ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ ଯୁବକଙ୍କ ମଧ୍ୟରେ କୌଣସି କାରଣରୁ ବଚସା…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର ପଞ୍ଚାୟତସ୍ଥିତ ଚୂଳବାଡ଼ି ଗ୍ରାମରେ କୋଟି କୋଟି…

ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ

କେସିଙ୍ଗା,୩ା୨(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର ପୁଷ୍ପା ବାଗ (୪୫)। ଦୁର୍ଘଟଣା ପରେ…

ତେଜିଲା ସମାନ କାମକୁ ସମାନ ଦରମା ଦାବି

ଛତ୍ରପୁର, ୩ା୨(ଦିଲୀପ ସାମଲ)-ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ସ୍ୱୀକୃତିପ୍ରାପ୍ତ ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ଅଧୀନରେ ଦୀର୍ଘଦିନ ଧରି କାମ କରୁଥିବା ଅପରେଟର, ଡ୍ରାଇଭର ଓ ଅନ୍ୟ ଶ୍ରମିକମାନେ ମଙ୍ଗଳବାର ବିଭିନ୍ନ ଦାବି…

ଗୌରୀ ଶଙ୍କରଙ୍କୁ ଗୁରୁଦାୟିତ୍ୱ ଦେଲେ ନବୀନ: ହେଲେ ବିଜେଡି କାର୍ଯ୍ୟକାରୀ ସଭାପତି

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା): ଜିଲା  ବିଜେଡି କାର୍ଯ୍ୟକାରୀ ସଭାପତି ହେଲେ ରାୟଗଡ଼ା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ପି.ଗୌରୀ ଶଙ୍କର। ଏନେଇ ମଙ୍ଗଳବାର ପ୍ରେସ ରିଲିଜ  ପ୍ରକାଶ ପାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୌରୀଙ୍କୁ…

ସେବା ସମବାୟ ସମିତିର ମିଲ ମାଲିକ ମାନଙ୍କ ସହିତ ମଧୁ ଚନ୍ଦ୍ରିକା: ଶୋଷଣର ଶିକାର ହେଉଛନ୍ତି…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଭୀଷ୍ମଗିରି ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ ସଙ୍ଗଠନ ଅଖିଳ ଭାରତ କୃଷକ ସଭା ସ୍ଥାନୀୟ ଶାଖା କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା…

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଦଳର ନେତା ଭାବେ ୟୁମନାମ୍‌ ଖେମଚାନ୍ଦ ସିଂହଙ୍କୁ ନିର୍ବାଚିତ କରାଯାଇଛି। ଫଳରେ…

ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସେହି ଦାବିକୁ ରୁଷିଆ ଅସ୍ବୀକାର କରିଛନ୍ତି। କ୍ରେମଲିନ ତଥା ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ…

ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ

ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ: ୮ ବର୍ଷ ମଧ୍ୟରେ ଟଙ୍କା ମୂଲ୍ୟରେ ସବୁଠାରୁ ବଡ଼ ସୁଧାର

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି।…

ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ

ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମଙ୍ଗଳବାର ସଂସଦ ବାହାରେ ଗଣମାଧ୍ୟମକୁ ସୂଚନା ଦେଇ ସେ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ବାଚସ୍ପତି: ୮ ଏମ୍‌ପିଙ୍କୁ ସଂସଦରୁ କଲେ ନିଲମ୍ବନ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୨: ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍‌ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି ଏମ୍‌ପିମାନଙ୍କ ମଧ୍ୟରେ ଅମରିନ୍ଦର ସିଂ ରାଜା ୱାରିଂ, ହିବି ଏଡେନ, ମାଣିକମ ଟାଗୋର…

ବୋତଲ ବେପାର

ପାଣିର ଉପସ୍ଥିତି ଯୋଗୁ ପୃଥିବୀରେ ଆମେ ତିଷ୍ଠିଛେ। ସେହି ପାଣି ଏବେ ଦ୍ରୁତଗତିରେ ପ୍ରଦୂଷିତ ହେବାରେ ଲାଗିଛି। କୁହାଯାଉଛି, ଭବିଷ୍ୟତରେ ସବୁଠାରୁ ବଡ଼ ସଙ୍କଟ ଭାବେ ଜଳ ଉଭା ହେବ। ନିକଟ ଅତୀତକୁ ଦେଖିଲେ ମଧ୍ୟପ୍ରଦେଶର ଇନ୍ଦୋରରେ ଦୂଷିତ ପାଣି ପିଇ…

ଟାରିଫ୍‌ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ

ନୂଆଦିଲ୍ଲୀ,୩ା୨: ଭାରତ-ଆମେରିକା ବାଣିଜ୍ୟ ବୁଝାମଣା ପରେ ଆମେରିକା ଭାରତ ଉପରୁ ଟାରିଫ୍‌ ହ୍ରାସ କରିବାକୁ ଘୋଷଣା କରିଛି। ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍‌ ରହିଥିଲା ବେଳେ ଏବେ ଏହା ୧୮%କୁ ଖସିଛି। ରୁଷିଆରୁ ଭାରତ ତୈଳ ଆମଦାନୀ ବନ୍ଦ କରିବାକୁ…

ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଇ-ଲଟେରିରେ ମିଳିବ ବାଲି, ପଥର ଖଣି

ଭୁବନେଶ୍ୱର,୩।୨(ସୁନିତ୍‌ ମିଶ୍ର):ରାଜ୍ୟରେ ବାଲି, ଗୋଡି, ମୋରମ ଓ ପଥର ଭଳି ଲଘୁ ଖଣିଜ ସମ୍ପଦର ଚୋରାଚାଲାଣ ରୋକିବା ଦିଗରେ ରାଜ୍ୟ ସରକାର ନୂଆ ବାଟ ତିଆରି କରିଛନ୍ତି। ଏହି ସମସ୍ତ ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ…

୨ ଦିନରେ ୧୭୭ ଆତଙ୍କବାଦୀ ନିହତ

ଇସ୍‌ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍‌ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri