ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍‌ଏସି ନିର୍ୱାଚନ ବାଲଟ୍‌ରେ ହେଉ

ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ…

ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…

ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି । ପଣ୍ଡିତ ବ୍ରାହ୍ମଣଙ୍କ ବେଦ ମନ୍ତ୍ରରେ…

‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ଏନ୍‌ସିପି ନେତା କଲେ ବଡ଼ ଦାବି

ମୁମ୍ୱାଇ,୩।୨: ମହାରାଷ୍ଟ୍ରରେ ଚାଲିଥିବା ‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ମଙ୍ଗଳବାର ଦାବି ଉଠିଛି। ଏନସିପି ନେତା ଅମୋଲ ମିଟକାରୀ କହିଛନ୍ତି, ଅଜିତ ଦାଦା ମହିଳାମାନଙ୍କ ପ୍ରିୟ ଭାଇ ରହିଥିଲେ। ସେ ଯେତେବେଳେ…

‘ପ୍ରଚେଷ୍ଟା ଜାରି ରହିଲେ ସଫଳତା ଆପେ ଆପେ ମିଳିବ’ , ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗ ଦେଇ ଏମିତି କହିଲେ…

ଭଞ୍ଜନଗର,୩/୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ୪୪ ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଡେପୁଟି କଲେକ୍ଟର ରଚିତା ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ମାରି ଲହୁଲୁହାଣ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲିଙ୍କ ପୂର୍ବରୁ ଥିବା ରେକର୍ଡ…

ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ

ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମଙ୍ଗଳବାର ସଂସଦ ବାହାରେ ଗଣମାଧ୍ୟମକୁ ସୂଚନା ଦେଇ ସେ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ବାଚସ୍ପତି: ୮ ଏମ୍‌ପିଙ୍କୁ ସଂସଦରୁ କଲେ ନିଲମ୍ବନ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୨: ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍‌ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି ଏମ୍‌ପିମାନଙ୍କ ମଧ୍ୟରେ ଅମରିନ୍ଦର ସିଂ ରାଜା ୱାରିଂ, ହିବି ଏଡେନ, ମାଣିକମ ଟାଗୋର…

ବୋତଲ ବେପାର

ପାଣିର ଉପସ୍ଥିତି ଯୋଗୁ ପୃଥିବୀରେ ଆମେ ତିଷ୍ଠିଛେ। ସେହି ପାଣି ଏବେ ଦ୍ରୁତଗତିରେ ପ୍ରଦୂଷିତ ହେବାରେ ଲାଗିଛି। କୁହାଯାଉଛି, ଭବିଷ୍ୟତରେ ସବୁଠାରୁ ବଡ଼ ସଙ୍କଟ ଭାବେ ଜଳ ଉଭା ହେବ। ନିକଟ ଅତୀତକୁ ଦେଖିଲେ ମଧ୍ୟପ୍ରଦେଶର ଇନ୍ଦୋରରେ ଦୂଷିତ ପାଣି ପିଇ…

ଟାରିଫ୍‌ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ

ନୂଆଦିଲ୍ଲୀ,୩ା୨: ଭାରତ-ଆମେରିକା ବାଣିଜ୍ୟ ବୁଝାମଣା ପରେ ଆମେରିକା ଭାରତ ଉପରୁ ଟାରିଫ୍‌ ହ୍ରାସ କରିବାକୁ ଘୋଷଣା କରିଛି। ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍‌ ରହିଥିଲା ବେଳେ ଏବେ ଏହା ୧୮%କୁ ଖସିଛି। ରୁଷିଆରୁ ଭାରତ ତୈଳ ଆମଦାନୀ ବନ୍ଦ କରିବାକୁ…

ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଇ-ଲଟେରିରେ ମିଳିବ ବାଲି, ପଥର ଖଣି

ଭୁବନେଶ୍ୱର,୩।୨(ସୁନିତ୍‌ ମିଶ୍ର):ରାଜ୍ୟରେ ବାଲି, ଗୋଡି, ମୋରମ ଓ ପଥର ଭଳି ଲଘୁ ଖଣିଜ ସମ୍ପଦର ଚୋରାଚାଲାଣ ରୋକିବା ଦିଗରେ ରାଜ୍ୟ ସରକାର ନୂଆ ବାଟ ତିଆରି କରିଛନ୍ତି। ଏହି ସମସ୍ତ ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ…

୨ ଦିନରେ ୧୭୭ ଆତଙ୍କବାଦୀ ନିହତ

ଇସ୍‌ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍‌ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…

୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ

ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮…

“ଅପାର ସୁଯୋଗର ଦ୍ୱାର ଖୋଲିବ”: ଟାରିଫ୍ ହ୍ରାସ ପରେ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୨: ଭାରତୀୟ ସାମଗ୍ରୀ ଉପରେ ଆମେରିକା ଶୁଳ୍କ କୋହଳ କରିଛି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଟ୍ୟାରିଫ୍ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ…

ଭାରତ ପାଇଁ ଖୁସି ଖବର: ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଟ୍ରମ୍ପ କଲେ ବଡ ଘୋଷଣା

ନୂଆଦିଲ୍ଲୀ,୨।୨: ଭାରତ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଲାଗୁ ହୋଇଥିବା ଟ୍ୟାରିଫ୍ ବା ଆମଦାନୀ ଶୁଳ୍କକୁ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କରିବା ପାଇଁ…

ସିଗାରେଟ୍ ଦରରେ ବଡ଼ ବୃଦ୍ଧି: ପ୍ୟାକେଟ୍ ପିଛା ଏତିକି ଟଙ୍କା ଯାଏ ବଢ଼ିଲା ଦାମ୍

ନୂଆଦିଲ୍ଲୀ,୨।୨: ଫେବୃୟାରୀ ୧, ଆରମ୍ଭରୁ ଦେଶରେ ସିଗାରେଟ୍ ଏବଂ ତମାଖୁ ଜାତ ଦ୍ରବ୍ୟର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି। କେନ୍ଦ୍ର ସରକାର ତମାଖୁ ଉପରେ ଅତିରିକ୍ତ ଅବକାରୀ ଶୁଳ୍କ ଏବଂ ସ୍ୱାସ୍ଥ୍ୟ ସେସ୍ ଲାଗୁ କରିବା ପରେ ଏହି ମୂଲ୍ୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri