ଆଇଟିଡିଏର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ଦାବି

ମାଲକାନଗିରି,୯।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଲ୍ୟବନ୍ତ ଦେଶିଆ ନାଟ୍ୟଗୁରୁ ସାଂସ୍କୃତିକ ସଂଗଠନ ପକ୍ଷରୁ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ପାଇଁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସଂଗଠନର ସଭାପତି ଅନାଦି କଡ଼ା, ସମ୍ପାଦକ ଧାନଫୁଲ ବାରିକ ଓ ଧନୁର୍ଜୟ ହନ୍ତାଳଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବାରୁ ଏହାର କଳା, ସଂସ୍କୃତି ସହ ପରିିଚିତ ହେବାକୁ ଜଣେ ଅଧିକାରୀଙ୍କୁ ବହୁ ସମୟ ଲାଗିବ। କିନ୍ତୁ ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ ଇତିମଧ୍ୟରେ ଜିଲା ସହ ଜଡ଼ିତ ରହି ବହୁ ଉନ୍ନୟନମୂଳକ କାର୍ଯ୍ୟ କରିଆସୁଥିବା ବେଳେ କଳା ସଂସ୍କୃତି ସହ ପରିଚିତ ହୋଇଛନ୍ତି। ତେଣୁ ତାଙ୍କ ବଦଳି ଆଦେଶ ବାତିଲ ପାଇଁ ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଜିଲାପାଳଙ୍କ ଅନୁପସ୍ଥିତିରେ ସହକାରୀ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ଉକ୍ତ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri