ଭିନ୍ନକ୍ଷମ ଯୁବତୀ ୬ ମାସର ଗର୍ଭବତୀ

କୁଆଁରମୁଣ୍ଡା,୨୪ା୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ଜଣେ ଗାଈ ଚରାଳି ଭିନ୍ନକ୍ଷମ ୧୯ ବର୍ଷୀୟା ଯୁବତୀ ୬ ମାସର ଗର୍ଭବତୀ ହେବା ଅଭିଯୋଗରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି।…

ବିରୋଧୀଦଳ ନେତାଙ୍କ ଉପରେ ବର୍ଷିଲେ ଟଙ୍କଧର: କହିଲେ ନୂଆପଡ଼ାରୁ ମିଳିଲା ଜବାବ

ଭୁବନେଶ୍ୱର,୨୪।୨: ବିରୋଧୀଦଳ ନେତାଙ୍କୁ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଖୋଲା ଆହ୍ବାନ ଦେଇଛନ୍ତି। ଗୃହକୁ ଖୋଲା ବିତର୍କ ପାଇଁ ଆସନ୍ତୁ ବୋଲି ଟଙ୍କଧର ଆହ୍ବାନ ଦେଇଛନ୍ତି। ବିଜେଡି ଶାସନରେ ଚାଷୀ ଆତ୍ମହତ୍ୟା ହେଇଛି ନା ନାହିଁ…

ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା : ୩ ଘଣ୍ଟିଆ ୱାର୍ନିଂ

ଭୁବନେଶ୍ୱର,୨୪।୨: ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟିଆ ୱାର୍ନିଂ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛନ୍ତିି। ଅନ୍ୟପକ୍ଷେ ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ ଜିଲାକୁ ମଧ୍ୟ ୱାନିଂ…

୨୦୨୬ ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିଲା ଭାରତ! ୱେଷ୍ଟଇଣ୍ଡିଜର ରେକର୍ଡ ବିଜୟ କୋଟି କୋଟି ଭାରତୀୟଙ୍କୁ ଦେଲା ଝଟକା

ନୂଆଦିଲ୍ଲୀ,୨୪।୨: ଭାରତ କ’ଣ ୨୦୨୬ ଟି୨୦ ବିଶ୍ୱକପରୁ ବାହାର ହୋଇଯାଇଛି କି? ଟିମ ଇଣ୍ଡିଆ କ’ଣ ଏବେ ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପହଞ୍ଚିପାରିବ ନାହିଁ? ଭାରତ କିପରି ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲରେ…

ବଦଳିଲା କେରଳର ନାଁ: ଜାଣନ୍ତୁ କେରଳମ୍‌ ଶଦ୍ଦର ଅର୍ଥ

ନୂଆଦିଲ୍ଲୀ,୨୪।୨: କେରଳ ରାଜ୍ୟର ନାମକୁ କେରଳମ୍‌ରେ ପରିବର୍ତ୍ତନ କରିବାର ପ୍ରସ୍ତାବ ପୁଣି ଥରେ ଚର୍ଚ୍ଚାରେ ଆସିଛି। କେରଳ ବିଧାନସଭା ପୂର୍ୱରୁ ଦୁଇଥର ସର୍ୱସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିଛି ଯେ ରାଜ୍ୟର ନାମ ମାଲାୟଲମରେ…

ନିର୍ବାଚନ ଆୟୋଗଙ୍କ କଡ଼ା ନିର୍ଦ୍ଦେଶ: ଆଦର୍ଶ ଆଚରଣ ସଂହିତା ଲାଗୁ ହେବା ପୂର୍ବରୁ ରାଜ୍ୟରେ ମୃତୟନ ହେବେ CAPF ଫୋର୍ସ

ନୂଆଦିଲ୍ଲୀ,୨୪।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗ (ଇସି) ରାଜ୍ୟ ପୋଲିସକୁ ଯଥାଶୀଘ୍ର ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଇସି କହିଛନ୍ତି ଯେ, ରାଜ୍ୟରେ ନିର୍ବାଚନ ଆଦର୍ଶ ଆଚରଣ ସଂହିତା…

୫ଟି ରାଜ୍ୟ ପାଇଁ ଖୁସି ଖବର, ଏୟାରପୋର୍ଟରୁ ରେଲେଓ଼୍ବ ଯାଏ ୮ ପ୍ରସ୍ତାବରେ ମୋଦି କ୍ୟାବିନେଟରେ ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି (୨୪ ଫେବୃଆରୀ) ପ୍ରଧାନମନ୍ତ୍ରୀଙ୍କ ନୂତନ କାର୍ଯ୍ୟାଳୟ (ସେବା ତୀର୍ଥ)ରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ୧୨,୨୩୬ କୋଟି ଟଙ୍କାର ଆଠଟି ପ୍ରମୁଖ ନିଷ୍ପତ୍ତିକୁ ଅନୁମୋଦନ କରାଯାଇଥିଲା। କେରଳର ନାମ…

ଏହି ନାଁରେ ପରିଚିତ ହେବ କେରଳ, ନାମ ପରିବର୍ତ୍ତନ ନିଷ୍ପତ୍ତିକୁ କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୨: କେନ୍ଦ୍ର କ୍ୟାବିନେଟ ମଙ୍ଗଳବାର କେରଳର ନାମ ପରିବର୍ତ୍ତନ କରାଯାଇ “କେରଳମ” କରିବାକୁ ଅନୁମୋଦନ ଦେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଭାଷା ଭିତ୍ତିରେ ରାଜ୍ୟ ସୃଷ୍ଟି ହେବା ପରଠାରୁ କେରଳର ନାମ “କେରଳମ” ରଖିବା ପାଇଁ ଦାବି ହୋଇଆସୁଛି।…

ସହଜରେ ମଦ

କାଚବୋତଲ ପରିବର୍ତ୍ତେ କାଗଜ ପ୍ୟାକେଟରେ ମଦ ବଜାରକୁ ଆଣିବା ଲାଗି ବ୍ୟବସ୍ଥା କରାଯାଉଛି ବୋଲି ନିକଟରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଧାନସଭାରେ କହିଛନ୍ତି। ନୂଆ ଅବକାରୀ ନୀତିରେ ନିୟମ ଅଣାଯାଇ କୁହାଯାଇଛି ଯେ, ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରି କରାଯିବ।…

କେନ୍ଦ୍ର ଦେଇଛି ୧୦ ହଜାର ୭୨୭ କୋଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟ ସରକାର ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାରଙ୍କଠାରୁ ବିଭିନ୍ନ ଯୋଜନାରେ ପାଇବାକୁ ଥିବା ଅର୍ଥ ମଧ୍ୟରୁ ପ୍ରାୟ ୨୫ ପ୍ରତିଶତ ମିଳିଛି। ଚଳିତ ଆର୍ଥିକବର୍ଷ ଶେଷ ହେବାକୁ ହାତରେ ଆଉ ୩୬ଦିନ ରହିଥିବାବେଳେ ବଜେଟ ଅନୁଯାୟୀ, କେନ୍ଦ୍ର…

ବଢୁଛି ଅପମିଶ୍ରଣ ଭୟ, ପାଣିରୁ ହର୍ଲିକ୍ସ ଯାଏ…

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟରେ ଏବେ ଖାଦ୍ୟ ପଦାର୍ଥର ଅପମିଶ୍ରଣ ଏକପ୍ରକାର କୋକୁଆ ଭୟ ସୃଷ୍ଟି କରିଛି। ବରଗଡ଼ ଓ କୋରାପୁଟ ଜିଲାକୁ ବାଦ୍‌ ଦେଲେ ସକାଳୁ ସଞ୍ଜ ଯାଏ ଲୋକେ ଯାହା ଖାଦ୍ୟ ଖାଉଛନ୍ତି ସେଥିରୁ ଅଧିକାଂଶ ଖାଦ୍ୟରେ ଅନ୍ୟ ସମସ୍ତ…

ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୭ ମୃତ

ରାଞ୍ଚି,୨୪।୨: ସୋମବାର ସନ୍ଧ୍ୟାରେ ରାଞ୍ଚିରୁ ଦିଲ୍ଲୀ ଯାଉଥିବା ଏକ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଖସିପଡ଼ିବାରୁ ସମସ୍ତ ୭ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏହି ବିମାନରେ ୪୧ ବର୍ଷୀୟ ରୋଗୀ ସଞ୍ଜୟ କୁମାରଙ୍କ ସମେତ ତାଙ୍କର ୨ ଆଟେଣ୍ଡାଣ୍ଟ, ଜଣେ ଡାକ୍ତର,…

ଆଜିଠୁ ଆମେରିକାରେ ଟ୍ରମ୍ପ୍‌ ଟାରିଫ୍‌ ଆଦାୟ ବନ୍ଦ

ଓ୍ବାଶିଂଟନ,୨୪।୨: ବିଭିନ୍ନ ଦେଶରୁ ଆମଦାନୀ ସାମଗ୍ରୀ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଲଗାଇଥିବା ଟାରିଫ୍‌କୁ ସେଠାର ସୁପ୍ରିମକୋର୍ଟ ଗତ ୨୦ ତାରିଖରେ ବେଆଇନ କହି ରଦ୍ଦ କରିଥିଲେ। ତଦନୁଯାୟୀ ମଙ୍ଗଳବାରଠାରୁ ଆମେରିକାରେ ଉକ୍ତ ଟାରିଫ୍‌ ଆଦାୟ ବନ୍ଦ ହେବାକୁ ଯାଉଛି।…

ଆସନ୍ତାକାଲିଠୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୨୩।୨: ଆସନ୍ତାକାଲି ଏବଂ ୨୫ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୪ ତାରିଖରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ୧୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ…

ଭାରତୀୟ ନାଗରିକଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ଚେତାବନୀ, ପରିସ୍ଥିତି ଗମ୍ଭୀର କହି…

ନୂଆଦିଲ୍ଲୀ/ତେହରାନ,୨୩ା୨: ଇରାନରେ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ପ୍ରତି ବିରୋଧ ପ୍ରଦର୍ଶନ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ସମସ୍ତ ଭାରତୀୟ ନାଗରିକଙ୍କୁ ତୁରନ୍ତ ଦେଶ ଛାଡ଼ିବାକୁ କଡ଼ା ପରାମର୍ଶ ଦେଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଜାରି କରାଯାଇଥିବା ଏକ ପରାମର୍ଶରେ, ଦୂତାବାସ କହିଛି…

ଦାନ ବାକ୍ସରୁ ମିଳିଲା ଅଜବ ଚିଠି, ‘ଶାଶୁଙ୍କଠାରୁ ମୁକ୍ତି ଦିଅ, ତାଙ୍କୁ ଶୀଘ୍ର ନେଇଯାଅ’

ବେଙ୍ଗାଲୁରୁ,୨୩।୨: ସାଧାରଣତଃ ଲୋକମାନେ ମନ୍ଦିରକୁ ଯାଇ ସେମାନଙ୍କ ପରିବାରର ଦୀର୍ଘ ଜୀବନ, ​​ସୁସ୍ଥତା କିମ୍ବା ଶାନ୍ତି ପାଇଁ ପ୍ରାର୍ଥନା କରନ୍ତି । କିନ୍ତୁ କେହି କାହା ପରିବାରର ମୃତ୍ୟୁ ମାଗିବ ତାହା କେବେ କେହି ବିଶ୍ବାସ ମଧ୍ୟ କରିବା କଷ୍ଟକର ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri