ଅମରେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ବିଜେଡ଼ିର ମିଡ଼ିଆ ସେଲ ସଂଯୋଜକ ଭାବେ ଦାୟିତ୍ୱ ତୁଲାଇଥିଲାବେଳେ ବିଜୁ ଛାତ୍ର ଜନତା ଦଳ ଜିଲା ସଭାପତି ଭାବେ ହାଟଡ଼ିହୀ ବ୍ଲକ କଳିଙ୍ଗା ପଞ୍ଚାୟତର ଅମରେନ୍ଦ୍ର ଧଳଙ୍କୁ ନିଯୁକ୍ତି ଦିଆଯାଇଛି…

ସାଧାରଣତନ୍ତ୍ର ଦିବସରେ ବଡ଼ ଅଘଟଣ: ଚୁଆରେ ବୁଡିଗଲେ ଶିଶୁକନ୍ୟା, ଆଉ ତା’ପରେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡି ପଞ୍ଚାୟତ ପାଡ଼ନକେତା ଗ୍ରାମରରେ ଘଟିଯାଇଛି ବଡ଼ ଅଘଟଣ । ଜଣେ ଶିଶୁ କନ୍ୟାଙ୍କ ଚୁଆର ଭରି ପାଣିରେ ବୁଡି ଅମୁଲ୍ୟ ଜୀବନ…

ବରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ, ସମ୍ବିଧାନର ଲିଖିତ ଆଦର୍ଶକୁ ବଜାଜୟ ରଖି…

ବରଗଡ଼,୨୬ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାରେ ଆୟୋଜିତ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ପାଳିତ ହୋଇଛି। ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ…

ମୋଦି-ମୋହନ ସରକାରଙ୍କ ଗୁଣଗାନ କଲେ ଭାଜପା କର୍ମୀ

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଭାଜପା କାର୍ଯ୍ୟାଳୟରେ ସଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି l ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଆଲୋକ ସେଠୀ, ସାଂସଦ ପ୍ରତିନିଧି ଜ୍ଞାନରଞ୍ଜନ…

ଭାରତ ମାତା ପୂଜନ ଉତ୍ସବରେ ଓଲଟା ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୨୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ୧୪ ତମ ଭାରତମାତା ପୂଜନ ଉତ୍ସବ ପାଳନ ସହ ବନ୍ଦେ ମାତରଂର ୧୫୦ତମ ବର୍ଷ ପୂର୍ତ୍ତି ଅବସରରେ ନିଆରା ଢଙ୍ଗରେ…

ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…

ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବାରକୋଟ…

କେଉଁଠି ରହିଲା ଭାରତ

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀରେ ଶାନ୍ତି ସ୍ଥାପନ ନିମନ୍ତେ ଜାତିସଂଘ ଗଠନ କରାଯାଇଥିଲା। ହେଲେ ବିଭିନ୍ନ ଦେଶ ଭିତରେ ବାରମ୍ବାର ଯୁଦ୍ଧ, ସଂଘର୍ଷ ଦେଖାଦେଉଥିଲେ ମଧ୍ୟ ଜାତିସଂଘ ଏବେ କେବଳ ଏକ ଦନ୍ତହୀନ ସଙ୍ଗଠନ ଭାବେ ରହିଛି। ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ହମାସ…

ମ୍ୟାନ୍‌ମାରରେ ଭାରତୀୟ ସେନାର ସର୍ଜିକାଲ ଷ୍ଟ୍ରାଇକ୍: ସରକାର ଖୋଲିଲେ ଗୁପ୍ତ ଅପରେସନର ରହସ୍ୟ

ନୂଆଦିଲ୍ଲୀ, ୨୫ା୧: ଭାରତୀୟ ସେନା ପକ୍ଷରୁ ମ୍ୟାନ୍‌ମାର ସୀମା ଭିତରେ ପଶି କରାଯାଇଥିବା ଏକ ଗୁପ୍ତ ଅପରେସନ କରାଯାଇଛି। ଏ ସମ୍ପର୍କରେ ପ୍ରଥମ କରି ଆନୁଷ୍ଠାନିକ ଘୋଷଣା କରାଯାଇଛି। ୨୦୨୫ ଜୁଲାଇ ମାସରେ କରାଯାଇଥିବା ଏହି ସର୍ଜିକାଲ ଷ୍ଟ୍ରାଇକ୍ କରାଯାଇଥିଲା। ଏଥିପାଇଁ…

ବାଂଲାଦେଶକୁ ‘ଧୋକା’ ଦେଲା ପାକିସ୍ତାନ, ଆଗକୁ ଠେଲିଦେଇ ନିଜେ…

ନୂଆଦିଲ୍ଲୀ, ୨୫ା୧: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ କ୍ରିକେଟ ଜଗତରେ ଏକ ବଡ଼ ଧରଣର ବିବାଦ ଦେଖାଦେଇଛି। ବାଂଲାଦେଶକୁ ସମର୍ଥନ କରି ବିଶ୍ୱକପ୍ ବୟକଟ୍ କରିବାକୁ ଧମକ ଦେଇଥିବା ପାକିସ୍ତାନ ଶେଷ ମୁହୂର୍ତ୍ତରେ ନିଜର ଆଭିମୁଖ୍ୟ ବଦଳାଇ ଦଳ ଘୋଷଣା କରିଛି।…

ଅଲ୍‌ବିଦା ଅଭିଜିତ୍‌: ଜାଣନ୍ତୁ କେମିତି ପାଇଥିଲେ ସଂଘର୍ଷରୁ ସଫଳତା

ଅଲ୍‌ବିଦା ଅଭିଜିତ୍‌। ଓଡ଼ିଆ ଚଳଚ୍ଚିତ୍ର ହେଉ କି ଆଲବମ୍‌ ଅବା ଷ୍ଟେଜ୍‌ ଶୋ’-ସେ ସତେଯେମିତି ତାଙ୍କର ଆଧିପତ୍ୟ ବିସ୍ତାର କରି ରହିଥିଲେ। ଗୀତ ଯେଉଁଭଳି ହେଉନା କାହିଁକି ତାକୁ ସେ ଏଭଳି ସ୍ବରାୟିତ କରୁଥିଲେ, ଯାହା ଶ୍ରୋତାଙ୍କୁ ପ୍ରଭାବିତ କରିବାରେ ସକ୍ଷମ…

କୋଲକାତାରେ ଭାଜପା-ଟିଏମସି କର୍ମୀ ମୁହାଁମୁହିଁ: ପରସ୍ପରର କାର୍ଯ୍ୟକ୍ରମରେ ଭଙ୍ଗାରୁଜା

କୋଲକାତା, ୨୫ା୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଚରମ ସୀମାରେ ପହଞ୍ଚିଛି। ରବିବାର ସନ୍ଧ୍ୟାରେ କୋଲକାତାର ସାଖେରବଜାର ଏବଂ ବେହାଲା ପଶ୍ଚିମ ଅଞ୍ଚଳରେ ଭାଜପା ଏବଂ ତୃଣମୂଳ କଂଗ୍ରେସ (TMC) କର୍ମୀଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ଘଟିଛି। ଏହି…

ବିଶ୍ୱ ପାଇଁ ଭାରତ ଶାନ୍ତିର ଦୂତ: ୭୭ତମ ସାଧାରଣତନ୍ତ୍ର ଦିବସରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ, ୨୫ା୧: ୭୭ତମ ସାଧାରଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତି ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତର ସୁରକ୍ଷା, ନାରୀ ସଶକ୍ତିକରଣ ଏବଂ ବିଶ୍ୱ ଶାନ୍ତି ଉପରେ ଗୁରୁତ୍ୱାରୋପ…

ଅଭିଷେକ, ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ୩-୦ରେ ଭାରତର ଆଗୁଆ ସିରିଜ୍‌ ବିଜୟୀ

ଗୁଆହାଟୀ,୨୫ା୧- ଅଭିଷେକ ଶର୍ମା ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତ ୮ ଉଇକେଟରେ ଜିତି ନେଇଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୫୪ ରନର ବିଜୟ ଲକ୍ଷ୍ୟକୁ…

ପାରିବାରିକ କଳହର କରୁଣ ପରିଣତି, ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆନନ୍ଦପୁୁର/ହାଟଡିହି,୨୫।୧(ସୁଶାନ୍ତ କୁମାର ସାହୁ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ଖାଳିଆମେଣ୍ଟା ପଞ୍ଚାୟତ ଅଧୀନ ନିଆଳିଝରଣ ଗ୍ରାମରେ ଜମିବାଡ଼ି ବିବାଦରୁ ରବିବାର ସନ୍ଧ୍ୟାରେ ଟ୍ରିପଲ ମର୍ଡର ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ସାନ ଭାଇ, ଭାଇ ବୋହୂ…

ମେଟା ପଢୁଛି ଆପଣଙ୍କ ହ୍ୱାଟ୍ସଆପ୍ ମେସେଜ୍, ପୂର୍ବତନ କର୍ମଚାରୀ କଲେ ଖୁଲାସା

ନୂଆଦିଲ୍ଲୀ, ୨୫ା୧: ହ୍ୱାଟ୍ସଆପ୍ ବ୍ୟବହାରକାରୀଙ୍କ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ହ୍ୱାଟ୍ସଆପ୍‌ର ମାଲିକାନା ସଂସ୍ଥା ‘ମେଟା’ ୟୁଜରମାନଙ୍କ ମେସେଜ ପଢ଼ୁଥିବା ସାଙ୍ଘାତିକ ଅଭିଯୋଗ ଲାଗିଛି। ଆମେରିକାର ଏକ କୋର୍ଟରେ ଏନେଇ ମାମଲା ରୁଜୁ ହୋଇଛି। ସାନ୍ ଫ୍ରାନ୍ସିସ୍କୋର ଏକ…

ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ଆଡ଼କୁ ବଢୁଛି ଭାରତ: କିନ୍ତୁ ମୁଣ୍ଡପିଛା ଆୟରେ ପଛରେ କାହିଁକି?

ନୂଆଦିଲ୍ଲୀ, ୨୫ା୧: ଦ୍ରୁତ ଗତିରେ ଆଗେଇ ଚାଲିଛି ଭାରତୀୟ ଅର୍ଥନୀତି, କିନ୍ତୁ ବଢୁନାହିଁ ମୁଣ୍ଡପିଛା ଆୟ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ରିପୋର୍ଟ ଅନୁଯାୟୀ ଭାରତର ଜିଡିପି ୪ ଟ୍ରିଲିୟନ ଡଲାର ଅତିକ୍ରମ କରିସାରିଛି। ଖୁବ୍ ଶୀଘ୍ର ଭାରତ ଜର୍ମାନୀକୁ ପଛରେ…

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୪ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri