ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ ସୋମବାର ନିଖୋଜ ଯୁବତୀଙ୍କ ପରିବାର ପକ୍ଷରୁ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ସ୍ଥାନୀୟ ସଫେଇ କର୍ମଚାରୀ ସଫେଇ କରୁଥିବାବେଳେ…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ ସୋମବାର ଚତୁର୍ଥ ତଥା ଅନ୍ତିମ ଦିବସରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ମୋଟରସାଇକେଲରେ ଜଣେ ବ୍ୟକ୍ତି…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ ନୂତନ ମୋବାଇଲ୍ ଆପ୍ ପ୍ରସ୍ତୁତ କରୁଛି,…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି,…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+) କ୍ୟାଟେଗରି(ବର୍ଗ)କୁ ବାଦ୍‌ ଦିଆଯାଇଛି। ଏବେ କେବଳ ତିନୋଟି କ୍ୟାଟେଗରି ରହିଛି – ଏ,…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ ନଷ୍ଟ କରିବାକୁ ଯାଇ ଦୁର୍ଘଟଣାର ଶିକାର ହୋଇଛି କାର୍। ଶିଶୁ ଭବନ ଛକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ ବ୍ୟାପକ ବାଧା ଉପୁଜିବାର ସମ୍ଭାବନା ରହିଛି। ଏହି ଧର୍ମଘଟ ବିଭିନ୍ନ ରାଜ୍ୟରେ ଦୈନନ୍ଦିନ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା, ସେମାନେ ଏବେ ଇଂଲଣ୍ଡ, ଭାରତ ଏବଂ ପାକିସ୍ତାନ ଭଳି ଦିଗ୍ଗଜ ଦଳଙ୍କ ବିଜୟ…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ ବୋଲି ଆନ୍ତର୍ଜାତୀୟ ରେଟିଂ ସଂସ୍ଥା ମୁଡିଜ୍ ପୂର୍ବାନୁମାନ କରିଛି। ଏହି ଅଭିବୃଦ୍ଧି ହାର…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଥିଲେ। ପାକିସ୍ତାନ ICC ସମ୍ମୁଖରେ…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା ଦୁଃସ୍ବପ୍ନ ପାଲଟିଗଲେ କଥା ସରିଲା। ମେଳା ଭିତରେ ଭଳିକିଭଳି ଦୋଳି ପିଲା ସହ…

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଟାକାଇଚିଙ୍କ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ରବିବାର ଅଭିଯୋଗ କରିଛନ୍ତି। ଉକ୍ତ ଦମ୍ପତି ଓ ପାକିସ୍ତାନୀ ନାଗରିକ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ ସାମର୍ଥ୍ୟର ପ୍ରଦର୍ଶନ କରିଛି। ଏହା କକ୍ଷପଥରେ ଅନ୍ୟ ସାଟେଲାଇଟ୍‌ରେ ଥିବା ବସ୍ତୁର ଫଟୋ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri