ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬ ଉଦ୍‌ଘାଟିତ ହୋଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଥମଥର…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ କରି ୧୫ ଦିନ ମଧ୍ୟରେ ରିପୋର୍ଟ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା । ହେଲେ ଜ୍ବାଇଁ ହଠାତ୍ କ୍ରୋଧିତ…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ ହେବ । ୬ ମାସ ତଳେ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା, ମୋହନା, କାଶୀନଗର, ଗୋଷାଣୀ ବ୍ଲକରେ ଚାଷୀ…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି ସଙ୍କଟ। ଭାରତ ମଧ୍ୟ ଏହି ସମସ୍ୟାରୁ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। Dharitri – Odisha’s No.1 Odia Daily

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟ ଅନୁଯାୟୀ, ଦେଶର ମୋଟ ବେକାରୀ…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା ପରେ ଏବେ ଅନେକ ପ୍ରଶ୍ନ ଉଠିଛି। କ’ଣ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ ଟିକେଟ୍‌ ଦେଇଛି। ଭାଜପା ଶୁଭେନ୍ଦୁ ଅଧିକାରୀଙ୍କୁ ନନ୍ଦିଗ୍ରାମ ଏବଂ ଭବାନୀପୁରରୁ ପ୍ରାର୍ଥୀ କରିଛି,…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କରିଛନ୍ତି। କେଉଁ କାରଣରୁ ଏଭଳି ଦୁର୍ଭାଗ୍ୟଜନକ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ ଗ୍ୟାସ’ ବା PNG ବ୍ୟବହାର କରିବାକୁ ଗ୍ରାହକମାନଙ୍କୁ ପରାମର୍ଶ ଦିଆଯାଇଛି। କେବଳ ସେତିକି…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ କହିଛନ୍ତି, ବାଧ୍ୟତାମୂଳକ ଋତୁସ୍ରାବ ଛୁଟି ଦିଆଗଲେ ତାହା ମହିଳାଙ୍କ ନିଯୁକ୍ତି ଉପରେ ପ୍ରତିକୂଳ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ…

ଆଜି ରାଜ୍ୟ ସଭା ଭୋଟ, ମଇଦାନରେ ୫ ପ୍ରାର୍ଥୀ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ସୋମବାର ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। ଖାଲି ହେବାକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri