ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର, ନିବେଶ, ପର୍ୱ ଏବଂ ବିବାହ ପାଇଁ)…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ ଗ୍ରହଣ କରି ଏହି ନୋଟିସ୍‌ ହୋଇଛି।…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ ଦି’ ଓଳି ଉପାସ ରହୁଥିବା ଗଣେଶ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଥାନା ଅଧିନ ଚାରଗୋଠ…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ ଅଗଷ୍ଟରେ ଆରମ୍ଭ ହେବାର ଥିଲା। ମଙ୍ଗଳବାର,…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ ଦେଇ ଲୋକମାନଙ୍କୁ ଚାକିରି ଦେବାର ଲୋଭ…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ ବିମାନ, ପରିବହନ ବିମାନ ଏବଂ ହେଲିକପ୍ଟର ଦ୍ୱାରା ଏକ ଆକାଶ ମାର୍ଗ ପ୍ରଦର୍ଶନ…

‘ଦେଶ ପ୍ରତି ସେମାନଙ୍କର ସମର୍ପଣ ସର୍ବଦା ମନେ ରହିବ’, ପୁଲୱାମା ଆକ୍ରମଣରେ ଶହୀଦକୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ସେମାନଙ୍କର ଅଦମ୍ୟ ସାହସ, ଦେଶପ୍ରେମ ଏବଂ ସମର୍ପଣ…

ହାସିନାଙ୍କ ପ୍ରତ୍ୟର୍ପଣ ଦାବିକଲା ବିଏନ୍‌ପି: ଆଜି ଶପଥ ନେବେ ତାରିକ୍‌ ରହମାନ

ଢାକା,୧୪ା୨(ପି.ଟି./ଏଜେନ୍ସି):୨୦୨୪ ଅଗଷ୍ଟରେ ବାଂଲାଦେଶର ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ମୁଣ୍ଡ ଟେକିଥିବା ଛାତ୍ର ଆନ୍ଦୋଳନ ଶେଷରେ ତାଙ୍କୁ କ୍ଷମତାଚ୍ୟୁତ କରିଥିଲା। ଅଗଷ୍ଟ ୫ରେ ହାସିନା ଦେଶ ଛାଡ଼ି ଭାରତକୁ ପଳାୟନ କରି ନୂଆଦିଲ୍ଲୀର ଶରଣ ନେଇଥିଲେ। ୨୦୨୫ ନଭେମ୍ବରରେ ଢାକାସ୍ଥିତ…

କାହାକୁ ପଠାଯିବ ରାଜ୍ୟ ସଭା, ତୋମାର କହିଲେ…

ଭୁବନେଶ୍ୱର, ୧୪।୨(ସୁନିତ୍‌ ମିଶ୍ର): ୨୦୨୬ ଏପ୍ରିଲରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନରୁ ୩ଟି ଭାଜପା ଦଖଲ କରିବ। ସେଥିପାଇଁ ରଣନୀତି ପ୍ରସ୍ତୁତ ସରିଛି। ଦଳ କେଉଁମାନଙ୍କୁ ପ୍ରାର୍ଥୀ କରିବ ତା’ର ନିଷ୍ପତ୍ତି ସଂସଦୀୟ ବୋର୍ଡ ହିଁ ନେବ…

ଶୀତକାଳୀନ ଅଲିମ୍ପିକ୍ସରେ କଣ୍ଡୋମ୍ ସଙ୍କଟ: ମାତ୍ର ୩ ଦିନରେ ଶେଷ ହେଲା ୧୦,୦୦୦ ପ୍ୟାକେଟ୍

ନୂଆଦିଲ୍ଲୀ,୧୩।୨: ଇଟାଲୀରେ ଅନୁଷ୍ଠିତ ୨୦୨୬ ଶୀତକାଳୀନ ଅଲିମ୍ପିକ୍ସରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଖେଳ ଆରମ୍ଭର ମାତ୍ର ୩ ଦିନ ମଧ୍ୟରେ ଖେଳାଳିଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ମାଗଣା କଣ୍ଡୋମ ଶେଷ ହୋଇଯାଇଛି, ଯାହା ଆୟୋଜକଙ୍କୁ ଚିନ୍ତାରେ ପକାଇଛି। ମିଲାନ୍-କୋର୍ଟିନା…

ସେବା ତୀର୍ଥକୁ ଶିଫ୍ଟ ହେଲା PMO କାର୍ଯ୍ୟାଳୟ: ପ୍ରଥମ ଦିନ ୪ ବଡ଼ ନିଷ୍ପତ୍ତି ନେଲେ ମୋଦି

ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ନୂତନ କାର୍ଯ୍ୟାଳୟ ‘ସେବା ତୀର୍ଥ’ ଉଦଘାଟନ କରିଛନ୍ତି। ଆଜିଠାରୁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ରାଇସିନା ହିଲର ସାଉଥ ବ୍ଲକରୁ ସେବା ତୀର୍ଥକୁ ସ୍ଥାନାନ୍ତରିତ ହୋଇଛି। ସେବା ତୀର୍ଥରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଜାତୀୟ ସୁରକ୍ଷା ପରିଷଦ…

ଟି-୨୦ ବିଶ୍ୱକପ୍ ୨୦୨୬: ବଡ଼ ବିପର୍ଯ୍ୟୟ ଘଟାଇଲା ଜିମ୍ବାୱେ; ଅଷ୍ଟ୍ରେଲିଆ ୨୩ ରନରେ ପରାସ୍ତ

କଲୋମ୍ବୋ,୧୩।୨: ଟି-୨୦ ବିଶ୍ୱକପ୍ ୨୦୨୬ର ୧୯ତମ ମ୍ୟାଚରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୨୩ ରନରେ ପରାସ୍ତ କରି ଜିମ୍ବାୱେ କ୍ରିକେଟ ଜଗତକୁ ଚକିତ କରିଦେଇଛି। କଲୋମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଏହି ରୋମାଞ୍ଚକର ମୁକାବିଲାରେ…

ଅରବିନ୍ଦ ମହାପାତ୍ରଙ୍କ ବିସ୍ଫୋରକ ବୟାନ: ମୁଁ ଏବେ ସ୍ବାଧୀନ, ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେଖି…

ଭୁବନେଶ୍ୱର,୧୩ା୨: ସସ୍‌ପେଣ୍ଡକୁ ନେଇ ଆଜି ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡିରୁ ବିତାଡ଼ିତ ତଥା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର। ସେ ଆଜି ପୁଣି ସେହି ସମାନ କଥା ଦୋହରାଇଛନ୍ତି। ସେ କହିଛନ୍ତି, ନବୀନଙ୍କୁ ଯେଉଁ ପ୍ରଶ୍ନ ପଚାରିଥିଲି ତା’ର…

ରାଜ୍ୟସଭା ନିର୍ବାଚନ: ଏତିକି ଆସନରେ ପ୍ରାର୍ଥୀ ଦେବ ଭାଜପା, ବିଜେଡି ପାଇଁ ବଡ ମଉକା

ଭୁବନେଶ୍ୱର,୧୩।୨: ୧୦ଟି ରାଜ୍ୟରେ ଖାଲି ହେବାକୁ ଯାଉଛି ୩୭ଟି ରାଜ୍ୟସଭା ଆସନ। ଏଥିପାଇଁ ନିର୍ବାଚନ କମିଶନ (ECI) ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ଓଡ଼ିଶାର ୪ଟି ଆସନ ରହିଛି, ଯାହାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ହୋଇଛି। ଭାଜପା ରାଜ୍ୟ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ ଅଛନ୍ତି।” ଗୁରୁବାର ରାଜ୍ୟସଭାରେ ବଜେଟ୍ ଉପରେ ହୋଇଥିବା ଆଲୋଚନାର ଉତ୍ତର ଦେଇ ଅର୍ଥମନ୍ତ୍ରୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri