ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC) କୁ ୨୩ ରନ୍‌ରେ ପରାସ୍ତ କରିଛି।…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ମାତ୍ର ୫୨ ବଲ୍‌ରୁ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର କ୍ଷୀର ପିଇଥିବାରୁ କୌଣସି ଅଘଟଣ ଘଟିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ରୋଗୀଙ୍କ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି।…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack) ହୋଇଛି। ଏଥିଯୋଗୁ ତାଙ୍କୁ ମୁମ୍ବାଇର ପ୍ରସିଦ୍ଧ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଇରାନ ଯେତେବେଳେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲା,…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ ଥାନା ଅଞ୍ଚଳରୁ ଶୁକ୍ରବାର ରାତିରୁ ଶେଖ ଇମ୍ରାନ ନାମକ ଜଣେ ଯୁବକଙ୍କୁ ଉଠାଇ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ କରିବା ପାଇଁ ସ୍ବତନ୍ତ୍ର ଅନୁମତି ପ୍ରଦାନ କରିଛି। ଭାରତ ବିଶ୍ୱର ତୃତୀୟ ବୃହତ୍ତମ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର ଇସଲାମାବାଦରେ ପହଞ୍ଚିଛନ୍ତି। ସେ ଆଜି ଅର୍ଥାତ୍‌ ଇରାନ ସହିତ ଆଲୋଚନାରେ କରୁଛନ୍ତି। ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ମହାନଦୀ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ ଯୁଦ୍ଧ ବିମାନ ଏବଂ ଡ୍ରୋନର ରାଡାର କ୍ରସ ସେକ୍ସନ (RCS) ବହୁତ କମ…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ ଭାବରେ ଅବତରଣ କରିଛି। ସକାଳ ୫ଟା ୩୭ରେ କାଲିଫର୍ନିଆର ସାନ ଡିଏଗୋ ଉପକୂଳରେ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ ଦଳଗୁଡିକ ଦୃଢ଼ ନିନ୍ଦା କରିଛନ୍ତି। ଶୁକ୍ରବାର ୪ଟି ବାମପନ୍ଥୀ ଦଳର ମିଳିତ ଟିମ୍‌…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ‘ଅଟଳ ବସ୍‌ଷ୍ଟାଣ୍ଡ’…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ ହେବାକୁ ଥିବା ଶାନ୍ତି ଆଲୋଚନା ଯଦି ବିଫଳ ହୁଏ, ତେବେ ଆମେରିକା ଇରାନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri