ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ ହାଟିଂ ସୁନାନଦୀ ଅବବାହିକାରେ ଥିବା ଏକ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ…

ପାରିବାରିକ କଳହ ନେଲା ଜୀବନ, ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳା ମୃତ

ଗୁଣୁପୁର,୨୯ା୧(ସଂକେତ ପାତ୍ର/ସୁଜାତା ପାଢ଼ୀ ): ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳାଙ୍କ ମୃତ୍ୟୁ। ଏହି ଅଭାବନୀୟ ଘଟଣାଟି ଘଟିଛି ରାୟଗଡା ଜିଲା ଗୁଣପୁର ମେଡିକାଲ କଲୋନୀରେ। ଭିଣୋଇ ଏବଂ ଶଳା ମଧ୍ୟରେ କିଛି କଥାକୁ ନେଇ…

ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ

ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ମେରିଙ୍ଗି ଗ୍ରାମରେ।…

ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ

କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ କାକରରେ ଚାଷୀମାନେ ଖୋଲା ପଡ଼ିଆରେ ଦିନରାତି…

୨୧୧ ଯାତ୍ରୀକୁ ନେଇ ଯାଉଥିବା ଇଣ୍ଡିଗୋ ବିମାନରେ ଧକ୍କା ହେଲା ପକ୍ଷୀ, ଆଉ ତା’ପରେ…

ନୂଆଦିଲ୍ଲୀ,୨୯।୧: ଗୋଆରୁ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଶମଶାବାଦ) ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୁଧବାର ପକ୍ଷୀ ଧକ୍କା ହୋଇଥିଲା। ବିମାନ ଭିତରେ ୨୧୧ ଜଣ ଯାତ୍ରୀ ବସିଥିଲେ। ପାଇଲଟ ତୁରନ୍ତ ପରିସ୍ଥିତିର ମୂଲ୍ୟାଙ୍କନ…

ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ, ସିଜେଆଇ କହିଲେ…

ନୂଆଦିଲ୍ଲୀ,୨୯ା୧: ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍‌ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ  ମନ୍ତବ୍ୟ ଦେଇଥିଲେ ଯେ, ଆମକୁ ଏକ ଜାତିହୀନ ସମାଜ ଆଡ଼ିକୁ…

Economic Survey 2026: ବଜେଟ୍ ପୂର୍ବରୁ ଖୁସିଖବର, ଜିଡିପି ଅଭିବୃଦ୍ଧି…

ନୂଆଦିଲ୍ଲୀ,୨୯।୧: କେନ୍ଦ୍ରୀୟ ବଜେଟ ପୂର୍ବରୁ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ଦଲିଲ୍ ସ୍ପଷ୍ଟ ଭାବରେ ସୂଚିତ କରୁଛି ଯେ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ସତ୍ତ୍ୱେ ଭାରତର ଅଭିବୃଦ୍ଧି…

‘Reform, Perform, and Transform…’ ବଜେଟ ପୂର୍ବରୁ ଦେଶକୁ କି ବାର୍ତ୍ତା ଦେଲେ ମୋଦି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୨୯।୧: ଦେଶର ରାଜନୈତିକ ଏବଂ ଅର୍ଥନୈତିକ ଦିଗ ନିର୍ଣ୍ଣୟ କରୁଥିବା ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ, ପ୍ରମୁଖ ଅର୍ଥନୈତିକ ନିଷ୍ପତ୍ତି ଏବଂ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ଉଷ୍ମ ବିତର୍କ ହେବ।…

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର, ମୁଖାଗ୍ନି ଦେଲେ…

ମୁମ୍ବାଇ,୨୯।୧: ମହାରାଷ୍ଟ୍ରର ପୁଣେ ଜିଲାର ବାରାମତିର ବିଦ୍ୟା ପ୍ରତିଷ୍ଠାନରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ବାରାମତି ବିମାନବନ୍ଦର ନିକଟରେ ରନୱେରୁ ମାତ୍ର ୨୦୦ ମିଟର ଦୂରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ଅଜିତଙ୍କ ମୃତ୍ୟୁ…

ଏହି ୩ IASଙ୍କୁ ମିଳିବ ଏସିଏସ୍‌ ପାହ୍ୟା: ଖୁବ୍‌ଶୀଘ୍ର IAS ସ୍ତରରେ ହେବ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୨୯ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୩ ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଖୁବ୍‌ଶୀଘ୍ର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା ମିଳିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗୋପବନ୍ଧୁ ଏକାଡେମୀର ଡାଇରେକ୍ଟର ଜେନେରାଲ ତଥା…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର ସ୍କ୍ରିନରେ ପ୍ରକାଶ ପାଇଲା, ସେ ପଚାରିଲେ, ଆରେ…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି କୁକୁଟାରୁ ଉଡ଼ାଣ ଭରିବା ପରେ ଓକାନା…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର ବୋଲି ଦାବି କରିଛି ସେହି ରାଜ୍ୟର ଜନସେନା ଦଳ। ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପବନ…

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଟିମ୍ ସେଇଫର୍ଟଙ୍କ (୬୨) ଓ ଡେଭନ କନୱେଙ୍କ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ । ଯେଉଁମାନେ ବିକ୍ରି କରିବେ ସେମାନଙ୍କର ଲାଇସେନ୍ସ ବାତିଲ କରିବା ନେଇ ବିଏମସି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri