ହାଇକୋର୍ଟଙ୍କ ବଡ଼ ରାୟ: ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…

କଟକ,୨।୨: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହ ବିଚ୍ଛେଦ ଅଥବା ଛାଡପତ୍ର ହୋଇ ସାରିଥିବା ନିର୍ଭରଶୀଳ ଝିଅଙ୍କୁ ପରିବାର ପେନସନ ମିଳିବ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ଉପରେ ନିର୍ଭର କରୁଥିବା…

୪ ବର୍ଷ ଧରି ଝିଅକୁ ବଳାତ୍କାର କରୁଥିଲେ ବାପା, ଅଶ୍ଳୀଳ ଭିଡିଓ ଦେଖାଇ…

ଗାନ୍ଧୀନଗର,୨।୨:  ଗୁଜୁରାଟର ରାଜକୋଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୧୯ ବର୍ଷୀୟ ଝିଅକୁ ଚାରି ବର୍ଷ ଧରି ନିଜ ବାପା ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ତେବେ ଝିଅଟି…

ବଜେଟ୍‌କୁ ନିନ୍ଦା କରିବା ପରେ ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ପୂର୍ବରୁ ବିଜେଡି ଥିଲାବେଳେ…

ଭୁବନେଶ୍ୱର,୨।୨: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ କାଉଣ୍ଟର କରିଛନ୍ତି। ନବୀନ ବଜେଟ୍‌ ୨୦୨୬କୁ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କୁ ବଡ଼ ପ୍ରଶ୍ନ କରିଛନ୍ତି…

ବଜେଟ ୨୦୨୬ ପରେ ୧୦ ଟଙ୍କାର ସିଗାରେଟ ହେବ କେତେ ମହଙ୍ଗା? ଜାଣନ୍ତୁ ସିଗାରେଟ ମୂଲ୍ୟ କେତେ ବଢିବ

ନୂଆଦିଲ୍ଲୀ,୨।୨: ଯଦି ଆପଣ ସିଗାରେଟ ପିଉଛନ୍ତି, ତେବେ ପ୍ୟାକେଜିଂରେ ଥିବା ଚେତାବନୀ କେବଳ ସ୍ୱାସ୍ଥ୍ୟ ସମ୍ୱନ୍ଧୀୟ ନୁହେଁ, ବରଂ ବର୍ତ୍ତମାନ ଏହା ସିଧାସଳଖ ଆପଣଙ୍କ ପକେଟକୁ ପ୍ରଭାବିତ କରୁଛି। ଫେବୃଆରୀ 1 ରେ ଉପସ୍ଥାପିତ…

ବଡ଼ ଧରଣର ଚଢାଉ: ଧରାପଡ଼ିଲେ ଦୁର୍ଦ୍ଦାନ୍ତ ଗୋ ମାଫିଆ

ରାଉରକେଲା,୨।୨: ରାଉରକେଲା ପୋଲିସ ସୋମବାର ବିଶ୍ରା ଥାନା ଗୁଡଗୁଡ ଜୋର ଅଞ୍ଚଳରେ ଏକ ବଡ଼ ଧରଣର ଚଢାଉ କରିଛି। ପୋଲିସ ଏକ ଗୋମାଫିଆଙ୍କ ଭଡା ଘରେ ଚଢାଉ କରି ୪ଟି ପିସ୍ତଲ ସହ ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଜି ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ…

ଶେଖ ହାସିନାଙ୍କୁ ବଡ଼ ଝଟ୍‌କା: କୋର୍ଟ ଦେଲେ ବଡ଼ ରାୟ

ଢାକା,୨।୨: ବାଂଲାଦେଶର ଏକ କୋର୍ଟ ସରକାରୀ ଗୃହ ପ୍ରକଳ୍ପ ଜମି ଆବଣ୍ଟନରେ ଅନିୟମିତତା ସହିତ ଜଡିତ ଦୁଇଟି ପୃଥକ ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଢାକାର ସୱତନ୍ତ୍ର ବିଚାରପତି କୋର୍ଟ-୪ର ବିଚାରପତି…

ସ୍ବାସ୍ଥ୍ୟ ପାଇଁ ୦.୫%

କ୍ରମାଗତ ୯ମ ଥର ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଫେବୃଆରୀ ୧ରେ ୨୦୨୬-୨୭ ଆର୍ଥିକ ବର୍ଷ ସକାଶେ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଭାଷଣ ପରେ ହଠାତ୍‌ ଶେୟାର ବଜାର ସେନ୍‌ସେକ୍ସ ୧୮୦୦ରୁ ଊର୍ଦ୍ଧ୍ୱ ପଏଣ୍ଟ ହ୍ରାସ ପାଇଥିଲା। ଆର୍ଥିକ…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨ା୨: ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ୫ ଜିଲାରେ ୬ ଦିନ ରହଣି କରିବେ ରାଷ୍ଟ୍ରପତି। ଏହି ୬ ଦିନରେ ରାଷ୍ଟ୍ରପତିଙ୍କ ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜରେ ବିଭିନ୍ନ…

୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ରବିନାରାୟଣ ଜେନା): ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ହେଲେ କ୍ଷମତା ଅଧିକାରୀଙ୍କୁୁ ଏଭଳି…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ବଜେଟ୍ ଏକ ଅଭିବୃଦ୍ଧି ମୂଳକ ବଜେଟ୍…

ଶେୟାର ବଜାରକୁ ପସନ୍ଦ ଆସିଲାନି ବଜେଟ୍, ନିବେଶକଙ୍କ ୧୧ ଲକ୍ଷ କୋଟି ଟଙ୍କା ବୁଡ଼ିଲା

ମୁମ୍ବାଇ,୧।୨: ବଜେଟ୍ ଉପସ୍ଥାପନା ପରେ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବଜେଟକୁ ନେଇ ନିବେଶକଙ୍କ ମଧ୍ୟରେ ହତାଶା ଏବଂ କେତେକ ଟିକସ ନିୟମରେ ପରିବର୍ତ୍ତନ ଯୋଗୁଁ ଦଳାଲ୍ ଷ୍ଟ୍ରିଟ୍‌ରେ ହାହାକାର ପଡ଼ିଯାଇଛି। କାରବାର ଶେଷ ସୁଦ୍ଧା ସେନସେକ୍ସ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ ସେୟାର ବଜାର ହ୍ରାସକୁ ନେଇ ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି,…

ବଜେଟକୁ କଟାକ୍ଷ କଲେ ମମତା: କହିଲେ ‘ହମ୍ପଟି ଡମ୍ପଟି’ ବଜେଟ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି। ବଜେଟକୁ ନେଇ ନିରାଶା ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବଜେଟକୁ ତୀବ୍ର ସମାଲୋଚନା କରି ଏହାକୁ ଏକ “ହମ୍ପଟି ଡମ୍ପଟି ବଜେଟ”…

ନିର୍ମଳାଙ୍କ ବଜେଟ୍‌ ଉପସ୍ଥାପନ ପରେ ଅମିତ ଶାହାଙ୍କ ପ୍ରତିକ୍ରିୟା, କହିଲେ ୨୦୪୭ ସୁଦ୍ଧା ହେବ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ଲଗାତର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ବଜେଟ୍‌ ସମୟରେ ଅନେକ ବଡ଼ ଘୋଷଣା କରାଯାଇଛି। ବଜେଟ୍‌ ଘୋଷଣା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପ୍ରତିକ୍ରିୟା ଦେଇଥିଲେ।…

ଦେଶ ଉପରେ କେତେ ଋଣ, କେଉଁଠି ଖର୍ଚ୍ଚ ହେବ ଆପଣଙ୍କ ଟଙ୍କା? ଜାଣନ୍ତୁ ଚଳିତବର୍ଷର ବଜେଟ୍‌ ସାଇଜ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଦେଶର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବର୍ଷ, ସରକାର ଅଭିବୃଦ୍ଧିର ଗତି ବଜାୟ ରଖି ଆର୍ଥିକ ଶୃଙ୍ଖଳାର ଏକ ଦୃଢ଼ ଉଦାହରଣ ସ୍ଥାପନ କରିଛନ୍ତି। ଚଳିତ ବର୍ଷ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri