କୋକସରା-ଚିଲିଗୁଡା ରାସ୍ତାରେ ଟ୍ରକ୍‌ ପିଟିଲା ବାଇକ୍‌କୁ

କୋକସରା,୨୩।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥରେ କୋକସରା-ଚିଲିଗୁଡା ରାସ୍ତାରେ ସାମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ପାଇପ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ ୨ ବାଇକ ଆରୋହୀ ଗୁରୁତର ହୋଇଛନ୍ତି।…

ହେଟମେୟର, ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ: ଜିମ୍ବାଓ୍ବେ ଆଗରେ ୨୫୫ ରନ୍‌ର ବିଶାଳ ଟାର୍ଗେଟ୍‌

ମୁମ୍ବାଇ,୨୩ା୨- ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଜିମ୍ବାଓ୍ବେ ଓ ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା…

ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ ଥିଲା। ବର୍ତ୍ତମାନ ଏହା ଉପରୁ ପରଦା…

ଆମ୍ବୁଲାନ୍ସ ନେଲା ଆରଏମ୍‌ସି କର୍ମଚାରୀଙ୍କ ଜୀବନ

ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍‌ସି କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୁଣା…

ନର୍ଦ୍ଦମା ପାଲଟିଛି ଓଡ୍ରି ସାପ୍ତାହିକ ବଜାର: ପିଣ୍ଡି ଥାଇ ବି କାଦୁଅରେ ବ୍ୟବସାୟ

ଥୁଆମୂଳରାମପୁର, ୨୩।୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡ୍ରି ଗ୍ରାମପଞ୍ଚାୟତ ସଦର ମହକୁମାରେ ପ୍ରତି ଶୁକ୍ରବାର ବସୁଥିବା ସାପ୍ତାହିକ ବଜାର ଏବେ ସଂପୂର୍ଣ୍ଣ ଅବ୍ୟବସ୍ଥା ଘେରରେ। ଲକ୍ଷ ଲକ୍ଷ…

ଜଙ୍ଗଲ ସୁରକ୍ଷା ହିଁ ଜୀବନ ରକ୍ଷା: ବନାଗ୍ନି ରୋକିବା ପାଇଁ ବନ ବିଭାଗ ଓ ଅଗ୍ନିଶମ ବାହିନୀର ମିଳିତ ଅଭିଯାନ

ଥୁଆମୂଳ ରାମପୁର,୨୩।୨ (ଦୁର୍ଗା କୀର୍ତ୍ତି): ଜଙ୍ଗଲ ହେଉଛି ପ୍ରକୃତିର ଅମୂଲ୍ୟ ବରଦାନ ଏବଂ ଏହାର ସୁରକ୍ଷା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ। ବିଶେଷକରି ଶୁଷ୍କ ଋତୁରେ ବନାଗ୍ନି ବା ଜଙ୍ଗଲ ନିଆଁ ପରିବେଶ ପାଇଁ…

ଆସନ୍ତାକାଲିଠୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୨୩।୨: ଆସନ୍ତାକାଲି ଏବଂ ୨୫ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୪ ତାରିଖରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ୧୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ…

ଭାରତୀୟ ନାଗରିକଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ଚେତାବନୀ, ପରିସ୍ଥିତି ଗମ୍ଭୀର କହି…

ନୂଆଦିଲ୍ଲୀ/ତେହରାନ,୨୩ା୨: ଇରାନରେ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ପ୍ରତି ବିରୋଧ ପ୍ରଦର୍ଶନ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ସମସ୍ତ ଭାରତୀୟ ନାଗରିକଙ୍କୁ ତୁରନ୍ତ ଦେଶ ଛାଡ଼ିବାକୁ କଡ଼ା ପରାମର୍ଶ ଦେଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଜାରି କରାଯାଇଥିବା ଏକ ପରାମର୍ଶରେ, ଦୂତାବାସ କହିଛି…

ଦାନ ବାକ୍ସରୁ ମିଳିଲା ଅଜବ ଚିଠି, ‘ଶାଶୁଙ୍କଠାରୁ ମୁକ୍ତି ଦିଅ, ତାଙ୍କୁ ଶୀଘ୍ର ନେଇଯାଅ’

ବେଙ୍ଗାଲୁରୁ,୨୩।୨: ସାଧାରଣତଃ ଲୋକମାନେ ମନ୍ଦିରକୁ ଯାଇ ସେମାନଙ୍କ ପରିବାରର ଦୀର୍ଘ ଜୀବନ, ​​ସୁସ୍ଥତା କିମ୍ବା ଶାନ୍ତି ପାଇଁ ପ୍ରାର୍ଥନା କରନ୍ତି । କିନ୍ତୁ କେହି କାହା ପରିବାରର ମୃତ୍ୟୁ ମାଗିବ ତାହା କେବେ କେହି ବିଶ୍ବାସ ମଧ୍ୟ କରିବା କଷ୍ଟକର ।…

ଡାଟା ସେଣ୍ଟର ନୁହେଁ ଏଆଇ

ନୂଆଦିଲ୍ଲୀରେ ୬ ଦିନ ଧରି ଚାଲିଥିବା ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬ ଉଦ୍‌ଯାପିତ ହୋଇଯାଇଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତାର ପ୍ରଭାବ ଉପରେ ଦିଲ୍ଲୀ ଘୋଷଣାନାମା ୨୧ ଫେବୃଆରୀରେ ଗୃହୀତ ହୋଇଛି। ଆମେରିକା, ବ୍ରିଟେନ୍‌, ଚାଇନା ଓ ଫ୍ରାନ୍ସ…

ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ବର୍ଷା, ୪୮ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୩ା୨(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଥମେ ପଶ୍ଚିମ-ଉତ୍ତରପଶ୍ଚିମ ଓ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଆଡକୁ ଗତି କରିବ। ଏହା…

ଭାରତ-ଆମେରିକା ଟ୍ରେଡ୍‌ ଡିଲ୍‌: ଟାରିଫ୍‌ ଦ୍ୱନ୍ଦ୍ୱ, ଆଲୋଚନା ସ୍ଥଗିତ

ନୂଆଦିଲ୍ଲୀ/ ଓ୍ବାଶିଂଟନ୍‌, ୨୩ା୨ (ରଏଟର୍ସ/ଏଜେନ୍ସି):ଭାରତ ଓ ଆମେରିକା ମଧ୍ୟରେ ଓ୍ବାଶିଂଟନ୍‌ରେ ସୋମବାରଠାରୁ ୩ ଦିନ ଧରି ଅନ୍ତରୀଣ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଆଲୋଚନା କରାଯିବା ନେଇ ପୂର୍ବରୁ ସ୍ଥିର କରାଯାଇଥିଲା। ଉକ୍ତ ବୈଠକରେ ଯୋଗଦେବା ପାଇଁ ଭାରତରୁ ଏକ ଉଚ୍ଚସ୍ତରୀୟ…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଦକ୍ଷିଣ ଆଫ୍ରିକା। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ କହିଛନ୍ତି ଅଧିନାୟକ ସୂର୍ଯ୍ୟକୁମାର ଯାଦବ। ଅନ୍ୟପକ୍ଷରେ ବଡ଼ ସ୍କୋର ନେଇ ଆଶା ପ୍ରକଟ…

ଇରାନ ଉପରେ ଏହି ଦିନ ଆକ୍ରମଣ କରିବ ଆମେରିକା, ପୂର୍ବତନ CIA ଅଧିକାରୀ କହିଲେ…

ତେହରାନ,୨୨ା୨: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଟ୍ରମ୍ପଙ୍କ ଧମକ ପରେ ଇରାନ ଏହାର ଜାତିସଂଘ ମିଶନ ମାଧ୍ୟମରେ ଏକ ଚେତାବନୀ ଜାରି କରିଛି, ଯେଉଁଥିରେ କୁହାଯାଇଛି, ଯଦି ଆକ୍ରମଣ ହୁଏ, ତେବେ ତେହରାନ ମଧ୍ୟପ୍ରାଚ୍ୟରେ ଥିବା ଆମେରିକୀୟ…

ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍‌ରେ ଚାଷଶୈଳୀର…

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କରିଥିଲେ । ତାଙ୍କର ଚାଷଶୈଳୀର ଉଦାହରଣ ଦେଇଥିଲେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri