ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ, ୩ ମାସ ମଧ୍ୟରେ…

କଟକ,୧୨।୨: ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ନେଇ ହାଇକୋର୍ଟ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ରଘୁବୀର ଦାସ କମିଶନଙ୍କ…

ପ୍ରେମ ପାଇଁ ନିଜ ଧର୍ମ ଛାଡିଲେ ପ୍ରେମିକା, ମୁସଲିମ୍‌ ଯୁବତୀ ହେଲେ ହିନ୍ଦୁ ଘରର ବୋହୂ

ଭୁବନେଶ୍ୱର,୧୨।୨: ପ୍ରେମ ଋତୁରେ ବିବାହ ବନ୍ଧନରେ ଆବଦ୍ଧ ହେଲେ ପ୍ରେମୀ ଯୁଗଳ । ପ୍ରେମ ପାଇଁ ପ୍ରେମିକା ଛାଡିଲେ ନିଜ ଧର୍ମ । ଆପଣାଇଲେ ସନାତନ ଧର୍ମ । ବୈଦିକ ରୀତି ନୀତିରେ ସମ୍ପନ୍ନ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି…

ଛତ୍ରପୁରରେ ବନ୍ଦର ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ପୂର୍ବତନ ବିଧାୟକ ଗିରଫ

ଛତ୍ରପୁର,୧୨।୨(ଦିଲ୍ଲୀପ ସାମଲ) : ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ…

ଶେଷ ହେବ ରାହୁଲଙ୍କ ଲୋକସଭା ସଦସ୍ୟତା! ନୋଟିସ ଦେଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୨।୨: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଲୋକସଭାରେ କଂଗ୍ରେସ ଏମ୍‌ପି ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସଂସଦରେ ସଦସ୍ୟତା ସମାପ୍ତ କରିବାକୁ ଦାବି କରି ଏକ ପ୍ରସ୍ତାବ ଆଗତ କରିଛନ୍ତି। ଭାରତ-ଆମେରିକା…

ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି। ନିଆଁକୁ ସ୍ଥାନୀୟ ବାସିନ୍ଦା ଆୟତ୍ତ କରିବାକୁ…

ପ୍ରକାଶ ପାଇଲା OTET ରେଜଲ୍ଟ

ଭୁବନେଶ୍ୱର,୧୨ା୨: ଗୁରୁବାର ପ୍ରକାଶ ପାଇଛି OTET-୨୦୨୫ର ରେଜଲ୍ଟ। ୨୦୨୫ ଡିସେମ୍ବର ୨୫ ତାରିଖ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି। ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଥିବାବେଳେ ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା, ଜମି ପଟ୍ଟାରେ ଲାଗିବ QR କୋଡ୍

ଭୁବନେଶ୍ବର,୧୨।୨: କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଆସିବ ନୂଆ ଜମି ପଟ୍ଟା । ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଜମି ପଟ୍ଟାରେ ଲାଗିବ କ୍ୟୁଆର କୋଡ୍ । ଇଲୋକ୍ଟ୍ରୋନିକ ଯୁକ୍ତ ହେବ ଏହି…

ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବେ ବୈଭବ ସୂର୍ଯ୍ୟବଂଶୀ: ଜାରି ହେଲା ଆଡମିଟ କାର୍ଡ, କମ୍‌ ଉପସ୍ଥାନ ସତ୍ତ୍ୱେ…

ନୂଆଦିଲ୍ଲୀ,୧୨।୨: ଆଜିକାଲି ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଚର୍ଚ୍ଚାରେ ଅଛନ୍ତି। ମାତ୍ର ୧୪ ବର୍ଷ ବୟସରେ ସାରା ବିଶ୍ୱର ବୋଲରଙ୍କୁ ଧରାଶାୟୀ କରିଛନ୍ତି। ସେ ତାଙ୍କ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ତାଙ୍କୁ ଏବେ କେବଳ ପଡ଼ିଆରେ ନୁହେଁ ବରଂ ପରୀକ୍ଷାରେ…

ଓକିଲଙ୍କ ବଡ଼ ଖୁଲାସା, ପୀତବାସଙ୍କ ସିକ୍ରେଟ୍‌ ଚାମ୍ବରରେ ଥିଲା ବିକ୍ରମ ପଣ୍ଡାଙ୍କ ଆପତ୍ତିଜନକ ଫଟୋ!

ଵ୍ରହ୍ମପୁର,୧୨ା୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ଘଟଣା ପଛର ରହସ୍ୟ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଦିନ ଗଡୁଥିବା ବେଳେ ହତ୍ୟାର ପ୍ରକୃତ କାରଣ ସ୍ପଷ୍ଟ ହୋଇପାରି ନାହିଁ । …

ବର ଗାଡ଼ିକୁ ଅଟକାଇଲେ ବିକ୍ଷୋଭକାରୀ: ପ୍ରବଳ ଉତ୍ତେଜନା

ଭୁବନେଶ୍ୱର,୧୨।୨: ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ତେବେ ଏହି…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୨୯ ରନ୍‌ରେ ଆମେରିକାକୁ ପରାସ୍ତ କରିଛି। ଦଳର ପରବର୍ତ୍ତୀ ମ୍ୟାଚ ନାମ୍ବିଆ ବିପକ୍ଷରେ କିନ୍ତୁ…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି l କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି। ଏନେଇ ବୁଧବାର ଭୁବନେଶ୍ବରର ଏକ ଘରୋଇ ହୋଟେଲରେ ଦୁହିଁଙ୍କ ଭିତରେ ଆଲୋଚନା ପରେ…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦେବା…

ଓଡ଼ିଶାରେ ରେକର୍ଡ ସଂଖ୍ୟକ ଡଲଫିନ: ୫ ବର୍ଷରେ ସର୍ବାଧିକ

ଭୁବନେଶ୍ୱର,୧୧।୨: ଗତ ୫ ବର୍ଷରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବାଧିକ ଡଲଫିନ ଦେଖିବକୁ ମିଳିଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ଡଲଫିନ ଗଣନାରୁ ଏହା ଜଣାପଡ଼ିଛି। ରିପୋର୍ଟ ଅନୁଯାୟୀ ଓଡ଼ିଶା ଉପକୂଳ ଏବଂ ଚିଲିକା ହ୍ରଦରେ ମୋଟ ୭୬୫ଟି ଡଲଫିନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View

ରାଜ୍ୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri