ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ ଡ଼ିମିରିଗୁଡା ନିକଟରେ ବାଘଟି ଗୋଟିଏ ବାଛୁରୀକୁ…

ବାଂଲାଦେଶ ନିର୍ବାଚନ ପରେ ହାସିନାଙ୍କ କଡ଼ା ଆକ୍ରମଣ, କହିଲେ ଫଳାଫଳ ‘ହାସ୍ୟାସ୍ପଦ’

ଢାକା,୧୨।୨: ବୁଧବାର, ଫେବୃଆରୀ ୧୨ ରେ ବାଂଲାଦେଶରେ ୨୯୯ ସଂସଦୀୟ ଆସନ ପାଇଁ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏହି ନିର୍ବାଚନକୁ ବିଶେଷ ଭାବରେ ବିବେଚନା କରାଯାଇଥିଲା କାରଣ ଏହା ୨୦୨୪ ମସିହାରେ ଶେଖ…

୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍‌ ଅନର୍‌

ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍‌ଏଲ୍‌ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ କରୁଥିଲେ। ତେଣୁ ପରିବାର ଚଳିବା କଷ୍ଟକର…

‘ମୁଁ ମୋଦିଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁ ନ ଥିଲି’, ଟ୍ରମ୍ପଙ୍କ ଭାଇରାଲ ଭିଡ଼ିଓକୁ ନେଇ MEA ଦେଲା ପ୍ରତିକ୍ରିୟା

ନୂଆଦିଲ୍ଲ,୧୨।୨: ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଜନୈତିକ କ୍ୟାରିୟର ସମ୍ପର୍କରେ ଆମେରିକା ରାଷ୍ଟ୍ରପତିଙ୍କ ମନ୍ତବ୍ୟ ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ପ୍ରତିକ୍ରିୟା ପ୍ରକାଶ କରିଛି। MEA ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ଯେ ସେମାନେ ଏହି…

ରାଜ୍ୟ ସଭା MP ସୁଜୀତ କୁମାରଙ୍କ ନିଆରା ପ୍ରୟାସ: ରାଷ୍ଟ୍ରପତିଙ୍କୁ ଭେଟିଲେ ଦୁର୍ଗମ ତୁର୍କା ଗ୍ରାମର ୪ ଆଦିବାସୀ ଝିଅ

ଭବାନୀପାଟଣା/ଲାଞ୍ଜିଗଡ଼,୧୨ା୨(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ)- କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଦୁର୍ଗମ ଲାଞ୍ଜି ପଞ୍ଚାୟତର ତୁର୍କା ଗ୍ରାମ ଗତ କିଛି ବର୍ଷ ତଳେ ବାହ୍ୟ ଜଗତରୁ ପ୍ରାୟ ବିଚ୍ଛିନ୍ନ ଥିଲା। ଏହି ଗ୍ରାମରେ…

ଦ୍ୱିତୀୟ ଥର ପାଇଁ ଲଲାଟ ହେଲେ କୋରାପୁଟ ଜିଲା ବିଜେଡି ଯୁବ ସଭାପତି

କୋରାପୁଟ, ୧୨।୨(ଅମିତାଭ ବେହେରା): କୋରାପୁଟ ପୌରାଧକ୍ଷ ଲଲାଟ ରଂଜନ ସେଠିଙ୍କୁ ଦ୍ୱିତୀୟ ଥର ପାଇଁ କୋରାପୁଟ ଜିଲାର ଯୁବ ବିଜୁ ଜନତା ଦଳର ସଭାପତି ଭାବେ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ବିଜୁ ଜନତା ଦଳର…

T20 World Cup: ୧୦ ୱିକେଟରେ ଇଟାଲୀର ଐତିହାସିକ ବିଜୟ, ଦୁଇଭାଇଙ୍କ ଝଡ଼ରେ ନେପାଳ ପରାସ୍ତ

ମୁମ୍ବାଇ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ପ୍ରଥମ ଥର ପାଇଁ ବିଶ୍ୱକପ ଖେଳୁଥିବା ଇଟାଲୀ, ନେପାଳ ଭଳି ଶକ୍ତିଶାଳୀ ଦଳକୁ ୧୦ ୱିକେଟରେ ପରାସ୍ତ କରି ନିଜ କ୍ରିକେଟ ଇତିହାସର ପ୍ରଥମ ବିଶ୍ୱକପ ବିଜୟ ହାସଲ…

ଇଶାନ-ହାର୍ଦ୍ଦିକଙ୍କ ବିସ୍ଫୋରଣ ପରେ ନାମିବିଆର ଜବରଦସ୍ତ ପ୍ରତ୍ୟାବର୍ତ୍ତନ, ଭାରତର ବିଶାଳ ସ୍କୋର

ନୂଆଦିଲ୍ଲୀ,୧୨।୨: ଭାରତ ଓ ନାମିବିଆ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ବ୍ୟାଟିଂ ବିପର୍ଯ୍ୟୟ ଓ ବିସ୍ଫୋରକ ଅର୍ଦ୍ଧଶତକର ଏକ ରୋମାଞ୍ଚକର ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ ହରାଇ ୨୦୯ ରନ୍ ସଂଗ୍ରହ…

ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ ଏକ ପ୍ରେମୀଯୁଗଳ ଗୋଟିଏ ଗଛର ଗୋଟିଏ ଡାଳରେ ଆତ୍ମହତ୍ୟା କରିଥିବା ଘଟଣା ସ୍ଥାନୀୟ…

ସଞ୍ଜୁ ସାମସନଙ୍କ ଧୂଆଁଧାର ବିଶ୍ୱକପ ପଦାର୍ପଣ, ଦ୍ୱିତୀୟ ବୟସ୍କ ଭାରତୀୟ ଭାବେ ରେକର୍ଡ

ନୂଆଦିଲ୍ଲୀ,୧୨।୨: ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଟି୨୦ ବିଶ୍ୱକପରେ ପଦାର୍ପଣ କରିଛନ୍ତି ୱିକେଟ କିପର ବ୍ୟାଟର ସଞ୍ଜୁ ସାମସନ। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ନାମିବିଆ ବିପକ୍ଷ ମ୍ୟାଚରେ ସଞ୍ଜୁଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଛି। ପେଟରେ…

ଲେଜର ଲାଇଟ୍ ବ୍ୟାନ୍: ଡିଜେ ଶବ୍ଦ ଉପରେ କଟକଣା ଲଗାଇଲେ ଓଡ଼ିଶା ହାଇକୋର୍ଟ

କଟକ,୧୨ା୨: ବଢ଼ୁଥିବା ଶବ୍ଦ ଓ ଆଲୋକ ପ୍ରଦୂଷଣକୁ ରୋକିବା ପାଇଁ ଓଡ଼ିଶା ହାଇକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକ ସହରର ବିଭିନ୍ନ ସମସ୍ୟା ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି କୋର୍ଟ ଲେଜର ଲାଇଟ୍ ଏବଂ ବିକଟାଳ ଶବ୍ଦ…

ଟି୨୦ ବିଶ୍ୱକପ: ଟସ୍ ଜିତି ଭାରତକୁ ବ୍ୟାଟିଂ ପାଇଁ ନିମନ୍ତ୍ରଣ କଲା ନାମିବିଆ, ଖେଳିବେନି ଅଭିଷେକ

ନୂଆଦିଲ୍ଲୀ,୧୨।୨: ଟି୨୦ ବିଶ୍ୱକପ ୨୦୨୬ର ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରୁପ୍-ଏ ମ୍ୟାଚରେ ଗୁରୁବାର ଭାରତ ଓ ନାମିବିଆ ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ନାମିବିଆ ଅଧିନାୟକ ଗେରାର୍ଡ ଏରାସମସ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ…

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିବ କି କେନ୍ଦ୍ରୀୟ ମାନ୍ୟତା ? ରାଜ୍ୟସଭାରେ ଉଠିଲା ଦାବି

ନୂଆଦିଲ୍ଲୀ,୧୨ା୨: ଓଡ଼ିଶାର ଶିକ୍ଷା ଦିଗରେ ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟର ବିରାଟ ଅବଦାନ ରହିଛି । ଏଠାରୁ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ ଶିକ୍ଷା ଗ୍ରହଣ କରିଛନ୍ତି। ଏବେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ‘କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ’ ମାନ୍ୟତା ପ୍ରଦାନ କରିବାକୁ ଦାବି କରିଛନ୍ତି ବିଜେଡି ସାଂସଦ…

ଜାନୁଆରୀରେ ଖୁଚୁରା ଦରଦାମ୍ ହାର ୨.୭୫%, ପ୍ରଥମ ଥର ହେଲା ଏପରି ପରିବର୍ତ୍ତନ

ମୁମ୍ବାଇ,୧୨।୨: ଭାରତର ଆର୍ଥିକ ପରିସଂଖ୍ୟାନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (CPI) ର ନୂଆ ବେସ୍ ଇୟର ୨୦୨୪ ଆଧାରରେ ପ୍ରଥମ ଥର ପାଇଁ ତଥ୍ୟ ପ୍ରକାଶ ପାଇଛି। ୨୦୨୬ ଜାନୁଆରୀ ମାସରେ ଦେଶର ଖୁଚୁରା…

ଯାହା ଭୟ କରୁଥିଲା ପାକିସ୍ତାନ, ତାହା କରିଦେଲା ଭାରତ: ୧୧୪ ରାଫାଲ ଜେଟ୍‌କୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୨:ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ପାଇବାକୁ ଯାଉଛି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଦିଲ୍ଲୀ ଗସ୍ତ ପୂର୍ବରୁ ରାଫାଲ ଲଢ଼ୁଆ ବିମାନ ପାଇଁ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ହୋଇଥିବା ମେଗା ଡିଲ ସମ୍ପର୍କରେ ଏକ ଭଲ ଖବର ଆସିଛି। ଗୁରୁବାର…

ବିଦ୍ୟାଳୟକୁ ମଦ ପିଇ ଆସିଲେ ଛାତ୍ର, ନିଶାରେ ଚେତାଶୂନ୍ୟ ହୋଇ କଲେ……

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ସହରାଞ୍ଚଳ ଦଶପଲା ବାଳକ ଉଚ୍ଚ ବିଦ୍ୟାଳୟରୁ ଏକ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି । ସ୍କୁଲକୁ ଶିକ୍ଷାର ମନ୍ଦିର କୁହାଯାଉଥିବା ବେଳେ ଜଣେ ଛାତ୍ର ସ୍କୁଲରେ ମଦ ପିଇ ଶୋଇ ପଡ଼ିଥିବା ଖବର ସାମ୍ନାକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri