ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ ବିକ୍ରି କରି ପାରିନାହାନ୍ତି। ବିଭାଗୀୟ ଅବହେଳା…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା ଖାତା ମୂଲ୍ୟାୟନ ହେବ। ମେ ମାସ…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ ହଠାତ୍‌ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ ଚଢି ଅଭିନୟ କରୁଥିବା ହନୁମାନ ଅଚେତ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଭାବେ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ଜିଲା ସଭାପତି…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର ପାଇଁ ଗୀତ ଗାଇ ଆସୁଥିଲେ । ହେଲେ ରବିବାର ଦିନ ୯୨ ବର୍ଷ…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ପରି ମନେ ହେଉଛି। ଆଜି ଅର୍ଥାତ୍‌ ଏପ୍ରିଲ ୧୩ଠାରୁ ହର୍ମୁଜ ପ୍ରଣାଳୀ…

ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି ନବୀନ। ସେହିପରି ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ କହିଛନ୍ତି, ଇରାନ୍‌ ତାଙ୍କ ସର୍ତ୍ତାବଳୀ ମାନିବାକୁ ରାଜି ନ…

Video: ହର୍ମୁଜକୁ ନେଇ ହେବ ଯୁଦ୍ଧ? ଇରାନ ଜାରି କଲା ୬୦ ସେକେଣ୍ଡର ଭିଡ଼ିଓ, ଆମେରିକାକୁ ଦେଲା ସିଧା ଚେତାବନୀ

ତେହରାନ,୧୩।୪: ଯେଉଁଦିନ ଇରାନ-ଆମେରିକା ମଧ୍ୟସ୍ଥତା ନେତୃତ୍ୱାଧୀନ ଶାନ୍ତି ଆଲୋଚନା ଭାଙ୍ଗି ଯାଇଥିଲା, ସେହି ଦିନ ଇରାନ ଏକ ଭିଡିଓ ଫୁଟେଜ ଜାରି କରିଥିଲା। ଏହା ଦୁଇ ଦେଶ ମଧ୍ୟରେ ଉତ୍ତେଜନାକୁ ଆହୁରି ଘନିଷ୍ଠ କରିଛି। ଏହି ଫୁଟେଜ କେବଳ ଗୋଟିଏ ଦିନ…

ପଶ୍ଚିମବଙ୍ଗ ଏସ୍‌ଆଇଆର୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୩ା୪(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ବିରୋଧ କରି ଦାଏର ଅନେକ ପିଟିଶନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀଙ୍କ ଖଣ୍ଡପୀଠ…

ସୁନ୍ଦରୀ ସ୍ତ୍ରୀ, ୧ ବିଲିୟନ ଡଲାର

କାମ୍ପାଲା,୧୩ା୪: ଉଗାଣ୍ଡା ସେନାମୁଖ୍ୟ ଜେନେରାଲ ମୁହୁଜି କେଇନେରୁଗାବା ତୁର୍କୀ ନିକଟରେ ୨ଟି ବିଚିତ୍ର ଦାବି କରିଛନ୍ତି। ତାଙ୍କର ପ୍ରଥମ ଦାବି ହେଲା ସୋମାଲିଆର ଆତଙ୍କବାଦୀଙ୍କ ବିରୋଧରେ ଦୀର୍ଘବର୍ଷ ଧରି ଲଢ଼େଇ କରିଆସିଥିବା ଉଗାଣ୍ଡାକୁ ସାମରିକ ଅବଦାନ ପାଇଁ ୧ ବିଲିୟନ ଡଲାର…

ସଙ୍ଗୀତ ଜଗତରେ ଶୋକର ଛାୟା: ନୀରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ଅସୁସ୍ଥତା କାରଣରୁ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଥିଲେ। ଇସଲାମାବାଦ ଆଲୋଚନା ଭାଙ୍ଗିଯିବା ସହିତ, ଏହାର ପ୍ରତିଫଳ ଏବେ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ ରାଜ୍ୟ ସଭା ଉଭୟର ସମସ୍ତ ସଦସ୍ୟଙ୍କୁ ତିନି ଧାଡ଼ି ବିଶିଷ୍ଟ ହ୍ବିପ ଜାରି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri