ପିଏମ୍‌ ଶ୍ରୀ ଉତ୍ସବରେ ଅର୍ଚ୍ଚିତାଙ୍କ ସଫଳତା

ଦିଗପହଣ୍ଡି, ୨୫।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କନିଶି ଗ୍ରାମ ପିଏମ୍‌ ଶ୍ରୀ ବାଲାଜୀ ବିଦ୍ୟାପୀଠରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ପିଏମ୍‌ ଶ୍ରୀ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି…

ପ୍ରତିଷ୍ଠା ଉତ୍ସବର ଦିନକ ପରେ ମନ୍ଦିରରୁ ଚୋରି

ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଆନନ୍ଦନଗରରେ ଅବସ୍ଥିତ ନବନିର୍ମିତ ମା’ ତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଗତ ୨୩ ତାରିଖରେ ସରିଛି। ମାତ୍ର ପ୍ରତିଷ୍ଠା ଉତ୍ସବର ଦିନକ ପରେ ଅର୍ଥାତ୍‌ ଗତ ୨୪…

କୋରାପୁଟରେ ହାଇକୋର୍ଟ ମୁଖ୍ୟ ବିଚାରପତି, କହିଲେ ଓକିଲାତି ଏକ ପେସା ନୁହେଁ ବ୍ରତୀ ହେବା ଆବଶ୍ୟକ

କୋରାପୁଟ,୨୫।୧(ଅମିତାଭ ବେହେରା ): ତିନି ଦିନିଆ ଗସ୍ତରେ କୋରାପୁଟ ଆସିଥିବା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ତଣ୍ଡନ ରବିବାର କୋରାପୁଟର ସମସ୍ତ କୋର୍ଟ ବୁଲି ଦେଖିବା ସହ ବାର ଆସୋସିଆନର ସମ୍ବୋଧନା ସଭାରେ…

୧୪ ବଲ୍‌ରେ ଅଭିଷେକଙ୍କ ଅର୍ଦ୍ଧଶତକ

ଗୁଆହାଟୀ,୨୫ା୧- ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ କ୍ରିକେଟ୍‌ ମ୍ୟାଚ୍‌ରେ ଭାରତୀୟ ଓପ୍‌ନର ଅଭିଷେକ ଶର୍ମା ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମାତ୍ର ୧୪ ବଲ୍‌ରେ ୫ ଚୌକା ଓ ୪…

ଗଜପତି ଜିଲାର ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା

ଗଜପତି, ୨୫ା୧(ଗିରିଧାରୀ ପରିଛା): ଗଜପତି ଜିଲାରେ ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳୀୟ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ସାଂଗଠନିକ ଦାୟିତ୍ବ ଘୋଷାଣା କରିଚାଲିଛନ୍ତି…

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହେଲେ ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସିମାଞ୍ଚଳ, ଅଞ୍ଚଳରେ ଖୁସିର ଲହରୀ

ଦିଗପହଣ୍ଡି,୨୫ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହଲ୍ଲାଦ ନାଟକର ହିରନ୍ୟକଶ୍ୟପ ରାଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ (ଗୁରୁ) ସିମାଞ୍ଚଳ ପାତ୍ର(୯୭) ଙ୍କୁ କେନ୍ଦ୍ର ସରକାର…

ବିଶ୍ୱ ପାଇଁ ଭାରତ ଶାନ୍ତିର ଦୂତ: ୭୭ତମ ସାଧାରଣତନ୍ତ୍ର ଦିବସରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ, ୨୫ା୧: ୭୭ତମ ସାଧାରଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତି ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତର ସୁରକ୍ଷା, ନାରୀ ସଶକ୍ତିକରଣ ଏବଂ ବିଶ୍ୱ ଶାନ୍ତି ଉପରେ ଗୁରୁତ୍ୱାରୋପ…

ଅଭିଷେକ, ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ୩-୦ରେ ଭାରତର ଆଗୁଆ ସିରିଜ୍‌ ବିଜୟୀ

ଗୁଆହାଟୀ,୨୫ା୧- ଅଭିଷେକ ଶର୍ମା ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତ ୮ ଉଇକେଟରେ ଜିତି ନେଇଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୫୪ ରନର ବିଜୟ ଲକ୍ଷ୍ୟକୁ…

ପାରିବାରିକ କଳହର କରୁଣ ପରିଣତି, ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆନନ୍ଦପୁୁର/ହାଟଡିହି,୨୫।୧(ସୁଶାନ୍ତ କୁମାର ସାହୁ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ଖାଳିଆମେଣ୍ଟା ପଞ୍ଚାୟତ ଅଧୀନ ନିଆଳିଝରଣ ଗ୍ରାମରେ ଜମିବାଡ଼ି ବିବାଦରୁ ରବିବାର ସନ୍ଧ୍ୟାରେ ଟ୍ରିପଲ ମର୍ଡର ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ସାନ ଭାଇ, ଭାଇ ବୋହୂ…

ମେଟା ପଢୁଛି ଆପଣଙ୍କ ହ୍ୱାଟ୍ସଆପ୍ ମେସେଜ୍, ପୂର୍ବତନ କର୍ମଚାରୀ କଲେ ଖୁଲାସା

ନୂଆଦିଲ୍ଲୀ, ୨୫ା୧: ହ୍ୱାଟ୍ସଆପ୍ ବ୍ୟବହାରକାରୀଙ୍କ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ହ୍ୱାଟ୍ସଆପ୍‌ର ମାଲିକାନା ସଂସ୍ଥା ‘ମେଟା’ ୟୁଜରମାନଙ୍କ ମେସେଜ ପଢ଼ୁଥିବା ସାଙ୍ଘାତିକ ଅଭିଯୋଗ ଲାଗିଛି। ଆମେରିକାର ଏକ କୋର୍ଟରେ ଏନେଇ ମାମଲା ରୁଜୁ ହୋଇଛି। ସାନ୍ ଫ୍ରାନ୍ସିସ୍କୋର ଏକ…

ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ଆଡ଼କୁ ବଢୁଛି ଭାରତ: କିନ୍ତୁ ମୁଣ୍ଡପିଛା ଆୟରେ ପଛରେ କାହିଁକି?

ନୂଆଦିଲ୍ଲୀ, ୨୫ା୧: ଦ୍ରୁତ ଗତିରେ ଆଗେଇ ଚାଲିଛି ଭାରତୀୟ ଅର୍ଥନୀତି, କିନ୍ତୁ ବଢୁନାହିଁ ମୁଣ୍ଡପିଛା ଆୟ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ରିପୋର୍ଟ ଅନୁଯାୟୀ ଭାରତର ଜିଡିପି ୪ ଟ୍ରିଲିୟନ ଡଲାର ଅତିକ୍ରମ କରିସାରିଛି। ଖୁବ୍ ଶୀଘ୍ର ଭାରତ ଜର୍ମାନୀକୁ ପଛରେ…

ସରକାରଙ୍କ ବଡ଼ ଘୋଷଣା, ରୋହିତ ଶର୍ମା ଏବଂ ହରମନପ୍ରୀତ କୌରଙ୍କୁ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ,୨୫।୧:  ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ, ଭାରତ ସରକାର ପଦ୍ମ ପୁରସ୍କାର ପାଇଁ ମନୋନୀତ ୧୩୧ ଜଣଙ୍କ ତାଲିକା ପ୍ରକାଶ କରିଛନ୍ତି । ୧୩୧ ଜଣଙ୍କ ମଧ୍ୟରେ ୯ ଜଣ କ୍ରୀଡା ବ୍ୟକ୍ତିତ୍ୱଙ୍କ ନାମ ରହିଛି । ଏଥିରେ ୨୦୨୪ ମସିହାରେ ଟି-୨୦…

ଟ୍ରମ୍ପଙ୍କ ଭୟରେ ବଙ୍କରରେ ଲୁଚିଲେ ଖାମେନେଇ; ଜାଣନ୍ତୁ ଏବେ କାହା ହାତରେ ଇରାନର ଦାୟିତ୍ୱ…?

ତେହରାନ,୨୫।୧: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏଭଳି ସମୟରେ ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ତେହରାନରେ ନିର୍ମିତ ଏକ ସ୍ବତନ୍ତ୍ର ଭୂତଳ ଆଶ୍ରୟସ୍ଥଳ(ବଙ୍କର୍‌)ରେ ଲୁଚି ରହିଥିବା ରିପୋର୍ଟ ସାମ୍ନାକୁ ଆସିଛି। ଇରାନ…

ବିଜେଡିକୁ କଡ଼ା କାଉଣ୍ଟର କଲେ ଜୟନାରାୟଣ ମିଶ୍ର, ‘ବଞ୍ଚିଥାନ୍ତୁ..ସାଲାଇନ ଦରକାର ହେଲେ ଦେବୁ’

ଭୁବନେଶ୍ବର, ୨୫ା୧: ଗତ କିଛିଦିନ ହେବ ବିଜେଡିରୁ ଅନେକ ନେତା ନିଲମ୍ବନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏହାକୁ ନେଇ ଆଜି ବିଜେଡିକୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟକ ଜୟନାରାୟଣ ମିଶ୍ର । ଭଗବାନ ବିଜେଡିକୁ ଦୀର୍ଘାୟୁ କରନ୍ତୁ କହି…

ICC ଚେତାବନୀ ପରେ ନରମିଲା ପାକିସ୍ତାନ: ଟି-୨୦ ବିଶ୍ୱକପ୍ ପାଇଁ ଘୋଷଣା କଲା ଦଳ

ନୂଆଦିଲ୍ଲୀ,୨୫।୧: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ର କଠୋର ଆଭିମୁଖ୍ୟ ପରେ ନରମିଲା ପାକିସ୍ତାନ କ୍ରିକେଟ ବୋର୍ଡ (PCB)। ଶେଷରେ ଆଗାମୀ ୨୦୨୬ ଟି-୨୦ ବିଶ୍ୱକପ୍ ପାଇଁ ନିଜର ୧୫ ଜଣିଆ ଦଳ ଘୋଷଣା କରିଛି। ବାଂଲାଦେଶକୁ ସମର୍ଥନ ଜଣାଇ ପାକିସ୍ତାନ…

ଘୋଷଣା ହେଲା ପଦ୍ମ ପୁରସ୍କାର, ଓଡ଼ିଶାରୁ ୩ ଜଣଙ୍କୁ ମିଳିବ…

ଭୁବନେଶ୍ବର, ୨୫ା୧: ଭାରତ ସରକାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି । ୪୫ଜଣଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି । ଗଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ଆଜି ଏହି ଘୋଷଣା କରାଯାଇଛି । ରାଷ୍ଟ୍ରପତି…

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୪ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri