ଗଞ୍ଜାମରେ ବଢ଼ିଲ କୃଷ୍ଣସାର ମୃଗଙ୍କ ସଂଖ୍ୟା

ଗଞ୍ଜାମରେ ବଢ଼ିଲ କୃଷ୍ଣସାର ମୃଗଙ୍କ ସଂଖ୍ୟା ଗଞ୍ଜାମ,୩।୨(ବିଦ୍ୟାଧର ସାହୁ):ଗଞ୍ଜାମରେ ବୃଦ୍ଧି ପାଇଛି କୃଷ୍ଣସାର ମୃଗଙ୍କ ସଂଖ୍ୟା। ଏ ନେଇ ପିସିସିଏଫ ବନ୍ୟପ୍ରାଣୀ ଏକ୍ସରେ ସୂଚନା ଦେଇଛନ୍ତି। ପ୍ରଶିକ୍ଷିତ ଟିମ, ଡ୍ରୋନ ଓ AI ସହାୟତାରେ ଗଣନା ପରେ ସେ ଏହି ସୂଚନା…

ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ,୩।୨: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ…

ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି

ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା ସମୟରେ ୩୦ରୁ ଅଧିକ ସଙ୍ଘବଦ୍ଧ ଆକ୍ରମଣ…

ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…

ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ। ସୂଚନାଯୋଗ୍ୟ, ତିଗିରିଆ ଥାନା ଶୁଣ୍ଠିପାଳ ଗାଁକୁ ମେଲୋଡି…

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’ ମହିଳାମାନଙ୍କ ପାଇଁ ଏକ ନୂଆ ବିପଦ…

ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍‌ଏସି ନିର୍ୱାଚନ ବାଲଟ୍‌ରେ ହେଉ

ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ…

ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ

ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ: ୮ ବର୍ଷ ମଧ୍ୟରେ ଟଙ୍କା ମୂଲ୍ୟରେ ସବୁଠାରୁ ବଡ଼ ସୁଧାର

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି।…

ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ

ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମଙ୍ଗଳବାର ସଂସଦ ବାହାରେ ଗଣମାଧ୍ୟମକୁ ସୂଚନା ଦେଇ ସେ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ବାଚସ୍ପତି: ୮ ଏମ୍‌ପିଙ୍କୁ ସଂସଦରୁ କଲେ ନିଲମ୍ବନ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୨: ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍‌ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି ଏମ୍‌ପିମାନଙ୍କ ମଧ୍ୟରେ ଅମରିନ୍ଦର ସିଂ ରାଜା ୱାରିଂ, ହିବି ଏଡେନ, ମାଣିକମ ଟାଗୋର…

ବୋତଲ ବେପାର

ପାଣିର ଉପସ୍ଥିତି ଯୋଗୁ ପୃଥିବୀରେ ଆମେ ତିଷ୍ଠିଛେ। ସେହି ପାଣି ଏବେ ଦ୍ରୁତଗତିରେ ପ୍ରଦୂଷିତ ହେବାରେ ଲାଗିଛି। କୁହାଯାଉଛି, ଭବିଷ୍ୟତରେ ସବୁଠାରୁ ବଡ଼ ସଙ୍କଟ ଭାବେ ଜଳ ଉଭା ହେବ। ନିକଟ ଅତୀତକୁ ଦେଖିଲେ ମଧ୍ୟପ୍ରଦେଶର ଇନ୍ଦୋରରେ ଦୂଷିତ ପାଣି ପିଇ…

ଟାରିଫ୍‌ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ

ନୂଆଦିଲ୍ଲୀ,୩ା୨: ଭାରତ-ଆମେରିକା ବାଣିଜ୍ୟ ବୁଝାମଣା ପରେ ଆମେରିକା ଭାରତ ଉପରୁ ଟାରିଫ୍‌ ହ୍ରାସ କରିବାକୁ ଘୋଷଣା କରିଛି। ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍‌ ରହିଥିଲା ବେଳେ ଏବେ ଏହା ୧୮%କୁ ଖସିଛି। ରୁଷିଆରୁ ଭାରତ ତୈଳ ଆମଦାନୀ ବନ୍ଦ କରିବାକୁ…

ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଇ-ଲଟେରିରେ ମିଳିବ ବାଲି, ପଥର ଖଣି

ଭୁବନେଶ୍ୱର,୩।୨(ସୁନିତ୍‌ ମିଶ୍ର):ରାଜ୍ୟରେ ବାଲି, ଗୋଡି, ମୋରମ ଓ ପଥର ଭଳି ଲଘୁ ଖଣିଜ ସମ୍ପଦର ଚୋରାଚାଲାଣ ରୋକିବା ଦିଗରେ ରାଜ୍ୟ ସରକାର ନୂଆ ବାଟ ତିଆରି କରିଛନ୍ତି। ଏହି ସମସ୍ତ ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ…

୨ ଦିନରେ ୧୭୭ ଆତଙ୍କବାଦୀ ନିହତ

ଇସ୍‌ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍‌ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…

୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ

ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮…

“ଅପାର ସୁଯୋଗର ଦ୍ୱାର ଖୋଲିବ”: ଟାରିଫ୍ ହ୍ରାସ ପରେ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୨: ଭାରତୀୟ ସାମଗ୍ରୀ ଉପରେ ଆମେରିକା ଶୁଳ୍କ କୋହଳ କରିଛି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଟ୍ୟାରିଫ୍ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri