥିରେ ଇରାନର ସର୍ବୋଚ୍ଚ ନେତା ଆୟାତୁଲ୍ଲା ଖାମେନେଇଙ୍କ ସମେତ ସମସ୍ତ ଶୀର୍ଷ ସାମରିକ କମାଣ୍ଡର ନିହତ ହୋଇଥିଲେ। କିନ୍ତୁ ଆଶ୍ଚର୍ଯ୍ୟର…

ଶେଷରେ ମୁଣ୍ଡ ନୁଆଁଇଲେ ଟ୍ରମ୍ପ: ନିଜ ଖେଳରେ ନିଜେ ଫସିଗଲେ, ମିଳିଲା ବଡ଼ ପ୍ରମାଣ

ଓ୍ବାଶିଂଟନ୍‌,୧୩।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷର ୧୪ତମ ଦିନ। ଯୁଦ୍ଧର ପ୍ରଥମ ଦିନରୁ ଆମେରିକା ଏହାର ଆସନ୍ନ ବିଜୟ ସମ୍ପର୍କରେ ବିଭିନ୍ନ ଦାବି କରିଆସୁଛି। ସର୍ବୋଚ୍ଚ ନେତା ଖାମେନେଇଙ୍କ ମୃତ୍ୟୁ ପରେ ଏହା ଦୃଢ଼ ଭାବରେ କୁହାଯାଇଥିଲା…

୨୦୨୭ ବିଶ୍ୱକପ୍ ଉପରେ BCCIର ନଜର: ରୋହିତ-ବିରାଟଙ୍କୁ ନେଇ ବଡ଼ ପ୍ଲାନ୍!

ମୁମ୍ବାଇ,୧୩।୩: ଟି-୨୦ ବିଶ୍ୱକପ୍ ସଫଳତା ପରେ ଏବେ ବିସିସିଆଇର ପରବର୍ତ୍ତୀ ଟାର୍ଗେଟ୍ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ୍। ୨୦୧୧ ପରଠାରୁ ଦୀର୍ଘ ପ୍ରତୀକ୍ଷିତ ଏହି ଟ୍ରଫି ହାସଲ ପାଇଁ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ନେଇ ଏକ ସ୍ୱତନ୍ତ୍ର ରଣନୀତି…

ବିନା କାରଣରେ ସମ୍ପୂର୍ଣ୍ଣ ବ୍ୟବସାୟିକ ଆକାଉଣ୍ଟ ସିଜ୍ କରିପାରିବନି ପୋଲିସ: ହାଇକୋର୍ଟ

କଟକ, ୧୩।୩: ସକ୍ରିୟ ବ୍ୟବସାୟ ଅନୁଷ୍ଠାନର ସମ୍ପୁର୍ଣ୍ଣ ପାଣ୍ଠିକୁ ସିଜ୍ କରିପାରିବନି ପୋଲିସ୍। ଏକ ମାମଲାର ଶୁଣାଣି କରିବା ମସୟରେ ଏଭଳି ଗୁରୁତ୍ବପୁର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ। ଅପରାଧିକ ତଦନ୍ତ ସମୟରେ ପୋଲିସ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିପାରିବ, କିନ୍ତୁ ବିନା…

ଯୁଦ୍ଧ ମଝିରେ ଟ୍ରମ୍ପଙ୍କୁ ଭୟଙ୍କର ଧମକ ଦେଲା ଇରାନ, କହିଦେଲା ଏମିତି, ଆମେରିକା ଛାନିଆ!

ଓ୍ବାଶିଂଟନ,୧୩।୩: ଆମେରିକା ଏବଂ ଇସ୍ରାଏଲ ଇରାନକୁ ଏକ ଭୟଙ୍କର ଧ୍ୱଂସାତ୍ମକ ଦୃଶ୍ୟ ଉପସ୍ଥାପନ କରିଛନ୍ତି ଯାହା ହୃଦୟ ବିଦାରକ। ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆହୁରି ଗଭୀର ହେଉଛି। ଇରାନର ଭିତ୍ତିଭୂମି, ତୈଳ ପ୍ଲାଣ୍ଟ, ସାମରିକ ଏବଂ ବାୟୁସେନା ଘାଟି ନଷ୍ଟ ହୋଇଯାଇଛି। ହର୍ମୁଜ୍‌…

କଂଗ୍ରେସର ୮ ଗଲେ, ୬ ରହିଲେ

ଭୁବନେଶ୍ୱର, ୧୩।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି ଭିତରେ ସବୁ ଦଳକୁ ବର୍ତ୍ତମାନ କ୍ରସ୍‌ ଭୋଟିଂ ଭୟ…

ଯୁଦ୍ଧ ଭିତରେ ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ ଏତେ ବଡ଼ କଥା, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୧୩।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦି ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଛନ୍ତି “ମୁଁ ଗମ୍ଭୀର ଆଞ୍ଚଳିକ ପରିସ୍ଥିତି ଉପରେ ଆଲୋଚନା କରିବା ପାଇଁ ଇରାନ…

ଇରାନ ସହିତ ବିବାଦ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ବୟାନ, ମୋଜ୍‌ତାବା ଖାମେନେଇଙ୍କ ଜୀବନର କୌଣସି ଗ୍ୟାରେଣ୍ଟି…

ତେହରାନ୍‌ ,୧୩।୩: ଇସ୍ରାଏଲ ଏବଂ ଆମେରିକା ଦ୍ୱାରା ଇରାନ ବିରୁଦ୍ଧରେ ଏକ ମିଳିତ ସାମରିକ ଅଭିଯାନ ଚାଲିଛି। ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଘାତକ ଆକ୍ରମଣ ଆରମ୍ଭ କରୁଛି । ଏହି ସଂଘର୍ଷ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏକ…

ଶତ୍ରୁଙ୍କ ବିରୋଧରେ ମୋଜ୍‌ତାବାଙ୍କ ରଣହୁଙ୍କାର, ଆମ ବଳିଦାନର ପ୍ରତିଶୋଧ ନେବୁ

ତେହରାନ୍‌ ,୧୩।୩: ଆମେରିକା-ଇରାନ୍‌ ଯୁଦ୍ଧ ବିରତି ନେଇ ବିଭିନ୍ନ ସ୍ତରରେ ଉଦ୍ୟମ ଚାଲିଥିଲାବେଳେ ଇରାନ୍‌ର ନବ ନିଯୁକ୍ତ ସୁପ୍ରିମ ଲିଡର୍‌ ମୋଜ୍‌ତାବା ଖାମେନେଇ ଆମେରିକା ବିରୋଧରେ ରଣହୁଙ୍କାର ଦେଇଛନ୍ତି। ଇରାନୀୟ ସ୍କୁଲ ପିଲାଙ୍କଠାରୁ ଆରମ୍ଭକରି ଯେଉଁମାନେ ଏହି ଯୁଦ୍ଧରେ ବଳିଦାନ ଦେଇଛନ୍ତି…

ଇରାନ-ଆମେରିକା ଯୁଦ୍ଧ: ନେତାନ୍ୟାହୁଙ୍କ ଜାଲରେ ଫସିଲେ କି ଟ୍ରମ୍ପ?

ନୂଆଦିଲ୍ଲୀ,୧୨।୩: ଇରାନ ବିରୋଧରେ ଜାରି ରହିଥିବା ସାମରିକ ଅଭିଯାନ ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଅଡୁଆ ସୂତା ପାଲଟିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ରଣନୀତିକୁ ସମର୍ଥନ କରି ଟ୍ରମ୍ପ ଏବେ ପଶ୍ଚାତାପ କରୁଥିବା ପରି ମନେହେଉଛି। ବିଶେଷଜ୍ଞଙ୍କ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri