ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଛି। ଏହି…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ। ବାପାଙ୍କ ଏଭଳି ଜଘନ୍ୟ କାମକୁ ୪…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା କହିଛି ଯେ ଏହା ୧୩ ଏପ୍ରିଲ,…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ ଦାମୀ ଗାଡ଼ିରେ କଫସିରପ ପାର୍‌ କରୁଥିବାବେଳେ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା କଡ଼ରୁ ମଣିଷ କଙ୍କାଳକୁ ଜବତ କରିଛି…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର ପାଇଁ ଗୀତ ଗାଇ ଆସୁଥିଲେ । ହେଲେ ରବିବାର ଦିନ ୯୨ ବର୍ଷ…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ପରି ମନେ ହେଉଛି। ଆଜି ଅର୍ଥାତ୍‌ ଏପ୍ରିଲ ୧୩ଠାରୁ ହର୍ମୁଜ ପ୍ରଣାଳୀ…

ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି ନବୀନ। ସେହିପରି ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ କହିଛନ୍ତି, ଇରାନ୍‌ ତାଙ୍କ ସର୍ତ୍ତାବଳୀ ମାନିବାକୁ ରାଜି ନ…

Video: ହର୍ମୁଜକୁ ନେଇ ହେବ ଯୁଦ୍ଧ? ଇରାନ ଜାରି କଲା ୬୦ ସେକେଣ୍ଡର ଭିଡ଼ିଓ, ଆମେରିକାକୁ ଦେଲା ସିଧା ଚେତାବନୀ

ତେହରାନ,୧୩।୪: ଯେଉଁଦିନ ଇରାନ-ଆମେରିକା ମଧ୍ୟସ୍ଥତା ନେତୃତ୍ୱାଧୀନ ଶାନ୍ତି ଆଲୋଚନା ଭାଙ୍ଗି ଯାଇଥିଲା, ସେହି ଦିନ ଇରାନ ଏକ ଭିଡିଓ ଫୁଟେଜ ଜାରି କରିଥିଲା। ଏହା ଦୁଇ ଦେଶ ମଧ୍ୟରେ ଉତ୍ତେଜନାକୁ ଆହୁରି ଘନିଷ୍ଠ କରିଛି। ଏହି ଫୁଟେଜ କେବଳ ଗୋଟିଏ ଦିନ…

ପଶ୍ଚିମବଙ୍ଗ ଏସ୍‌ଆଇଆର୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୩ା୪(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ବିରୋଧ କରି ଦାଏର ଅନେକ ପିଟିଶନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀଙ୍କ ଖଣ୍ଡପୀଠ…

ସୁନ୍ଦରୀ ସ୍ତ୍ରୀ, ୧ ବିଲିୟନ ଡଲାର

କାମ୍ପାଲା,୧୩ା୪: ଉଗାଣ୍ଡା ସେନାମୁଖ୍ୟ ଜେନେରାଲ ମୁହୁଜି କେଇନେରୁଗାବା ତୁର୍କୀ ନିକଟରେ ୨ଟି ବିଚିତ୍ର ଦାବି କରିଛନ୍ତି। ତାଙ୍କର ପ୍ରଥମ ଦାବି ହେଲା ସୋମାଲିଆର ଆତଙ୍କବାଦୀଙ୍କ ବିରୋଧରେ ଦୀର୍ଘବର୍ଷ ଧରି ଲଢ଼େଇ କରିଆସିଥିବା ଉଗାଣ୍ଡାକୁ ସାମରିକ ଅବଦାନ ପାଇଁ ୧ ବିଲିୟନ ଡଲାର…

ସଙ୍ଗୀତ ଜଗତରେ ଶୋକର ଛାୟା: ନୀରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ଅସୁସ୍ଥତା କାରଣରୁ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଥିଲେ। ଇସଲାମାବାଦ ଆଲୋଚନା ଭାଙ୍ଗିଯିବା ସହିତ, ଏହାର ପ୍ରତିଫଳ ଏବେ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ ରାଜ୍ୟ ସଭା ଉଭୟର ସମସ୍ତ ସଦସ୍ୟଙ୍କୁ ତିନି ଧାଡ଼ି ବିଶିଷ୍ଟ ହ୍ବିପ ଜାରି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri