Posted inଖେଳ

ମୋ ବିସ୍ଫୋରକ ସଟ୍‌ ଦେଖି ଡରିଯାଉଥିଲେ ଏହି ଖେଳାଳି, କହୁଥିଲେ ଧିମା ଖେଳ:ସେହଓ୍ବାଗ୍‌

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ବିରେନ୍ଦ୍ର ସେହଓ୍ବାଗ୍‌ ଯଦିଓ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କରିସାରିଛନ୍ତି କିନ୍ତୁ ଆଜି ବି ତାଙ୍କ ବ୍ୟାଟିଂକୁ ଦର୍ଶକ ଭୁଲି ପାରିନାହାନ୍ତି। ନିକଟରେ ସେ ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ନେଇ ଏକ ରୋଚକ ତଥ୍ୟ ଉନ୍ମୋଚନ କରିଛନ୍ତି। ସେ କହିଛନ୍ତି, ମୁଁ ଯେ ବି ଗାଙ୍ଗୁଲିଙ୍କ ସହ ବ୍ୟାଟିଂ କରିଥାଏ ସେତେବେଳେ ସେ ଏତେ ଭୟଭୀତ ହୋଇଯାନ୍ତି ଯେ, ମୋତେ ଧିମା ଖେଳିବାକୁ ପ୍ରବର୍ତ୍ତାଇ ଥାନ୍ତି। କିନ୍ତୁ ମୁଁ ତାଙ୍କ କଥା ନ ଶୁଣି ମୋ ଚିରାଚରିତ ଖେଳ ପ୍ରଦର୍ଶନ କରେ। କହିବାକୁ ଗଲେ ମୋତେ ଧିମା ଖେଳିବା ପସନ୍ଦ ନୁହେଁ। ତେଣୁ ମୁଁ ଆଉଟ୍‌ ହୋଇଯିବାର ଡର ନ ଥାଏ। ନିଜ ଇଚ୍ଛା ଅନୁସାରେ ସଟ୍‌ ମାରେ ବୋଲି ସେହଓ୍ବାଗ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ବଡ଼ ଟି-୨୦ ଟୁର୍ଣ୍ଣାମେଣ୍ଟ ‘ସୟଦ ମୁସ୍ତାକ ଅଲି ଟ୍ରଫି’ ରେ ନୂଆ ଇତିହାସ ରଚିଛି ଝାଡ଼ଖଣ୍ଡ। ଗୁରୁବାର ପୁଣେଠାରେ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri