୩ ବର୍ଷର ଶିଶୁକନ୍ୟା ନିଖୋଜ, ତଦନ୍ତ ଚଳାଇଛି ପୋଲିସ

ଓଡଗାଁ, ୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ସାକେରୀ ହରିଜନ ସାହିରୁ ସୋମବାର ସକାଳୁ ଏକ ୩ ବର୍ଷର ଶିଶୁକନ୍ୟା ନିଖୋଜ ହୋଇଯିବା ଘଟଣା ସମସ୍ତଙ୍କୁ ଚକିତ କରିଛି ।
ସୂଚନା ଅନୁସାରେ, ପ୍ରକାଶ ନାୟକଙ୍କ ସ୍ତ୍ରୀ ସୋମବାର ସକାଳେ ପୋଖରୀକୁ ଗାଧୋଇ ଯିବା ପୂର୍ବରୁ ଝିଅକୁ ସାହିର ଅନ୍ୟ ଏକ ଦେଢ଼ବର୍ଷର ଶିଶୁପୁତ୍ର ସହ ଖେଳୁଥା କହି ଯାଇଥିଲେ। ହେଲେ ସେ ଫେରିବା ପରେ ଆଉ ଝିଅକୁ ପାଇ ନ ଥିଲେ । ଏ ନେଇ ସେମାନେ ବହୁ ଖୋଜାଖୋଜି କରିବା ପରେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଓ ଅଗ୍ନିଶମ କର୍ମଚାରୀ ନିକଟସ୍ଥ କୂଅ, ପୋଖରୀ ତଲାସ କରିଥିଲେ। ହେଲେ ଏଯାବତ୍‌ ଶିଶୁର କୌଣସି ସୂଚନା ମିଳିନାହିଁ। ଏ ନେଇ ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଅତର୍କିତ ଆକ୍ରମଣ କରିଥିଲେ ମା’-ପୁଅ: ଏବେ ଜେଲ୍‌ରେ…

ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଏସ୍‌.ଚାଞ୍ଚଡାପଲ୍ଲୀ ଗ୍ରାମର ଗଗନ ପାତ୍ର ଏବଂ ତାଙ୍କ ସ୍ତ୍ରୀ ରାଜେଶ୍ୱରୀ ପାତ୍ରଙ୍କୁ ଘରେ ପଶି...

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି

ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍‌ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି।...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

୨୦ ରୁ ୧୨୮୯ରେ ପହଞ୍ଚିଲାଣି: କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳିତ

ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ୬୩ ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ୧୯୬୩ ମସିହାରେ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକ ଉପାସରେ…

ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା...

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri