ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ ଯୁବକ ରୋଗୀ ଓ ତାଙ୍କ ପରିଜନ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି। ସରକାର ସ୍ପଷ୍ଟ ଭାବରେ କହିଛନ୍ତି ଯେ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ ଶହ ଶହ ଲୋକଙ୍କ ଜୀବନ ଯାଇଛି।…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚ୍‌ ବେଳେ ଚତୁର୍ଥ ଅମ୍ପାୟରଙ୍କ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ ପିକଅପ୍ ଭ୍ୟାନ (OR _17k 6167)କୁ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା ବିନିମୟରେ ଶନିବାର ବରଗଡ଼ ସହର ବିଜୁ…

ସଙ୍ଗୀତ ଜଗତରେ ଶୋକର ଛାୟା: ନୀରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ଅସୁସ୍ଥତା କାରଣରୁ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଥିଲେ। ଇସଲାମାବାଦ ଆଲୋଚନା ଭାଙ୍ଗିଯିବା ସହିତ, ଏହାର ପ୍ରତିଫଳ ଏବେ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ ରାଜ୍ୟ ସଭା ଉଭୟର ସମସ୍ତ ସଦସ୍ୟଙ୍କୁ ତିନି ଧାଡ଼ି ବିଶିଷ୍ଟ ହ୍ବିପ ଜାରି…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ। ଏନେଇ ଟ୍ରମ୍ପ କହିଛନ୍ତି, ଆମେ ହର୍ମୁଜ ପ୍ରଣାଳୀ ସଫା କରୁଛୁ। ଇରାନ ସହିତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ ମଧ୍ୟ କୌଣସି ସହମତି ହୋଇପାରି ନାହିଁ। ଆମେରିକାର କଠୋର ସର୍ତ୍ତକୁ ମାନିବାକୁ ଇରାନ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହୋଇଛି। ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି, ଇରାନ ଆମେରିକାର…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ ଜଳପଥକୁ ଅବରୋଧ କରିବା ପାଇଁ ସେଠାରେ ବିଛାଇଥିବା ସମସ୍ତ ମାଇନ୍ସକୁ ଠାବ କରିପାରୁନାହିଁ।…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଇରାନ ଯେତେବେଳେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲା,…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ ଥାନା ଅଞ୍ଚଳରୁ ଶୁକ୍ରବାର ରାତିରୁ ଶେଖ ଇମ୍ରାନ ନାମକ ଜଣେ ଯୁବକଙ୍କୁ ଉଠାଇ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ କରିବା ପାଇଁ ସ୍ବତନ୍ତ୍ର ଅନୁମତି ପ୍ରଦାନ କରିଛି। ଭାରତ ବିଶ୍ୱର ତୃତୀୟ ବୃହତ୍ତମ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri