ସୁନା କିଣିବାକୁ ନେଇ ଆସିଲା ନୂଆ ନିୟମ, ୧ ଏପ୍ରିଲରୁ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୭।୨: ସୁନା କେବଳ ଏକ ଧାତୁ ନୁହେଁ, ଏହା ଭାରତୀୟଙ୍କ ପାଇଁ ଏକ ଭାବପ୍ରବଣ। ଆମ ମଧ୍ୟରୁ ଅଧିକାଂଶ ଏହାକୁ ଆମର ପୋର୍ଟଫୋଲିଓର ସବୁଠାରୁ ସୁରକ୍ଷିତ ଅଂଶ ଭାବରେ ଦେଖନ୍ତି। କିନ୍ତୁ ଯଦି ଆପଣ…

ମଙ୍ଗଳବାର ଚନ୍ଦ୍ରଗ୍ରହଣ: ଏହି ରାଶି ଉପରେ ପଡିବ ବଡ଼ ପ୍ରଭାବ, ଗ୍ରହଣ ସମୟରେ କ’ଣ କରିବେ ଜାଣନ୍ତୁ…

ଆସନ୍ତା ମାର୍ଚ୍ଚ ୩ ତାରିଖ ୨୦୨୬ ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା)ମଙ୍ଗଳବାର ଦିନ କେତୁ ଗ୍ରାସ ଚନ୍ଦ୍ରଗ୍ରହଣ, ଗ୍ରହଣ ସ୍ପର୍ଶ ପୂର୍ବାହ୍ନ ୩.୨୦ ଘଟିକା ରହିଛି । ଗ୍ରହଣ ସର୍ବ ମୋକ୍ଷ ସନ୍ଧ୍ୟା ୬.୪୭…

ଦୀପିକାଙ୍କ ହାତରୁ ଗଲା ବଡ଼ ପ୍ରୋଜେକ୍ଟ

ଅଭିନେତ୍ରୀ ଦୀପିକା ପାଦୁକୋଣ ମା’ ହେବାପରେ ସମ୍ପୂର୍ଣ୍ଣ ବଦଳିଯାଇଛନ୍ତି। ସେ ଏବେ ଝିଅ ଦୁଆ ସହ ସମୟ ବିତାଉଛନ୍ତି। ମା’ ହେବା ପରଠାରୁ ସେ କୌଣସି ଫିଲ୍ମରେ ନଜର ଆସିନାହାନ୍ତି। ଏବେ ତାଙ୍କ ହାତରୁ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ ବଗିଚାଠାରେ ଥିବା ରୂପଶକ୍ତି ବିଉଟିପାର୍ଲର ବନ୍ଦଥିଲା…

୬୦ ପ୍ରତିଶତ ପାର ହେବ କେନ୍ଦ୍ର କର୍ମଚାରୀଙ୍କ DA! ଆସନ୍ତା ମାସରେ ହୋଇପାରେ ବଡ଼ ଘେଷଣା, ମିଳିବ ଏତିକି ମାସର ଏରିୟର

ନୂଆଦିଲ୍ଲୀ,୨୭।୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା (DA) ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଡିସେମ୍ବର ୨୦୨୫ ପାଇଁ CPI-IW (ଉଦ୍ୟୋଗିକ ଶ୍ରମିକଙ୍କ ପାଇଁ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ)…

ରଶ୍ମିକା-ବିଜୟ ଦେବରକୋଣ୍ଡାଙ୍କ ମୋଟ ସମ୍ପତ୍ତି କେତେ? ଫିଲ୍ମ ବ୍ୟତୀତ ଏଠାରୁ କମାନ୍ତି ମୋଟାଅଙ୍କର ଟଙ୍କା…

ମୁମ୍ୱାଇ: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ 26 ତାରିଖରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହାକୁ ବର୍ଷର ସବୁଠାରୁ ଚର୍ଚ୍ଚିତ ସେଲିବ୍ରିଟି ବିବାହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ସମ୍ପ୍ରତି,…

1 March new Rule: ପହିଲାରୁ ବଦଳିଯିବ ଏହି ୫ ନିୟମ, ସିଧାସଳଖ ଆପଣଙ୍କ ପକେଟ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୨୭।୨: ପ୍ରତି ମାସର ପ୍ରଥମ ଦିନ କିଛି ନୂଆ ଜିନିଷ ଆଣିଥାଏ, କିନ୍ତୁ ୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ଏଥର, ପରିବର୍ତ୍ତନଗୁଡ଼ିକ କେବଳ ଆପଣଙ୍କ ୱାଲେଟ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହା ମୋବାଇଲ ଫୋନ, ବ୍ୟାଙ୍କିଂ ଏବଂ…

WhatsApp ଡାଉନ୍‌: ଅଧିକ ପ୍ରଭାବିତ ୱେବ ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଭାରତରେ ହ୍ବାଟ୍ସଆପ୍‌ ୱେବ ୟୁଜର୍ସମାନେ ଲଗ ଇନ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ସକାଳେ ଅନେକ ୟୁଜର୍ସ ହ୍ବାଟ୍ସଆପ ୱେବ ବ୍ୟବହାର କରିବାରେ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ସେମାନେ ଅଭିଯୋଗ କରିଥିଲେ, ସେମାନେ ସେମାନଙ୍କ ଆକାଉଣ୍ଟରେ ଲଗ ଇନ…

CBIର ମଦ ଦୁର୍ନୀତି ମାମଲା: ଅରବିନ୍ଦ କେଜରିୱାଲ ଓ ମନୀଷ ସିସୋଦିଆ ଦୋଷମୁକ୍ତ, ଆଲିଙ୍ଗନ କରି କାନ୍ଦିଲେ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଶୁକ୍ରବାର ଦିନ ସ୍ୱତନ୍ତ୍ର ବିଚାରପତି ଜିତେନ୍ଦ୍ର ସିଂ ତାଙ୍କ ରାୟରେ କେଜରିୱାଲ…

ବିଧାୟକଙ୍କୁ ନବୀନ ନିବାସ ଡକରା, ଅପରାହ୍ନ ୫ଟାରେ ବଡ଼ ବୈଠକ

ଭୁବନେଶ୍ବର,୨୭।୨: ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ ନେଇ ମାନସମନ୍ଥନ ହେବା ନେଇ ଜଣାପଡୁଛି । ରାଜ୍ୟ ସଭା ନିର୍ବାଚନ ନେଇ…

ଆସନ୍ତା ୭ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ, ୩ଦିନରେ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୨ (ବନ୍ଦନା ସେଠୀ): ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ…

ବିଜେଡି ବୈଠକକୁ ନେଇ ଉଠିଲା ପ୍ରଶ୍ନ: ବଢୁଛି ଅସନ୍ତୋଷ

ଭୁବନେଶ୍ୱର, ୨୭।୨(ସୁନିତ୍‌ ମିଶ୍ର):ବିଜେଡିର ରାଜନୈତିକ ବ୍ୟାପାର କମିଟି (ପିଏସି) ବୈଠକ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ସମୟ ଧରି ହୋଇଥିବା ପିଏସି ବୈଠକରେ ବହୁତ ରାଜନୈତିକ…

ଆଫଗାନିସ୍ତାନ ବିରୋଧରେ ଯୁଦ୍ଧ ଘୋଷଣା କଲା ପାକିସ୍ତାନ, ୧୩୩ ଜଣଙ୍କ ମୃତ୍ୟୁ ନେଇ ଦାବି

ନୂଆଦିଲ୍ଲୀ,୨୭ା୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ଉତ୍ତେଜନା ଏବେ ଖୋଲା ବିବାଦରେ ପରିଣତ ହୋଇଛି। ଏହି ସଂଘର୍ଷ ୨୧ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିଲା, ଯେତେବେଳେ ପାକିସ୍ତାନ ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ ଆରମ୍ଭ କରିଥିଲା। ପାକିସ୍ତାନ ଅପରେସନ୍ ଗଜବ ଲିଲ୍ ହକ୍…

୫ରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍‌ ଶାହା: ରାଜନୀତିରେ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୭ା୨(ସୁନିତ୍‌ ମିଶ୍ର):ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ…

ଆଜିଠାରୁ କମନ୍‌ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ

ଭୁବନେଶ୍ୱର,୨୭।୨(ସୁଚିସ୍ମିତା ସାହୁ): ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଶୀଘ୍ର ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ବିଭିନ୍ନ ପିଜି ପାଠ୍ୟକ୍ରମରେ ନାମ ଲେଖାଇବାକୁ ଛାତ୍ରୀଛାତ୍ରଙ୍କୁ…

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ଭରିଲେ ହାଇଦ୍ରାବାଦର ସାୟାନା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ ପାଇବାର ପ୍ରଥମ ଦିନ ହିଁ ଜଣେ ପ୍ରାର୍ଥୀ ନାମାଙ୍କନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri