IND vs ZIM: ଭାରତ ଏକାଦଶରେ ହେବ ବଡ଼ ପରିବର୍ତ୍ତନ, ଅଭିଷେକଙ୍କ ସ୍ଥାନରେ ସାମସନଙ୍କୁ ସୁଯୋଗ …

ନୂଆଦିଲ୍ଲୀ,୨୫।୨: ଜିମ୍ବାୱେ ବିପକ୍ଷ ସୁପର-୮ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ରଣନୀତିକୁ ନେଇ ବଡ଼ ସଙ୍କେତ ଦେଇଛନ୍ତି ବ୍ୟାଟିଂ କୋଚସିତାଂଶୁ କୋଟକ। ଖରାପ ଫର୍ମ ଦେଇ ଗତି କରୁଥିବା ଓପନର୍‌ ଅଭିଷେକ ଶର୍ମାଙ୍କୁ ସେ…

IND VS ZIM: ଭାରତ ଅବସ୍ଥା ଆମ ସହ ସମାନ, ମ୍ୟାଚ୍‌ ପୂର୍ବରୁ ଏଭଳି କହି ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୫।୨: ଟି-୨୦ ବିଶ୍ୱକପ୍ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଜିମ୍ବାୱେ ଅଲରାଉଣ୍ଡର ରୟାନ ବର୍ଲ ଏକ ବଡ଼ ବୟାନ ଦେଇଛନ୍ତି। ଭାରତୀୟ ମାଟିରେ ଭାରତ ବିରୋଧରେ ଖେଳିବା ଏକ ବଡ଼ ଆହ୍ବାନ ବୋଲି ସେ…

୯ କୋଟି କୃଷକଙ୍କୁ ମାର୍ଚ୍ଚରେ ମିଳିବ ୨୨ତମ କିସ୍ତି! ହେଲେ ଅଟକି ଯାଇପାରେ ଆପଣଙ୍କ ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ହିତାଧିକାରୀମାନେ ଗତ ତିନି ମାସ ହେବ ୨୨ତମ କିସ୍ତିକୁ ଅପେକ୍ଷା କରିଛନ୍ତି। ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଆଧିକାରିକ ତାରିଖ ଘୋଷଣା କରାଯାଇ ନ…

ଓଭରଟେକ କରୁଥିବା ବେଳେ ପରସ୍ପର ମଧ୍ୟରେ ପିଟି ହେଲେ ଦୁଇ ବାଇକ୍, ତାପରେ….

ବଲାଙ୍ଗୀର,୨୫।୨(ସୁନିଲ କୁମାର ମହାନ୍ତି): ବିଳମ୍ବିତ ସନ୍ଧ୍ୟାରେ ବଲାଙ୍ଗୀରରେ ସଡ଼କ ଦୁର୍ଘଟଣା । ବୁଧବାର ସନ୍ଧ୍ୟାରେ ବଲାଙ୍ଗୀର ଭିଆଇପି ରାସ୍ତା ଭାବେ ପରିଚିତ ଭାଗିରଥି ଛକ- ସର୍କିଟ ହାଉସ ରାସ୍ତାରେ ଦୁଇ ମଟର ସାଇକେଲ ଦୁର୍ଘଟଣା…

ବରିଷ୍ଠ  ଆଇନଜୀବୀଙ୍କ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ବରିଷ୍ଠ ଆଇନଜୀବୀ ଦିବାକର ପାଢ଼ୀ(୭୫) ଙ୍କ ବ୍ରହ୍ମପୁର ସ୍ଥିତ ବାସଭବନରେ ପରଲୋକ ହୋଇଛି । ସେ ଦୀର୍ଘବର୍ଷ ହେଲା ବ୍ରହ୍ମପୁର ସ୍ଥିତ ଗଞ୍ଜାମ ଓକିଲ ସଂଘର…

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର କାରଣ ଥିଲା। ରିଙ୍କୁଙ୍କ ବାପା ଖାନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଲେ ନେତାନ୍ୟାହୁ, ସଂସଦରେ କହିଲେ ‘ଭାରତ ଆମର ମହାନ ବନ୍ଧୁ…’

ନୂଆଦିଲ୍ଲୀ,୨୫।୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ଭବ୍ୟ ସ୍ୱାଗତ ପରେ, ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଅଛି । ଏହା ପୂର୍ବରୁ ବେଞ୍ଜାମିନ୍ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଥିଲେ। ଇସ୍ରାଏଲୀ…

ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆଗାମୀ ଚବିଶ ଘଣ୍ଟା ମଧ୍ୟରେ…

୯ବର୍ଷ ମଧ୍ୟରେ ଦ୍ୱିତୀୟ ଥର ଇସ୍ରାଏଲରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ ନେତାନ୍ୟାହୁଙ୍କୁ ଆଲିଙ୍ଗନ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ତାଙ୍କ ବିମାନ ତେଲ ଅଭିଭର ବେନ୍ ଗୁରିଅନ୍ ବିମାନବନ୍ଦରରେ ଅବତରଣ କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ବ୍ୟକ୍ତିଗତ ଭାବରେ ତାଙ୍କ ବିଶେଷ ବନ୍ଧୁଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ପହଞ୍ଚି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ବଢ଼ିବ ଧାନକିଣା ଅବଧି, ଜାଣନ୍ତୁ କେତେଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୫ା୨: ଧାନକିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଆଉ ୧୫ ଦିନ ପର୍ଯ୍ୟନ୍ତ ଏହି ଅବଧି ବଢ଼ାଯିବ। ରାଜ୍ୟରେ ସମସ୍ତ ଜିଲାପାଳ ଏହି ଅବଧି ସମୟ ବଢ଼ାଇ…

ହୋର୍ଡିଂ ଭୁଶୁଡ଼ି ୨ ମୃତ୍ୟୁ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୨: ହୋର୍ଡିଂ ଭୁଶୁଡ଼ି ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରର ଆଇଗିଣିଆରେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଉଭୟ ମୃତକ ଟୁନା…

ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

କେନ୍ଦ୍ରାପଡ଼ା,୨୫ା୨: କେନ୍ଦ୍ରାପଡ଼ା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ବିଗତ କିଛି ବର୍ଷ ଧରି ରଥର ୧୪ଟି ଚକ ଠିକ ନ ଥିବାରୁ ଅସୁବିଧା ହେଉଥିଲା। ରଥଟଣା ବେଳେ ବିଭିନ୍ନ ପ୍ରକାର…

ମାତାପିତାଙ୍କୁ କାଉନ୍‌ସେଲିଂ

ପ୍ରତ୍ୟେକ ପିଲା ଅଦ୍ୱିତୀୟ। ଜଣଙ୍କୁ ଅନ୍ୟ ସହ ତୁଳନା କରିବା ଉଚିତ ନୁହେଁ। ଏବେ ଦେଖାଯାଉଛି ଅନେକ ମାତାପିତା, ଅଭିଭାବକ ଓ ଶିକ୍ଷୟିତ୍ରୀଶିକ୍ଷକ ପିଲାମାନଙ୍କୁ ମାର୍କ ମେଶିନ୍‌ରେ ପରିଣତ କରିଦେଲେଣି। ନିଜ ଜୀବନରେ ଯାହା ହୋଇପାରି ନ ଥିବେ ପିଲାଙ୍କ ଜରିଆରେ…

ଟାରିଫ୍‌ ଅନିଶ୍ଚିତ, ବଜାର ଧରାଶାୟୀ: ପୁଣି ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ଓ୍ବାଶିଂଟନ୍‌/ମୁମ୍ବାଇ,୨୫ା୨:(ବ୍ଲୁମ୍‌ବର୍ଗ/ଏଜେନ୍ସି):ଆମେରିକା ସହ ଭାରତର ଟ୍ରେଡ୍‌ ଡିଲ୍‌କୁ ନେଇ ଅନିଶ୍ଚିତତା ସାଙ୍ଗକୁ ଦୁର୍ବଳ ବୈଶ୍ୱିକ ସଙ୍କେତ ଯୋଗୁ ମଙ୍ଗଳବାର ସେନ୍‌ସେକ୍ସ ଓ ନିଫ୍ଟି ୫୦ ଯଥାକ୍ରମେ ୧.୨୮% ଏବଂ ୧.୧୨% ତଳକୁ ଖସିଛି। ମିଡ୍‌ କ୍ୟାପ୍‌ ଓ ସ୍ମଲ୍‌ କ୍ୟାପ୍‌ ଇଣ୍ଡାଇସେସ୍‌ କାରବାର…

ଭାରତରେ ବିଶ୍ୱର ଏକ-ତୃତୀୟାଂଶ ସର୍ଭାଇକାଲ କ୍ୟାନ୍‌ସର

ନୂଆଦିଲ୍ଲୀ,୨୫ା୨: ଗର୍ଭାଶୟ ଗ୍ରୀବା କର୍କଟ (ସର୍ଭାଇକାଲ କ୍ୟାନ୍‌ସର) ହେଉଛି ମହିଳାମାନଙ୍କଠାରେ ଦେଖାଦେଉଥିବା ୪ର୍ଥ ସର୍ବାଧିକ ସାଧାରଣ କ୍ୟାନ୍‌ସର। ବିଶ୍ୱରେ ଯେତେ ମହିଳା ଏହି ରୋଗରେ ପୀଡ଼ିତ, ତାହାର ଏକ-ତୃତୀୟାଂଶ କେବଳ ଭାରତରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ରିପୋର୍ଟରୁ ଜଣାପଡ଼ିଛି।…

T20 World Cup 2026: ସେମିଫାଇନାଲରେ ଇଂଲଣ୍ଡ, ବିଶ୍ୱକପ୍‌ ରେସ୍‌ରୁ ପାକିସ୍ତାନ ବିଦା?

ନୂଆଦିଲ୍ଲୀ,୨୪।୨: ପାଲ୍ଲେକେଲେଠାରେ ଖେଳାଯାଇଥିବା ଏକ ରୋମାଞ୍ଚକର ସୁପର-୮ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲ ଟିକେଟ ହାସଲ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି ମ୍ୟାଚ୍‌କୁ ଇଂଲଣ୍ଡ ୨ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଇଂଲଣ୍ଡ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri