ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ଏହି ଘଟଣା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତଥାପି, ସରକାରଙ୍କ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗ ପକ୍ଷରୁ ବର୍ତ୍ତମାନଧ୍‌ଠାରୁ…

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ  ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,…

ଦିଅରଙ୍କ ବିବାହ ଠିକ୍‌ ହେବାରୁ ଜୀବନ ହାରିଦେଲେ ଭାଉଜ, ବଡ଼ ଖୁଲାସା କରି ସ୍ବାମୀ କହିଲେ…

ଲକ୍ଷ୍ନୌ,୯।୨: ଉତ୍ତର ପ୍ରଦେଶର ଇଟାୱା ଜିଲାର ଅହିଭରନପୁରା ଗାଁରେ ଜଣେ ମହିଳା ନିଜ ଦିଅରଙ୍କ ବିବାହ ଠିକ୍‌ ହେବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତା’ପରେ ସେ ଆତ୍ମହତ୍ୟା କରିଥିବା ଜଣାପଡିଛି। ତାଙ୍କ ଦିଅରଙ୍କ ବିବାହରେ…

ତାମିଲନାଡୁରେ ୩ ଓଡ଼ିଆ ଶ୍ରମିକଙ୍କୁ ଅଟକ ରଖି ନିର୍ଯାତନା, ଉଦ୍ଧାର ପାଇଁ ଗଲେ ଦିଗପହଣ୍ଡି ପୋଲିସ 

ଦିଗପହଣ୍ଡି,୯।୨(ଅଶେଷ ନାଥ ମିଶ୍ର): ଓଡ଼ିଶାର ୩ଶ୍ରମିକଙ୍କୁ ତାମିଲନାଡୁରେ ନିର୍ଯାତନା ଅଭିଯୋଗ । ୩ ଶ୍ରମିକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗାଁ ର ବି.ତବତ ରେଡ୍ଡୀଙ୍କ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା, ସେମାନେ ଏବେ ଇଂଲଣ୍ଡ, ଭାରତ ଏବଂ ପାକିସ୍ତାନ ଭଳି ଦିଗ୍ଗଜ ଦଳଙ୍କ ବିଜୟ…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ ବୋଲି ଆନ୍ତର୍ଜାତୀୟ ରେଟିଂ ସଂସ୍ଥା ମୁଡିଜ୍ ପୂର୍ବାନୁମାନ କରିଛି। ଏହି ଅଭିବୃଦ୍ଧି ହାର…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଥିଲେ। ପାକିସ୍ତାନ ICC ସମ୍ମୁଖରେ…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା ଦୁଃସ୍ବପ୍ନ ପାଲଟିଗଲେ କଥା ସରିଲା। ମେଳା ଭିତରେ ଭଳିକିଭଳି ଦୋଳି ପିଲା ସହ…

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଟାକାଇଚିଙ୍କ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ରବିବାର ଅଭିଯୋଗ କରିଛନ୍ତି। ଉକ୍ତ ଦମ୍ପତି ଓ ପାକିସ୍ତାନୀ ନାଗରିକ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ ସାମର୍ଥ୍ୟର ପ୍ରଦର୍ଶନ କରିଛି। ଏହା କକ୍ଷପଥରେ ଅନ୍ୟ ସାଟେଲାଇଟ୍‌ରେ ଥିବା ବସ୍ତୁର ଫଟୋ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ନେଇ ଗଭୀର ଦୁଃଖପ୍ରକାଶ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି। ବିଶେଷ କରି ଜନସଂଖ୍ୟା ସନ୍ତୁଳନ ରକ୍ଷା ପାଇଁ ସେ ‘୩ ସନ୍ତାନ’ ନୀତି…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ ନିଜ ପରିବାରର ଦୁଃଖ ଜଣାଇ ମା’ଙ୍କ ନିକଟକୁ ଲେଖିଥିବା ଏହି ଭାବପୂର୍ଣ୍ଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri